Posted inଜାତୀୟ

ସ୍କୁଲରେ ଲଗାତାର ଅନୁପସ୍ଥିତ ରହିଲେ ହେବେ ଡ୍ରପ ଆଉଟ, ସରକାର ଦେଖିବେ ଆଟେଣ୍ଡାନ୍ସ ରିପୋର୍ଟ

ରାଞ୍ଚି,୩୦।୧୧: ଆପଣଙ୍କ ପିଲା ସ୍କୁଲକୁ ପ୍ରତିଦିନ ଯାଉ ନାହାନ୍ତି କି? ସପ୍ତାହକ ମଧ୍ୟରେ ଲଗାତାର ଛୁଟି ନେଉଛନ୍ତି। ଏନେଇ ନିୟମ କଡାକଡି କରିଛନ୍ତି ସରକାର। ମାସକରେ ଲଗାତାର ଛୁଟି ନେଉଥିବା ଛାତ୍ରୀଛାତ୍ରଙ୍କୁ ସ୍କୁଲରୁ ଡପ୍ରଆଉଟ୍‌ କରାଯିବ। ଏପରି ନିୟମ ଆଣିଛନ୍ତି ଝାଡଖଣ୍ଡ ସରକାର। ରାଜ୍ୟର ସରକାରୀ ସ୍କୁଲର ଶିକ୍ଷକ ଘର ଘର ବୁଲି ହାଉସ ହୋଲ୍ଡ ସର୍ଭେ କରିବେ। ହାଉସ ହୋଲ୍ଡ ଜରିଆରେ ଶିଶୁମାନଙ୍କର ଏକ ତାଲିକା ପ୍ରସ୍ତୁତ କରିବେ। ଏଥିରେ ପିଲାଙ୍କର ଉପସ୍ଥିତ, ଅନୁପସ୍ଥିତ, ନିୟମିତ ଓ ଅନିୟମିତର ରିପୋର୍ଟ ପ୍ରସ୍ତୁତ ହେବ।
ମାସକରେ ୮୫ଶତକଡାରୁ ଅଧିକ ଉପସ୍ଥିତ ରହିଲେ ଛାତ୍ରଛାତ୍ର ନିୟମିତ ତାଲିକାରେ ରହିବେ। ଯେତେବେଳେ କି ମାସକରେ ୩ଦିନ ଲଗାତାର ନେଲେ ଅନିୟମିତ ଲିଷ୍ଟରେ ସ୍ଥାନ ପାଇବେ। ଏହା ବ୍ୟତୀତ ଯେଉଁ ଛାତ୍ରୀଛାତ୍ର ସ୍କୁଲକୁ କେବେ ଆସୁ ନାହାନ୍ତି ସେମାନଙ୍କ ସ୍କୁଲରୁ ନାଁ କଟିଯିବ। ଏପରି ତାଲିକା ପ୍ରସ୍ତୁତ କରିବାକୁ ସ୍କୁଲ ଶିକ୍ଷା ଓ ସାକ୍ଷରତା ବିଭାବ ସଚିବ କେ. ରବି କୁମାର ରାଜ୍ୟର ସବୁ ଜିଲାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

ସାରା ଦିନ ସମ୍ମିଳନୀରେ ବ୍ୟସ୍ତ ଥିଲେ ସି ଜିନପିଙ୍ଗ, ହେଲେ କାହିଁକି BRICSର ଭବ୍ୟ ଭୋଜିରେ ଯୋଗ ଦେଲେ ନାହିଁ? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୧୩।୯: BRICS ସମ୍ମିଳନୀରେ ଯୋଗ ଦେଇଥିବା ବିଭିନ୍ନ ଦେଶର ରାଷ୍ଟ୍ରମୁଖ୍ୟ ଏବଂ ବିଶିଷ୍ଟ ଅତିଥିମାନଙ୍କ ପାଇଁ ଶନିବାର ରାତିରେ ରାଜଧାନୀ ନୂଆଦିଲ୍ଲୀସ୍ଥିତ ‘ଭାରତ ମଣ୍ଡପମ’ରେ ଏକ ଅତ୍ୟନ୍ତ…

ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…

ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?