ମିଶନ କର୍ମଯୋଗୀ, ପ୍ରଶାସନିକ ସେବାକୁ କରିଛି ସୁଦୃଢ଼: ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧୫।୮: ପ୍ରଶାସନିକ ସେବାକୁ ସୁଦୃଢ଼ କରିବା ଲାଗି ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ମିଶନ କର୍ମଯୋଗୀ ଯୋଗୁ ସୁଫଳ ମିଳିପାରିଛି। ଏହି ଜାତୀୟସ୍ତରୀୟ କାର୍ଯ୍ୟକ୍ରମ ଦ୍ୱାରା ସିଭିଲ୍‌ ସର୍ଭିସ୍‌ କାପାସିଟି ବିଲ୍ଡିଂ ସମ୍ଭବ ହୋଇ ପାରିଥିବା ନେଇ ଦେଶର ୭୫ ତମ ସ୍ବାଧୀନତା ଦିବସ ଅବସରରେ ଲାଲ୍‌ କିଲ୍ଲାରେ ଜାତୀୟ ପତାକା ଉତ୍ତୋଳନ କରି ପ୍ରଧାନମନ୍ତ୍ରୀ ମୋଦି ଏଭଳି କହିଛନ୍ତି। ଏହା ଦ୍ୱାରା ଦେଶର ଲକ୍ଷ୍ୟ ହାସଲ ସହଜ ହୋଇପାରିଛି। ଏନେଇ ପ୍ରଶାସନିକ ଅଧିକାରୀଙ୍କୁ ଆବଶ୍ୟକ ତାଲିମ ପ୍ରଦାନ ସହିତ ଡିଜିଟାଲ ଜ୍ଞାନକୌଶଳ ମାଧ୍ୟମରେ ଗଭର୍ନାସ୍‌ ପ୍ରକିୟା ସହଜ ହୋଇପାରିଛି। ଉତ୍ତମ ପ୍ରଶାସନିକ ସେବା ଦ୍ୱାରା ଶିକ୍ଷାଠାରୁ ଆରମ୍ଭ କରି ଦେଶରୁ ଦାରିଦ୍ର୍ୟ ଦୂରୀକରଣ ସମ୍ଭବ ହୋଇପାରିଥିବା ପ୍ରଧାନମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଅଗ୍ନିବୀର’ ନିଯୁକ୍ତି ପାଇଁ ଅଧିସୂଚନା ଜାରି

ନୂଆଦିଲ୍ଲୀ,୨୦।୬: ସେନାବାହିନୀରେ ନୂତନ ନିଯୁକ୍ତି ନେଇ କେନ୍ଦ୍ର ସରକାର ଆଣିଥିବା ଅଗ୍ନିପଥ ଯୋଜନା ବିରୋଧରେ ଦେଶର ଅନେକ ସ୍ଥାନରେ କ୍ରମାଗତ ବିରୋଧ ପ୍ରଦର୍ଶନ କରାଯାଉଛି। ଅନ୍ୟ...

ଏହି ସବୁ ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ୍‌

ନୂଆଦିଲ୍ଲୀ,୧।୨: ଦେଶରେ କରୋନା ସ୍ଥିତି ସୁଧୁରୁଥିବାରୁ ବିଭିନ୍ନ ରାଜ୍ୟରେ ମଙ୍ଗଳବାର ପ୍ରଥମରୁ ଦଶମ ପର୍ଯ୍ୟନ୍ତ ସ୍କୁଲ ଖୋଲିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି ।...

ଅପରେଶନ୍‌ ଗଙ୍ଗା, ୟୁକ୍ରେନ୍‌ର ପଡୋଶୀ ଦେଶ ଯିବେ ୪ କେନ୍ଦ୍ରମନ୍ତ୍ରୀ…

ନୂଆଦିଲ୍ଲୀ,୨୮।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ୟୁକ୍ରେନରେ ଥିବା ଭାରତୀୟଙ୍କୁ ଅପରେଶନ୍‌ ଗଙ୍ଗା ଅନ୍ତର୍ଗତ ସ୍ବଦେଶ ଫେରାଇ ଅଣାଯାଉଛି।...

ଖବରଦାତାଙ୍କୁ ମାଡ଼ମାରି ଜିଆର୍‌ପି କର୍ମଚାରୀ ନିଲମ୍ବିତ: ଭିଡ଼ିଓ ଭାଇରାଲ

ଲକ୍ଷ୍ନୌ,୧୨।୬: ଉତ୍ତରପ୍ରଦେଶରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ସ୍ଥାନୀୟ ଶାମଲୀ ଅଞ୍ଚଳରେ ଥିବା ରେଳଷ୍ଟେଶନ୍‌ରେ ଜଣେ ଖବରଦାତାଙ୍କୁ ଜିଆରପି ପୋଲିସ ମାଡ଼ ମାରିବା ସହିତ...

ଗୁରୁଗ୍ରାମରୁ ବିହାର ପର୍ଯ୍ୟନ୍ତ ସାଇକେଲରେ ଯାତ୍ରା କରିଥିବା ଜ୍ୟୋତିଙ୍କ ସମ୍ମାନରେ ଡାକ ଟିକେଟ ଜାରି

ପାଟନା,୨୫।୫: ଲକ୍‌ଡାଉନ ଯୋଗୁ ବାହାରେ ଫସିରହିଥିବା ଜ୍ୟୋତି ଓ ତାଙ୍କ ପିତାଙ୍କୁ ନେଇ ଏବେ ଚର୍ଚ୍ଚା ଚାରିଆଡେ। ପିତାଙ୍କୁ ସାଇକେଲରେ ବସାଇ ଗୁରୁଗ୍ରାମରୁ ବିହାର ଦରଭଙ୍ଗା...

‘ଚାଇନା ସହିତ ବାଣିଜ୍ୟ ବନ୍ଦ କରୁ ଭାରତ’

ନୂଆଦିଲ୍ଲୀ,୧୪ା୧୨: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଚାଇନା ସହ ଭାରତ ବାଣିଜ୍ୟ ବନ୍ଦ କରିବା ପାଇଁ ବୁଧବାର ଟୁଇଟ୍‌ କରି କହିଛନ୍ତି। ଅରୁଣାଚଳ ପ୍ରଦେଶର ଏଲଏ୍‌ସି...

ଆଜମଙ୍କ ଗଡ଼ରେ ଏସ୍‌ପିର ପରାଜୟ, ବାଜିମାତ୍‌ ମାରିଲା ଭାଜପା

ଲକ୍ଷ୍ନୌ,୮।୧୨: ସମାଜବାଦୀ ପାର୍ଟି ନେତା ମହମ୍ମଦ ଆଜମ ଖାନ୍‌ଙ୍କ ଗଡ଼ ଭାବେ ପରିଚିତ ଉତ୍ତରପ୍ରଦେଶର ରାମପୁର ବିଧାନସଭା ଆସନ ଭାଜପା ହାତକୁ ଯାଇଛି। ଏହି ଆସନରେ...

‘ଡୋର୍‌ ଟୁ ଡୋର୍‌’ ଟିକାକରଣ ସମ୍ଭବ ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮।୯: କୋଭିଡ ଟିକାକରଣର ‘ଡୋର୍‌ ଟୁ ଡୋର୍‌’ ମାମଲା ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ, ଦେଶରେ ଟିକାକରଣ...

Advertisement
Archives

Model This Week