Posted inକଟକ

ମାଛ ଧରିବାକୁ ଯାଇ ନିଖୋଜ ଯୁବକ: ଚାଲିଛି ଖୋଜା

ନିଶ୍ଚିନ୍ତକୋଇଲି,୧୩।୯(ସ୍ବପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ପଟନାଲିରେ ଭାସି ଜଣେ ଯୁବକ ନିଖୋଜ ଅଛନ୍ତି। ସେ ହେଲେ ନତକାଇ ପଞ୍ଚାୟତ ଏକୁରିଖ ଗ୍ରାମର ସଞ୍ଜୟ ରାଉତ (୪୧)।

ସଞ୍ଜୟ ମାଛ ଧରିବା ପାଇଁ ଗ୍ରାମର ତ୍ରିନାଥ ମନ୍ଦିର ନିକଟରେ ଥିବା ଏକ କଢ଼ା ନାଳରେ ଜାଲ ପକାଉଥିଲା ବେଳେ ପ୍ରଖର ଜଳସ୍ରୋତରେ ଭାସିଯାଇଥିଲେ। ଏହାଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ କର୍ମଚାରୀଙ୍କୁ ସୂଚନା ଦେଇଥିଲେ। କର୍ମଚାରୀମାନେ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି। ଏଯାବତ୍‌ ତାଙ୍କର କୌଣସି ପତ୍ତା ମିଳି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inକଟକ View All

ମାଳ ବିହାରିପୁର କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ବାଙ୍କୀ,୨୦୬(ସ୍ବ.ପ୍ର.): ବାଙ୍କୀ ବ୍ଲକ କଦଳିବାଡି ପଞ୍ଚାୟତର ଅନ୍ତର୍ଗତ ମାଳବିହାରିପୁରରୁ ୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସରପଞ୍ଚ ପ୍ରକାଶ କୁମାର ବେହେରା ଶନିବାରଠାରୁ...

ସୌନ୍ଦର୍ଯ୍ୟକରଣ ହେବ କଟକ ରିଂବନ୍ଧ ରାସ୍ତା

କଟକ ଅଫିସ,୪ା୧୧: କଟକ ମହାନଗର ନିଗମ (ସିଏମ୍‌ସି) ତତ୍ତ୍ବାବଧାନରେ ସହରର ରିଂବନ୍ଧ ରାସ୍ତା ସୌନ୍ଦର୍ଯ୍ୟକରଣ କରାଯିବ। ଏଥିପାଇଁ ମେୟର ସୁବାସ ସିଂ ଓ ସିଏମ୍‌ସି କମିଶନର...

ମୌଳିକ ସୁବିଧାରୁ ବଞ୍ଚିତ ନଗଡ଼ା ତୁମୁଣି ଆଦିବାସୀ

କଟକ,୨୮।୬ (କାର୍ତ୍ତିକ ସାହୁ): ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ ନଗଡ଼ା ନିକଟ ତୁମୁଣି ଅଞ୍ଚଳର ଆଦିବାସୀଙ୍କୁ ସ୍ବାସ୍ଥ୍ୟସେବା, ଶିକ୍ଷା ଓ ଜଳଯୋଗାଣ ଆଦି ମୌଳିକ...

ଅଗଷ୍ଟ ୨୧ରେ ଏଏସ୍‌ଓ ଲିଖିତ ପରୀକ୍ଷା

କଟକ ଅଫିସ,୨୩ା୬- ଆସନ୍ତା ଅଗଷ୍ଟ ୨୧ ତାରିଖରେ ଆସିଷ୍ଟାଣ୍ଟ ସେକ୍ସନ ଅଫିସର(ଏଏସ୍‌ଓ) ଲିଖିତ ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ...

ଇନ୍‌ଷ୍ଟାଗ୍ରାମରେ ଖଣ୍ଡା ବୁଲାଇବା ଭିଡିଓ କରି ଫସିଲେ ଯୁବତୀ

କଟକ ଅଫିସ,୧୧ା୧୧: କଟକ ମାଲଗୋଦାମ ଥାନା ଅଞ୍ଚଳରେ ଜଣେ ଯୁବତୀ ସୋସିଆଲ ମିଡିଆରେ ଭିଡିଓ କରିବା ପାଇଁ ଏକ ଖଣ୍ଡା ବୁଲାଇ ଶେଷରେ ଫସିଛନ୍ତି। ଏହି...

ଓଡ଼ିଶା ଆସିବେ ଜଗା-କାଳିଆ: ଦିଲ୍ଲୀ ଗଲେ ଦୁଇ ଡାକ୍ତର

କଟକ ଅଫିସ,୫।୯: ଓଡ଼ିଶା ଆସିବେ ଜଗା-କାଳିଆ। ଅପରେଶନ ମାଧ୍ୟମରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଦିଲ୍ଲୀ ଏମ୍ସରୁ ସ୍ଥାନାନ୍ତର ହେବେ। ସେମାନଙ୍କୁ ଆଣିବା...

ଡିଏମ୍‌ଡି ଆକ୍ରାନ୍ତଙ୍କ ଚିକିତ୍ସା ଖର୍ଚ୍ଚ ସରକାର ବହନ କରନ୍ତୁ

କଟକ ଅଫିସ,୯ା୧: ଡୁଚେନ ମସ୍‌କୁଲାର ଡିସ୍‌ଟ୍ରୋପି (ଡିଏମ୍‌ଡି) ରୋଗରେ ପୀଡ଼ିତ ଥିବା ଶିଶୁଙ୍କ ଚିକିତ୍ସା ପାଇଁ ସରକାର ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେମାନଙ୍କ...

୭ ଦିନରେ ପ୍ରସ୍ତୁତ ହେବ କଟକଚଣ୍ଡୀ ମନ୍ଦିରର ଉନ୍ନତୀକରଣ ନକ୍ସା

କଟକ ଅଫିସ,୨୨ା୪: କଟକଚଣ୍ଡୀ ମନ୍ଦିରର ଉନ୍ନତୀକରଣ ପାଇଁ ଆସନ୍ତା ୭ ଦିନ ମଧ୍ୟରେ ଏକ ନକ୍ସା ପ୍ରସ୍ତୁତ ହେବ। ପରେ ଏହାକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପାଇଁ...

Advertisement
Archives

Model This Week