ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର ହେଲା

ପାଟଣା,୨୩ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ତେଣ୍ଡେରା ରାସ୍ତାର କରଞ୍ଜିଆପଡ଼ା ରିଜର୍ଭ ଫରେଷ୍ଟ ଶାଳ ଜଙ୍ଗଲ ମଧ୍ୟରୁ ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କ ମୃତଦେହ ରବିବାର ସକାଳେ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ତେଣ୍ଡେରା ପଞ୍ଚାୟତ ନୂଆଗାଁର ଗୋବିନ୍ଦ ପଇଦା।
ପରିବାର ଲୋକଙ୍କ ସୂଚନା ଅନୁଯାୟୀ, ଗୋବିନ୍ଦ ଶନିବାର ସନ୍ଧ୍ୟାରୁ ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ। ତାଙ୍କୁ କେହି ଦୁର୍ବୃତ୍ତ ମାରିଦେଇ ଜଙ୍ଗଲରେ ଫିଙ୍ଗି ଦେଇ ଥିବାର ଅଭିଯୋଗ କରିଛନ୍ତି ପରିବାର ଲୋକେ। ସାଇଣ୍ଟିଫିକ୍‌ ଟିମ୍‌ ଓ ସନ୍ଧାନୀ କୁକୁର ଅଣାଇ ତଦନ୍ତ କରାଇବା ପାଇଁ ସେମାନେ ଦାବି କରିଛନ୍ତି। ଘଟଣାସ୍ଥଳରେ ପାଟଣା ପୋଲିସ ପକ୍ଷରୁ ଥାନାଧିକାରୀ ସୋମନାଥ ଜେନା ଓ ଏସ୍‌ଆଇ ଶଙ୍କର ଅଲଦା ପହଞ୍ଚି ତଦନ୍ତ ଜାରି ରଲହିଛନ୍ତି। ସାଇଣ୍ଟିଫିକ ଟିମ୍‌ ପହଞ୍ଚିବା ପରେ ତଦନ୍ତ ତ୍ୱରାନ୍ବିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦିବ୍ୟାଙ୍ଗ ପୁଷ୍ପାଞ୍ଜଳିକେ ଘାରୁଛେ ପାଠ୍‌ପଢ଼ା ଚିନ୍‌ତା:ସ୍କୁଲ ଯିବାରେ ଭଂଗା ଟ୍ରାଇସାଇକେଲ ବାଧକ୍‌

ଲୋଇସିଂହା,୧୨।୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ସଦରର ପୁଷ୍ପାଞ୍ଜଳି ବେହେରା(୧୬)। ସେ ଜନ୍‌ମୁ ଦିବ୍ୟାଙ୍ଗ, ଚାଲବୁଲ କରି ନାଇଁପାରବାର। ଏହେଦେ ସେ ଥାନୀୟ ବାଳିକା ହାଇସ୍କୁଲରେ ନବମ...

ଲକ୍‌ଡାଉନ୍‌ ମାନୁନାହାନ୍ତି ଲୋକେ, ସାଧାରଣରେ ଅସନ୍ତୋଷ

ଦାରିଙ୍ଗବାଡ଼ି,୩ା୪(ଡି.ଏନ୍‌.ଏ.): କରୋନା ସଂକ୍ରମଣ ପ୍ରତିହତ ପାଇଁ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିପାଇଁ ବାହାର ରାଜ୍ୟରୁ ଫେରିଥିବା ବ୍ୟକ୍ତିବିଶେଷଙ୍କୁ ନିଜ ଘରେ ସଙ୍ଗରୋଧ ହୋଇ ରହିବାକୁ...

ଟାର୍ଗେଟ ଶେଷ: ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ

ବିଜେପୁର,୧୬।୧(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକରେ ଖରିଫ ଧାନ ବିକ୍ରିରେ ଚାଷୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଟୋକନ ପାଇ ଚାଷୀ ବିକ୍ରି...

ପୋଲିସ ମାଡ଼ରେ ଯୁବକଙ୍କ ଆଖିରୁ ବୋହିଲା ରକ୍ତ

ବାରିପଦା ଅଫିସ,୨୯। ୧୦: ପୋଲିସ ମାଡ଼ରେ ଯୁବକଙ୍କ ଆଖିରୁ ବୋହୁଛି ରକ୍ତ, ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାରିପଦା ସହର ୨୫ ନଂ. ଓ୍ବାର୍ଡର...

ଚଣ୍ଡିଖୋଲରେ ହେବ ଦେଶର ବଡ଼ ତୈଳଭଣ୍ଡାର

ଭୁବନେଶ୍ୱର,୬।୪(ବ୍ୟୁରୋ): ଯାଜପୁର ଜିଲା ଚଣ୍ଡିଖୋଲଠାରେ ତିଆରି ହେବ ଦେଶର ସବୁଠୁ ବଡ଼ ତୈଳ ଭଣ୍ଡାର। ଇଣ୍ଡିଆନ ଅଏଲର ଏହି ଷ୍ଟ୍ରାଟେଜିକ୍‌ ପେଟ୍ରୋଲିୟମ୍‌ ରିଜର୍ଭୟରରେ ଅଶୋଧିତ ତୈଳ...

ଅସୁସ୍ଥ ହାତୀର ସ୍ବାସ୍ଥ୍ୟରେ ଉନ୍ନତି

ନରାଜ,୨୮।୯(ଡି.ଏନ୍‌.ଏ.): ଚନ୍ଦକା-ଡମପଡ଼ା ଅଭୟାରଣ୍ୟ ବାଅଁ।ରାଠାରେ ଗୁରୁବାରଠାରୁ ଏକ ମାଈ ହାତୀ ଅସୁସ୍ଥ ହୋଇପଡ଼ିଥିଲା। ଚିକିତ୍ସକ ଓ ବନ ବିଭାଗ ରାତିତମାମ ଜଗରହି ଚିକିତ୍ସା କରିବାରୁ ଶୁକ୍ରବାର...

କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ଅଭିଯୁକ୍ତ ଗିରଫ

ଠାକୁରମୁଣ୍ଡା,୧୭।୮(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲ୍ଲକ ଅଞ୍ଚଳର ଜଣେ କଲେଜ ଛାତ୍ରୀଙ୍କୁ ବଳାତ୍କାର କରି ଗଳା କାଟି ହତ୍ୟା ଘଟଣାରେ ମହୁଲଡିହା ଥାନା ପୋଲିସ ଅଭିଯୁକ୍ତଙ୍କୁ...

ମହାପ୍ରଭୁଙ୍କ ଟଙ୍କାରେ ମଉଜ

ପୁରୀ ଅଫିସ, ୮।୩: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ(ଆର୍‌ବିଆଇ) ୟେସ୍‌ ବ୍ୟାଙ୍କ କାରବାର ଉପରେ ଜାରି କରିଛି କଟକଣା। ଏହି ବ୍ୟାଙ୍କର ଦୁର୍ବଳ ଆର୍ଥତ୍କ ସ୍ଥିତି...

Advertisement


Archives

Model This Week