Odisha Elections 2024

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ!

ଭୁବନେଶ୍ୱର,୨।୫: ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବଦଳି ନିର୍ଦ୍ଦେଶ ଦେଲେ ଇସିଆଇ। ଭାଜପାର ଅଭିଯୋଗ ପରେ ବଦଳି ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡିଛି। ବଦଳି ନିର୍ଦ୍ଦେଶ ହୋଇଥିବା ଖବର ସରବରାହ ସଂସ୍ଥା ଏଏନଆଇ ସୂତ୍ରରୁ ସୂଚନା ମିଳିଛି।

ମିଶନ ଶକ୍ତି ସଚିବ ସୁଜାତା ପାଣ୍ଡିଆନଙ୍କ ବିରୋଧରେ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିକଟରେ ଫେରାଦ ଦେଇଥିଲା ଭାଜପା। ସରକାରୀ ଅଧିକାରୀ ହୋଇ ବିଜେଡି ଏଜେଣ୍ଟ ଭାବେ କାମ କରୁଥିବା ଅଭିଯୋଗ ହୋଇଛି। ବିଜେଡିକୁ ଫାଇଦା ପହଞ୍ଚିଇବାକୁ ସରକାରୀ କଳର ଅପବ୍ୟବହାର କରାଯାଉଥିବା ଭାଜପା କହିଛି। କ୍ଷମତାର ଦୁରୂପଯୋଗ କରି ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନଙ୍କୁ ଧମକଚମକ ଦେଇ ବିଜେଡି ସପକ୍ଷରେ ଭୋଟ କରିବା ନିମନ୍ତେ ସୁଜାତା ପାଣ୍ଡିଆନ ପ୍ରୟାସ କରୁଛନ୍ତି। ତାଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନେଇ ତାଙ୍କୁ ନିର୍ବାଚନ ସରିବା ପର୍ଯ୍ୟନ୍ତ ସମସ୍ତ ସରକାରୀ କାର୍ଯ୍ୟରୁ ନିବୃତ୍ତ ରଖିବାକୁ ଭାଜପାର ସେଣ୍ଟ୍ରାଲ ଟିମ ଦାବି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, ଭିଡିଓ ଜାରି କରି ବର୍ଷିଲେ

ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ...

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା...

ବାଲେଶ୍ୱରରେ ବର୍ଷିଲେ ସଚ୍ଚିନ ପାଇଲଟ, ଭାଜପା-ବିଜେଡିର ଚାଲିଛି ମଧୁଚନ୍ଦ୍ରିକା

ବାଲେଶ୍ୱର,୧୮।୫: ବାଲେଶ୍ୱରରେ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱର ମିଶନ ପଡିଆରେ ଆୟୋଜିତ ସଂକଳ୍ପ ସମାବେଶରେ...

ନିର୍ବାଚନ ମଇଦାନ ରାଜକିଶୋର-କୃଷ୍ଣଚନ୍ଦ୍ର ମୁହାଁମୁହିଁ, ପରସ୍ପରକୁ କହିଲେ…

ମୋରଡ଼ା,୧୮ା୫(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରେ ମୋଟ୍‌ ୧୭ ଜଣ ପ୍ରାର୍ଥୀ ମଇଦାନକୁ ଓହ୍ଲାଇ ସାରିଛନ୍ତି। ବିଜେଡିରୁ...

ମୁଁ ଦଳରେ ନାହିଁ, ମୋତେ କିଭଳି ବହିଷ୍କାର କରାଗଲା: ବିଜୟ

ଭୁବନେଶ୍ୱର,୧୮।୫: ମୁଁ ଦଳରେ ନାହିଁ। ହେଲେ ମୋତେ କିପରି ବହିଷ୍କାର କରାଗଲା। ଏଭଳି ନିଷ୍ପତ୍ତି ନେଇ ଭାଜପା ଲୋକହସା ହୋଇଛି ବୋଲି ବରିଷ୍ଠ ନେତା ବିଜୟ...

ତୃତୀୟ ପର୍ଯ୍ୟାୟରେ ୪ ପ୍ରାର୍ଥୀଙ୍କ ନାମରେ ହତ୍ୟା, ଜଣଙ୍କ ନାମରେ ବଳାତ୍କାର ମାମଲା

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୪୨ ବିଧାନସଭା ନିର୍ବାଚନମଣ୍ଡଳୀର ୩୮୩ ବିଧାୟକ ପ୍ରାର୍ଥୀ ମଇଦାନକୁ ଓହ୍ଲାଇଛନ୍ତି। ସେମାନଙ୍କ ମଧ୍ୟରୁ ୧୦୦ଜଣ ଅର୍ଥାତ ୨୬%ଙ୍କ ନାମରେ...

ପାଣ୍ଡିଆନ ଦେଲେ ବଡ଼ ପ୍ରତିଶ୍ରୁତି, ମିଶନ ଶକ୍ତି ମା’ମାନଙ୍କୁ ମିଳିବ ପେନସନ

ପୁରୀ,୧୮।୫: ପୁରୀ କୃଷ୍ଣପ୍ରସାଦରେ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କ୍ରମରେ ବଡ଼ ଘୋଷଣା କରିଛନ୍ତି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ। ସେ ମୁଖ୍ୟମନ୍ତ୍ରୀଙ୍କ ୩ଟି ଦସ୍ତଖତ କଥା...

ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ସବୁଠୁ ଧନୀ ପ୍ରାର୍ଥୀ କିଏ ଜାଣନ୍ତି? ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୁବନେଶ୍ୱର,୧୮।୫: ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ୩୩% ବିଧାୟକ ପ୍ରାର୍ଥୀ କୋଟିପତି ବୋଲି ଜଣାପଡିଛି। ଚମ୍ପୁଆ ବିଜେଡି ବିଧାୟକ ପ୍ରାର୍ଥୀ ସନାତନ ମହାକୁଡ଼ ସବୁଠୁ ଧନୀ ପ୍ରାର୍ଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri