Posted inଜାତୀୟ

ମିଶନ ୨୦୨୪: ବିଧାନସଭା ଫର୍ମୁଲାରେ ଭାଜପା, ସିନିୟର ନେତାଙ୍କୁ ଲୋକ ସଭା ନିର୍ବାଚନରେ ପ୍ରାର୍ଥୀ କରିବାକୁ ପ୍ରସ୍ତୁତି

ନୂଆଦିଲ୍ଲୀ,୬।୧: ଲୋକ ସଭା ନିର୍ବାଚନ ହେବାର ୬ମାସରୁ କମ ସମୟ ରହିଛି। ଏଭଳି ପରିସ୍ଥିତିରେ ଭାଜପା ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ରଣନୀତି ପ୍ରସ୍ତୁତ କରିବା ଆରମ୍ଭ କରିଛି। ଏଥିରେ ଦଳର ବରିଷ୍ଠ ନେତାମାନଙ୍କୁ ମଇଦାନକୁ ଓହ୍ଲାଇବାକୁ ଭାଜପା ପ୍ରସ୍ତୁତ ହେଉଛି। ଏହି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀଙ୍କ ତାଲିକାରେ କେନ୍ଦ୍ରରେ ମନ୍ତ୍ରୀ ଥିବା ଅନେକ ରାଜ୍ୟ ସଭା ଏପିମାନଙ୍କ ନାମ ମଧ୍ୟ ରହିବ।

ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଭାଜପା ବରିଷ୍ଠ ନେତାମାନଙ୍କୁ ବିଶେଷ କରି ରାଜ୍ୟ ସଭାରେ ତୃତୀୟ ଥର କାର୍ଯ୍ୟ କରୁଥିବା ଲୋକଙ୍କୁ କହିଛନ୍ତି। ଯାହାଫଳରେ ସେମାନେ ସଂସଦରେ ସେମାନଙ୍କର ସ୍ଥାନ ନିଶ୍ଚିତ କରିପାରିବେ। ଏଥିମଧ୍ୟରେ ସେହି ନେତାମାନେ ମଧ୍ୟ ଅଛନ୍ତି ଯେଉଁମାନେ ମୋଦି ସରକାରରେ କ୍ୟାବିନେଟ ମନ୍ତ୍ରୀ ଅଟନ୍ତି। ଇଣ୍ଡିଆନ ଏକ୍ସପ୍ରେସ ରିପୋର୍ଟ ସୂତ୍ରରୁ ପ୍ରକାଶ ଯେ, ଏପରି ନେତାମାନଙ୍କୁ ନିଜ ପସନ୍ଦର ଆସନ ବାଛିବା ପାଇଁ ସ୍ବାଧୀନତା ଦିଆଯାଇଛି। ଦଳ ସହ ଜଡିତ ଏକ ସୂତ୍ରରୁ ପ୍ରକାଶ ଯେ ବୁଧବାର ଦଳର ଜାତୀୟ ନେତୃତ୍ୱଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସାଂଗଠନିକ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଏହି ବୈଠକରେ ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡରେ ୪ଜଣ କେନ୍ଦ୍ର ମନ୍ତ୍ରୀଙ୍କ ସମେତ ୧୮ ଜଣ ଏମପିଙ୍କୁ ଭାଜପା ଦେଇଥିବା ବିଧାନସଭା ନିର୍ବାଚନର ଉଦାହରଣ ଦିଆଯାଇଛି। ସୂଚନାନୁସାରେ, ଭଲ ଫଳାଫଳ ଦେଖିବାକୁ ମିଳିଥିଲା। ସେ କହିଛନ୍ତି, ଦିଲ୍ଲୀରୁ ଅତି କମରେ ଜଣେ ବସିଥିବା କେନ୍ଦ୍ର ମନ୍ତ୍ରୀଙ୍କ ସମେତ ଅତି କମରେ ୨ ଜଣଙ୍କୁ ପ୍ରାର୍ଥୀ କରାଯାଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ଯୁଦ୍ଧ ଭିତରେ ୫୦ବର୍ଷର ରେକର୍ଡ ଭାଙ୍ଗିଲା ସୁନା, ଏତେ ଖସିଲା ଯେ ବିଶେଷଜ୍ଞ ହୋଇଗଲେ ତାଜୁବ!

ନୂଆଦିଲ୍ଲୀ,୨୪।୩: ବିଶ୍ୱ ବଜାରରେ ଚାଲିଥିବା ଅସ୍ଥିରତା ମଧ୍ୟରେ, ସୁନା ମୂଲ୍ୟ ନିବେଶକମାନଙ୍କୁ ଏକ ବଡ଼ ଝଟ୍‌କା ଦେଇଛି। ଗତ 25 ଦିନ ମଧ୍ୟରେ ସୁନା ମୂଲ୍ୟରେ ହ୍ରାସ…

ଯୁଦ୍ଧ ବନ୍ଦ ଘୋଷଣା କରି ଟ୍ରମ୍ପ କମାଉଛନ୍ତି ମୋଟା ଅଙ୍କର ଟଙ୍କା! ଜାଣିଲେ ଉଡିବ ହୋସ୍‌

ଓ଼୍ବାଶିଂଟନ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଟ୍ରମ୍ପ ଇରାନକୁ 48 ଘଣ୍ଟାର ଅଲଟିମେଟମ ଦେଇଥିଲେ: ଶତ୍ରୁତା ବନ୍ଦ କର, ନଚେତ ଆମେରିକା ଇରାନର…

LPG ବୁକିଂ ନେଇ ଆସିଲା ନୂଆ ନିୟମ: ଗୋଟିଏ ମାସରେ କେତେ ଗ୍ୟାସ ସିଲିଣ୍ଡର ହୋଇପାରିବ ବୁକ୍‌, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ପ୍ରତ୍ୟେକ ଘରକୁ ନିରବଚ୍ଛିନ୍ନ ଗ୍ୟାସ ଯୋଗାଣ ସୁନିଶ୍ଚିତ କରିବା ପାଇଁ, ସରକାର କିଛି ନିୟମ ସ୍ଥାପନ କରିଛନ୍ତି। ପ୍ରତ୍ୟେକ…

ଯୁଦ୍ଧ ସଙ୍କଟକୁ ନେଇ ରାଜ୍ୟ ସଭାରେ ଏମିତି କ’ଣ କହିଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୪।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଜ୍ୟ ସଭାରେ ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ଏବଂ ଭାରତର ରଣନୀତିର ବିଭିନ୍ନ ଦିଗ ଉପରେ ଆଲୋଚନା କରିଛନ୍ତି। ପଶ୍ଚିମ…

ଯୁଦ୍ଧ ଭିତରେ ଚାଷୀଙ୍କ ପାଇଁ ବଡ଼ ପଦକ୍ଷେପ ନେଲେ ମୋଦି ସରକାର, ଅଂଶୀଦାର ହେବେ ଚାଇନା, ରୁଷିଆ…

ନୂଆଦିଲ୍ଲୀ,୨୪।୩: ଆମେରିକା ଏବଂ ଇସ୍ରାଏଲ ସହିତ ଇରାନର ଚାଲିଥିବା ଯୁଦ୍ଧ ବିଶ୍ୱର ଅନେକ ଦେଶ ସହିତ ଭାରତକୁ ଏକ କଷ୍ଟକର ପରିସ୍ଥିତିରେ ପକାଇଛି। ପଶ୍ଚିମ ଏସିଆରେ ଦେଖାଦେଇଥିବା…

କଲେଜ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ, ଥାନାରେ ଏତଲା ଦେଲେ ହତ୍ୟା….

ଦିଗପହଣ୍ଡି,୨୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର କଲେଜରେ ଯୁକ୍ତ ୨ ଦ୍ୱିତୀୟ ବର୍ଷ କଳା ବିଭାଗରେ ପଢୁଥିବା ଜଣେ ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri