ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୩ ଜିଲାର ମିଶନ୍‌ ଶକ୍ତି ମହିଳା

ଭୁବନେଶ୍ବର,୨୩ା୯(ବ୍ୟୁରୋ): କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାର ମିଶନ୍‌ ଶକ୍ତି ଗୋଷ୍ଠୀର ମହିଳାମାନେ ଗୁରୁବାର ସାରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ ଉପଲକ୍ଷେ ସମ୍ପୃକ୍ତ ଗୋଷ୍ଠୀ ଜାତୀୟ ପତାକା ତିଆରି ଦାୟିତ୍ୱ ନେଇଥିଲେ। ଏହି କାର୍ଯ୍ୟକୁ ଦକ୍ଷତାର ସହ ତୁଲାଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ (୫-ଟି) ଭି.କେ. ପାଣ୍ଡିଆନ ମିଶନ୍‌ ଶକ୍ତି ମହିଳାଙ୍କ କାର୍ଯ୍ୟର ପ୍ରଶଂସା କରିଛନ୍ତି। ସେ କହିଛନ୍ତି, ଏସ୍‌ଏଚ୍‌ଜି ମହିଳାଙ୍କ ଉପରେ ମୁଖ୍ୟମନ୍ତ୍ରୀଙ୍କ ସମ୍ପୂର୍ଣ୍ଣ ଭରସା ରହିଛି। ଆପଣମାନେ ଗାଁ ଗାଁରେ ବିକାଶର ନେତୃତ୍ୱ ନେଇ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନକୁ ସାକାର କରିପାରିଛନ୍ତି ବୋଲି ସେ କହିଥିଲେ। ସେହିପରି ଜାତୀୟ ପତାକା ତିଆରି ଭଳି ଏକ ମର୍ଯ୍ୟାଦାପୂର୍ଣ୍ଣ ଦାୟିତ୍ୱ ଅର୍ପଣ କରିଥିବାରୁ ମିଶନ୍‌ ଶକ୍ତିର ମହିଳାମାନେ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି। ମିଶନ୍‌ ଶକ୍ତିରେ ସାମିଲ ହୋଇ ଆମେ ଗର୍ବିତ। ଏଥିରେ ପ୍ରତିଭାର ବିକାଶ ହୋଇପାରିଛି ବୋଲି ସେମାନେ କହିଥିଲେ। ସୂଚନାଯୋଗ୍ୟ ଯେ, ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ୍‌ ଶକ୍ତି ମହିଳାଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ୱ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri