Posted inଜାତୀୟ

ଚନ୍ଦ୍ରାୟାନ ପ୍ରତି ବିପଦ! ନଷ୍ଟ ହୋଇଯିବ ବିକ୍ରମ-ପ୍ରଜ୍ଞାନ, କହିଲେ ଇସ୍ରୋ ମୁଖ୍ୟ

ନୂଆଦିଲ୍ଲୀ,୨୫।୮: ଅଗଷ୍ଟ ୨୩ରେ ଚନ୍ଦ୍ରପୃଷ୍ଠରେ ସଫ୍ଟ ଲ୍ୟାଣ୍ଡିଂ କରିଛି ଭାରତ। ଚନ୍ଦୟାୟାନ-୩ର ଅବତରଣ ପରେ ପ୍ରାୟ ୨ଘଣ୍ଟା ୩୦ମିନିଟ୍‌ ପରେ ରୋଭର ପ୍ରଜ୍ଞାନ ବିକ୍ରମରୁ ବାହାରିଥିଲା। ତେବେ ଇସ୍ରୋ ଲ୍ୟାଣ୍ଡିଂ ପରେ ଚନ୍ଦ୍ରାୟାନର ସଦ୍ୟତମ ଅପଡେଟ୍‌ ଦେଇ ଆସୁଛି। ଉଭୟ ଲ୍ୟାଣ୍ଡର ବିକ୍ରମ ଏବଂ ରୋଭର ପ୍ରଜ୍ଞାନ ଠିକ୍‌ ରୂପେ କାମ କରୁଛନ୍ତି ବୋଲି ଇସ୍ରୋ କହିଛି। ତେବେ ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରାୟାନ ପ୍ରତି ବିପଦ ଅଛି ବୋଲି ଇସ୍ରୋ ମୁଖ୍ୟ କହିଛନ୍ତି।

ଇସ୍ରୋ ମୁଖ୍ୟ ଏସ୍‌ ସୋମାନଥ କହିଛନ୍ତି , ଚନ୍ଦ୍ରରେ ବାୟୁମଣ୍ଡଳ ନାହିଁ। ଏପରି ପରିସ୍ଥିତିରେ, ଯେକୌଣସି ବସ୍ତୁ ଚନ୍ଦ୍ରୟାନକୁ ଧକ୍କା ଦେଇପାରେ କିମ୍ବା ଏହା ମଧ୍ୟ ଧକ୍କା ଦେଇପାରେ। ଏହା ବ୍ୟତୀତ ଥର୍ମାଲ ସମସ୍ୟା ଏବଂ ଯୋଗାଯୋଗ ବ୍ଲାକଆଉଟ ସମସ୍ୟା ମଧ୍ୟ ଆସିପାରେ। ସେହିପରି ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରାୟନ ୩ ସହିତ ଆଷ୍ଟ୍ରୋଏଡ କିମ୍ବା ଅନ୍ୟ କୌଣସି ବସ୍ତୁ ଅତି ଦ୍ରୁତ ଗତିରେ ଧକ୍କା ଦେଲେ ଉଭୟ ଲ୍ୟାଣ୍ଡର ଏବଂ ରୋଭର ନଷ୍ଟ ହୋଇଯିବ ବୋଲି ସେ ଚିନ୍ତା ପ୍ରକଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର! ଏଣିକି ଚାଟ୍‌ ପାଇଁ ଦେବାକୁ ପଡ଼ିବନି ମୋବାଇଲ୍ ନମ୍ବର

ନୂଆଦିଲ୍ଲୀ,୩୦।୬: ହ୍ୱାଟ୍ସଆପ୍‌ ବ୍ୟବହାରକାରୀଙ୍କ ପାଇଁ ଏକ ବହୁତ ବଡ଼ ଖବର ସାମ୍ନାକୁ ଆସିଛି! ଏଣିକି କାହା ସହିତ ଚାଟ୍‌ କରିବା ପାଇଁ ଆପଣଙ୍କୁ ନିଜର ବ୍ୟକ୍ତିଗତ ମୋବାଇଲ୍…

ଫରେଷ୍ଟ ଗାଡ଼ି-ବୋଲେରୋ ମଧ୍ୟରେ ମୁହାଁମୁହିଁ ଧକ୍କା, ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ଧାମନଗର ରେଞ୍ଜର

ଧାମନଗର, ୩୦।୬ (ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଅଞ୍ଚଳରେ ଏକ ବଡ଼ ସଡ଼କ ଦୁର୍ଘଟଣା ଘଟିଯାଇଛି। ଧାମନଗର ଥାନା ଅଧୀନ ୧୬ ନମ୍ବର ଜାତୀୟ…

ବଡ଼ ଅଘଟଣ:  ସ୍କୁଲ ବସ୍‌ ଉପରେ ଭାଙ୍ଗି ପଡ଼ିଲା ବିଶାଳ ଗଛ, ଜଣେ ଛାତ୍ର ମୃତ, ୪ ଗୁରୁତର…

ମୁମ୍ବାଇ,୩୦।୬: ମୁମ୍ବାଇରେ କ୍ରମାଗତ ଭାବେ ହେଉଥିବା ପ୍ରବଳ ବର୍ଷା ମଧ୍ୟରେ ମଙ୍ଗଳବାର ମଧ୍ୟାହ୍ନରେ ଚେମ୍ବୁର ଅଞ୍ଚଳରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଚେମ୍ବୁରର ରୋଡ ନମ୍ବର…

୪୫ହଜାର ଟଙ୍କା ଖସିଲାଣି ସୁନାଦର, ଆଗକୁ ଲକ୍ଷେ ତଳକୁ ଖସିବ? ବିଶେଷଜ୍ଞଙ୍କ ବଡ଼ ବୟାନ

ଭୁବନେଶ୍ୱର, ୩୦।୬: ଗତ ପ୍ରାୟ ଏକ ବର୍ଷ ଧରି ସୁନା ବଜାରରେ ଲାଗି ରହିଥିବା ଅପ୍ରତ୍ୟାଶିତ ସୁନାମି ଏବେ ଶାନ୍ତ ପଡ଼ିଛି। ଲଗାତାର ଭାବେ ବୃଦ୍ଧି ପାଇ…

ପ୍ରଧାନମନ୍ତ୍ରୀ ସ୍ୱନିଧି ଯୋଜନାର ୬ ବର୍ଷ ପୂର୍ତ୍ତି ଅବସରରେ ଜିଲାସ୍ତରୀୟ ସ୍ୱନିଧି ମହୋତ୍ସବ: ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼…

ଛତ୍ରପୁର, ୩୦।୬ (ଦିଲ୍ଲୀପି ସାମଲ): ଆତ୍ମନିର୍ଭର ଭାରତ ଗଠନ ଦିଗରେ ଏକ ସୁଦୃଢ଼ ପଦକ୍ଷେପ ସ୍ୱରୂପ ପ୍ରଧାନମନ୍ତ୍ରୀ ସ୍ୱନିଧି (ପିଏମ୍ ସ୍ୱନିଧି) ଯୋଜନାର ୬ ବର୍ଷ ପୂର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri