୩ଦିନ ହେଲା ନିଖୋଜ ଥିଲେ: ମିଳିଲା ମୃତଦେହ

କେନ୍ଦୁଝର,୧୩ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବଂଶପାଳ ବ୍ଲକ ଅନ୍ତର୍ଗତ ଛାମୁଣ୍ଡା ନଦୀରେ ବୁଡି ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସଦର ଥାନା ଅନ୍ତର୍ଗତ ଖଜୁରୀମୁଣ୍ତି ଗ୍ରାମର ଧରଣୀଧର ପ୍ରଧାନ(୫୫)।

ମିଳିଥିବା ସୂଚନା ମୁତାବକଳ ଧରଣୀଧର ଗୁରୁବାର ଅପରାହ୍ନରେ ନିକଟସ୍ଥ ଛାମୁଣ୍ତା ନାଳକୁ ଶୌଚ ହେବାକୁ ଯାଇଥିଲେ। ହେଲେ ଧରଣୀଧର ଘରକୁ ନ ଫେରିବାରୁ ପରିବାର ଲୋକେ ତାଙ୍କୁ ଖୋଜାଖୋଜି କରି ଥିଲେ। ହେଲେ ତାଙ୍କର କୌଣସି ପତ୍ତା ପାଇ ପରିବାର ଲୋକେ ଚିନ୍ତିତ ଥିଲେ।

ଘଟଣାର ୩ ଦିନ ପରେ ଶନିବାର ନଦୀରେ ମୃତଦେହ ଭାସୁଥିବା ସ୍ଥାନୀୟ ଲୋକେ ଦେଖିବାକୁ ଯାଇଥିଲେ। ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ କର୍ମଚାରୀ ପହଞ୍ଚି ଧରଣୀଧରଙ୍କ ମୃତଦେହ ଉଦ୍ଧାର କରିଥିଲେ। ସଦର ଥାନା ଏସ୍‌ଆଇ ସ୍ବରୂପ ରଞ୍ଜନ ନାୟକ ଏକ ଅପମୃତ୍ୟୁ ମାମଲା(ନଂ.୭୭/୨୫) ରୁଜୁ କରି ଦଦନ୍ତ କରିଥିଲେ। କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ଗସ୍ତ ପୂର୍ବରୁ ଆୟର୍ଲାଣ୍ଡରେ ଟି୨୦ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୯ା୩: ବିଶ୍ୱ ଚାମ୍ପିୟନ ଭାରତ, ଇଂଲଣ୍ଡରେ ଧଳା ବଲ ସିରିଜ୍‌ ଖେଳିବା ପୂର୍ବରୁ ଆସନ୍ତା ଜୁନରେ ଆୟର୍ଲାଣ୍ଡ ବିପକ୍ଷରେ ଏକ ଟି୨୦ ସିରିଜ୍‌ ଖେଳିବ। ଆୟର୍ଲାଣ୍ଡର ଡାଇରେକ୍ଟର…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଗୋଟିଏ ଦିନରେ IPLରୁ ୩ ବଡ଼ ଖେଳାଳି ବାହାର, ଲିଗ୍‌ ଆରମ୍ଭ ପୂର୍ବରୁ ହଇଚଇ

ନୂଆଦିଲ୍ଲୀ, ୧୯।୩: ଆଇପିଏଲ୍‌ର ନୂଆ ସିଜନ ଆରମ୍ଭ ହେବାକୁ ଆଉ ମାତ୍ର କିଛି ଦିନ ବାକି ଥିବା ବେଳେ ଏକାଧିକ ଫ୍ରାଞ୍ଚାଇଜ ପାଇଁ ଅଡୁଆ ବଢ଼ିବାରେ ଲାଗିଛି।…

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ପୁଣି ୮୮୦୦ ଶସ୍ତା ହେଲା ସୁନା,ରୂପା ବି ୨୫,୫୦୦ ଖସିଲା; ମୁଣ୍ଡରେ ହାତ ଦେଲେଣି ନିବେଶକ,ଆଗକୁ…

ନୂଆଦିଲ୍ଲୀ, ୧୯।୩: ଗୁରୁବାର ସାରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ସୁନା ଓ ରୁପା ଦରରେ ଜୋରଦାର ହ୍ରାସ ପରିଲକ୍ଷିତ ହୋଇଛି। ମଧ୍ୟ-ପ୍ରାଚ୍ୟରେ ଉତ୍ତେଜନା ଲାଗି…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri