ମାସ୍କ ଚେକିଂ ବେଳେ ଧରାପଡ଼ିଲେ ୨୦ ବର୍ଷ ତଳର ହତ୍ୟାକାରୀ

ଓ୍ବାର୍ସ,୫।୧: ମାସ୍କ ନ ପିନ୍ଧିଥିବାରୁ ଜଣେ ବ୍ୟକ୍ତିଙ୍କୁ ପଚରାଉଚରା କରାଯିବା ପରେ ୨୦ ବର୍ଷ ତଳର ଏକ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଏଭଳି ଘଟଣା ଘଟିଛି ପୋଲାଣ୍ଡର ଓ୍ବାର୍ସ ସହରରେ।

ବେଇଲାନି ଅଞ୍ଚଳରେ ମାସ୍କ ପିନ୍ଧି ନ ଥିବାରୁ ଜଣେ ବ୍ୟକ୍ତିଙ୍କୁ ପଚରାଉଚରା କରାଯାଇଥିଲା। ୪୫ ବର୍ଷୀୟ ଏହି ବ୍ୟକ୍ତି ଦୁଇ ଦଶନ୍ଧି ତଳେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଖସି ପଳାଇ ଥିଲେ। ତାଙ୍କୁ ୨୫ ବର୍ଷର ଜେଲଦଣ୍ଡରେ ଦଣ୍ଡିତ କରାଯାଇଥିବା ଓ୍ବାର୍ସ ପୋଲିସ ପ୍ରବକ୍ତା ଏଲଓ୍ବିରା କୋଜଲଓ୍ବସ୍କ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିବ ଭଲ ଦିନ, ପ୍ରତି ପରିବାରର ଜଣେ ସଦସ୍ୟଙ୍କୁ ମିଳିବ ଚାକିରି

ଲକ୍ଷ୍ନୌ,୨୧।୬: ଉତ୍ତରପ୍ରଦେଶରେ ପୁଣି ଥରେ ପରିବାର କାର୍ଡକୁ ନେଇ ସରକାର କଡା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜେ ପରିବାର କାର୍ଡ ସମ୍ପର୍କରେ...

ଛତା ଧରି ଯୋଗ କଲେ ଜାପାନବାସୀ

ଟୋକିଓ,୨୧।୬: ଶୁକ୍ରବାର ଯୋଗ ଦିବସ ସାରା ବିଶ୍ୱରେ ପାଳନ କରାଯାଉଛି। ଯୋଗ କରୁଥିବା ଲୋକଙ୍କ ଫଟୋ କ୍ରମାଗତ ଭାବରେ ସୋସିଆଲ ମିଡିଆରେ ଦେଖାଯାଉଛି। ଜାପାନର ଭାରତୀୟ...

ଆତଙ୍କବାଦକୁ ନେଇ ଚିନ୍ତାରେ ପାକିସ୍ତାନ

ଇସଲାମାବାଦ,୨୧।୬: ଆତଙ୍କବାଦୀଙ୍କୁ ଆଶ୍ରୟ ଦେଇଥିବା ପାକିସ୍ତାନ ଆଜିକାଲି ନିଜେ ଅସୁବିଧାରେ ପଡିଛି। ବର୍ତ୍ତମାନ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ ଆଇନ ପ୍ରଣୟନକାରୀ ସଂସ୍ଥାଗୁଡ଼ିକର ଦକ୍ଷତା ବୃଦ୍ଧି...

ପାକିସ୍ତାନକୁ ପୁଣି ମୁହଁତୋଡ ଜବାବ ଦେଲା ଭାରତ

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୧।୬: ଋଣ ଜାଲରେ ପଡ଼ି ଚାଇନା ନିର୍ଦ୍ଦେଶରେ କାର୍ଯ୍ୟ କରୁଥିବା ପାକିସ୍ତାନ ମିଳିତ ଜାତିସଂଘରେ କଶ୍ମୀର ପ୍ରସଙ୍ଗକୁ କ୍ରମାଗତ ଭାବେ ଉଠାଉଛି। କିନ୍ତୁ ଭାରତୀୟ କର୍ତ୍ତୃପକ୍ଷ...

୫ ହଜାର ଟଙ୍କାରେ ମିଳୁଥିଲା ୟୁଜିସି ନେଟ୍‌ ପ୍ରଶ୍ନପତ୍ର

ନୂଆଦିଲ୍ଲୀ,୨୧।୦୬: ନିଟ୍‌ ପ୍ରଶ୍ନପତ୍ର ଲିକ୍‌କୁ ନେଇ ଦେଶରେ ଚର୍ଚ୍ଚା ଜୋର ଧରିଥିବା ବେଳେ ୟୁଜିସି ନେଟ୍‌ ପ୍ରଶ୍ନ ପତ୍ର ଲିକ୍‌ ହୋଇଛି । ଯାହାକୁ ନେଇ...

ସରକାରଙ୍କ ବଡ଼ ନିଷ୍ପତ୍ତି, ମହିଳାଙ୍କୁ ପ୍ରତି ମାସରେ ମିଳିବ ୧ ହଜାର ଟଙ୍କା

ରାଞ୍ଚି,୨୧।୦୬: ମହିଳାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ଝାଡ଼ଖଣ୍ଡ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ଝାଡ଼ଖଣ୍ଡର ମହିଳାମାନଙ୍କ ଆକାଉଣ୍ଟକୁ ପ୍ରତି ମାସରେ...

ଭାଜପାର ବଢିଲା ଟେନ୍‌ସନ୍‌: ମେଣ୍ଟରେ ଫାଟ!

ପୁଣେ,୨୧।୮: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ଏନଡିଏ ନେତୃତ୍ୱାଧୀନ ମହାୟୁଟି ମିଳିତ ମେଣ୍ଟରେ କିଛି ଠିକ ମନେ ହେଉନାହିଁ। ଆସନ ବଣ୍ଟନ ସଂପର୍କରେ ଲଢେଇ ଆରମ୍ଭ...

ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂକମ୍ପ

ଜାକର୍ତ୍ତା,୨୧।୬: ଶୁକ୍ରବାର ଇଣ୍ଡୋନେସିଆରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଶୁକ୍ରବାର ସକାଳେ ପୂର୍ବ ଉଚ୍ଚଭୂମିରେ ଥିବା ପାପୁଆ ପ୍ରଦେଶରେ ୫.୭ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri