ନିଖୋଜ ହୋଇଯାଇଥିଲେ ୨୦ ବର୍ଷୀୟା ଯୁବତୀ, ଉଦ୍ଧାର କରି ମା’ଙ୍କୁ ହସ୍ତାନ୍ତର କଲା ପୋଲିସ

ଦିଗପହଣ୍ଡି,୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ଅଞ୍ଚଳର ଜଣେ ୨୦ ବର୍ଷୀୟା ଯୁବତୀ ସୋମବାର ଭୋରରୁ ଘରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କ ସନ୍ଧାନ ମିଳି ନ ଥିଲା। ଯୁବତୀଙ୍କ ମା’ ଏନେଇ କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏଏସଆଇ ସୁବାସ ଚନ୍ଦ୍ର ବାୟକଙ୍କୁ ସାକ୍ଷାତ କରି ଏତଲା ଦେଇଥିଲେ। ଥାନା ଆଇଆଇସି ବିଶ୍ୱଜିତ୍ ନାୟକ ଥାନା ଏମଏମଆର ନଂ.୧୪/୨୬ ଅନୁଯାୟୀ ନିଖୋଜ ମାମଲା ରୁଜୁ କରି ତଦନ୍ତ ନିମନ୍ତେ ଫାଣ୍ଡି ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଫାଣ୍ଡି ଅଧିକାରୀ ସଦଳବଳେ ବିଭିନ୍ନ ସନ୍ଦିଗ୍ଧ ଅଞ୍ଚଳରେ ଚଢାଉ କରି ଯୁବତୀଙ୍କୁ ଉଦ୍ଧାର କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ଯୁବତୀଙ୍କୁ ତାଙ୍କ ମା’ଙ୍କୁ ହସ୍ତାନ୍ତର କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

ରିଷିଡ଼ା କନ୍ଧପଡ଼ାରେ ମରଣଯନ୍ତା ସାଜିଛି ବିପଦପୂର୍ଣ୍ଣ ଟ୍ରାନ୍ସଫର୍ମର, ମରାମତି ନହେଲେ ଆନ୍ଦୋଳନ…

ରିଷିଡ଼ା,୨୧ା୯(ସୁଶାନ୍ତ ମଲ୍ଲିକ): ବିପଦ ସଙ୍କୁଳ ଅବସ୍ଥାରେ ଝୁଲୁଛି ମୃତ୍ୟୁର ଫାଶ । ତାର ଗୁଡ଼ିକ ତଳକୁ ଲମ୍ବିଛି, ହେଲେ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଉ…

ଶଙ୍ଖଭବନରୁ ଆସିଲା ଖୁସି ଖବର, ପୌର ନିର୍ବାଚନ ପୂର୍ବରୁ ଈଶ୍ୱର-ପୂର୍ଣ୍ଣଙ୍କୁ ମିଳିଲା ଗୁଡ଼ାରିର ବଡ଼ ଦାୟିତ୍ୱ

ଗୁଡ଼ାରି,୨୧ା୯(ପ୍ରମୋଦ କୁମାର ପତି): ଶଙ୍ଖଭବନରୁ ଆସିଲା ଖୁସି ଖବର। ବିଜୁ ଜନତା ଦଳର ଗୁଡ଼ାରି ନଗର କମିଟି ସଭାପତି ଭାବେ ବିଜେଡି ନେତା ଈଶ୍ୱର ପାଣିଗ୍ରାହୀଙ୍କୁ ଦଳ…

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?