କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକାଙ୍କୁ ଅପହରଣ କରିନେଇଥିଲେ ବୃଦ୍ଧ, ଏଇଠୁ ମିଳିଲା ପତ୍ତା

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ଉଦ୍ଧାର ହେଲେ ୭ ବର୍ଷୀୟା ନାବାଳିକା । ଗତ ଦୁଇ ଦିନ ପୂର୍ବରୁ କଟକ ଶିଖରପୁର ନିକଟସ୍ଥ ରେଳ ଷ୍ଟେଶନ ନିକଟରୁ ଅପହରଣ ହୋଇଥିଲେ । ତେବେ ଜଣେ ବୃଦ୍ଧ ନାବାଳିକାଙ୍କୁ ଅପହରଣ କରିବା ନେଇ ଅଭିଯୋଗ ହୋଇଥିଲା ।  କଟକ କମିଶନରେଟ ପୋଲିସର ୧୦ଟି ଟିମ୍ ବିଭିନ୍ନ ସ୍ଥାନରେ ଚଢ଼ାଉ କରିଥିଲେ । କଟକ ବାଲିକୁଦ ଅଞ୍ଚଳରୁ CWC ର ଟିମ ଏବଂ ପୋଲିସର ମିଳିତ ପ୍ରୟାସରେ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି । ନବାଳିକାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସୁସ୍ଥ ରହିଥିବା CWC ଅଧ୍ୟକ୍ଷ କହିଛନ୍ତି ।

ନବାଳିକାଙ୍କୁ ଉଦ୍ଧର କରିବା ପରେ ତାଙ୍କ ପରିବାର ଲୋକଙ୍କୁ ଖବର ଦିଆଯାଇଛି । ପୋଲିସ CWCକୁ ହସ୍ତାନ୍ତର କରିବା ପରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇ ପରିବାରକୁ ହସ୍ତାନ୍ତର କରାଯିବ ବୋଲି CWC ଅଧ୍ୟକ୍ଷ ମାନସ ରଞ୍ଜନ ବିଶ୍ୱାଳ କହିଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ସ୍ରୋତରେ ଭାସିଗଲେ: ଜଣେ ଉଦ୍ଧାର, ଜଣେ ନିଖୋଜ

ପଟ୍ଟାମୁଣ୍ଡାଇ୩୧।୮(କଳ୍ପତରୁ ନାୟକ): କେନ୍ଦ୍ରପଡ଼ା ପଟ୍ଟାମୁଣ୍ଡାଇ ବ୍ଲକ ପେଣ୍ଠପାଳ ପଞ୍ଚାୟତ କୋଳଥିଆ ବ୍ରାହ୍ମଣ ସାହି ଘୋଷରା ନିକଟ ଘାଇରେ ଘଟିଛି ଏକ ଦୁଃଖଦ ଘଟଣା। ବନ୍ୟା ସ୍ରୋତରେ ଦୁଇଜଣ…

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ଦୌଡୁଛି ଭାରତୀୟ ଅର୍ଥନୀତି: ପ୍ରଥମ ତ୍ରୈମାସିକରେ GDP ଅଭିବୃଦ୍ଧି ଆଶ୍ଚର୍ଯ୍ୟଜନକ

ନୂଆଦିଲ୍ଲୀ,୩୧।୮: ଆମେରିକା-ଇରାନ ବିବାଦରୁ ସୃଷ୍ଟି ହୋଇଥିବା ବିଶ୍ୱ ଉତ୍ତେଜନା ମଧ୍ୟରେ ଭାରତୀୟ ଅର୍ଥନୀତି ପ୍ରଭାବଶାଳୀ ପ୍ରଦର୍ଶନ କରିଛି। ୨୦୨୭ ଆର୍ଥିକ ବର୍ଷର ପ୍ରଥମ ତ୍ରୈମାସିକରେ ଭାରତର GDP…

ବ୍ରେକଅପ୍‌ ପରେ ଭାଙ୍ଗିପଡ଼ିଥିଲେ ବିଜୟ, ସମ୍ଭାଳିଥିଲେ ରଶ୍ମିକା! ଚମକାଇଲା ଅଭିନେତାଙ୍କ ବଡ଼ ଖୁଲାସା

ମୁମ୍ବାଇ: ତେଲୁଗୁ ସିନେମାର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଏକ ଇଭେଣ୍ଟରେ ନିଜ ବ୍ୟକ୍ତିଗତ ଜୀବନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅନେକ…

ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି।…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri