ନିଖୋଜ ଶିଶୁ ଉଦ୍ଧାର ଅଭିଯାନ, ୩୩୪ ଶିଶୁ ପରିବାର ଲୋକଙ୍କୁ ହସ୍ତାନ୍ତର

କଟକ,୩ା୧୨ (କାର୍ତ୍ତିକ ସାହୁ): ଭୁବନେଶ୍ବରସ୍ଥିତ ଓଡ଼ିଶା ରାଜ୍ୟ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ପକ୍ଷରୁ ରାଜ୍ୟରେ ଆଜି ପର୍ଯ୍ୟନ୍ତ ନିଖୋଜ ଥିବା ଶିଶୁମାନଙ୍କୁ ଉଦ୍ଧାର କରିବା ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଗତ ନଭେମ୍ବର ୧୮ରୁ ୨୩ ତାରିଖ ପର୍ଯ୍ୟନ୍ତ ହୋଇଥିଲା। ଉକ୍ତ ସମୟ ମଧ୍ୟରେ ସର୍ବମୋଟ ୩୩୪ ନିଖୋଜ ଶିଶୁ ଆମ ରାଜ୍ୟ ତଥା ରାଜ୍ୟ ବାହାରୁ ଉଦ୍ଧାର କରାଯାଇ ସେମାନଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।

ସେମାନଙ୍କ ମଧ୍ୟରେ ୩୦୬ ବାଳିକା ଓ ୨୮ ବାଳକ ଅଛନ୍ତି। ଉକ୍ତ ସ୍ପେଶାଲ ଡ୍ରାଇଭକୁ ସମସ୍ତ ଜିଲା ଆରକ୍ଷୀ ଅଧିକ୍ଷକଙ୍କ ଉଦ୍ୟମରେ ଓ ରାଜ୍ୟ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖାର ତତ୍ତ୍ୱାବଧାନରେ କରାଯାଇଛି। ସମଗ୍ର ରାଜ୍ୟରେ ଭଦ୍ରକ ଜିଲା ପୋଲିସ ସର୍ବମୋଟ ୬୫ ନିଖୋଜ ଶିଶୁଙ୍କୁ ଉଦ୍ଧାର କରି ସର୍ବୋତ୍କୃଷ୍ଟ ଜିଲାର ମାନ୍ୟତା ହାସଲ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?