ସୁରକ୍ଷିତ ଭାବେ ଅବତରଣ କଲା ହାଇଜାକ୍ ହୋଇଥିବା ବିମାନ, ପାଇଲଟ ଗିରଫ

ୱାଶିଂଟନ,୪ ।୯: ଆମେରିକାର ମିସିସିପି ରାଜ୍ୟରେ ଜଣେ ପାଇଲଟ ଏକ ବିମାନକୁ ଜାଣିଶୁଣି ଦୁର୍ଘଟଣା ଘଟାଇବାକୁ ଧମକ ଦେବା ପରେ ସମସ୍ତେ ଅସ୍ତବ୍ୟସ୍ତ ହୋଇଯାଇଥିଲେ । କିଛି ଘଣ୍ଟା ପରେ ଗଭର୍ନର ଟେଟେ ରିଭସ୍ ଏକ ଆଶ୍ୱସ୍ତିକର ଖବର ଦେଇ କହିଛନ୍ତି, ହାଇଜାକ୍ ହୋଇଥିବା ବିମାନଟିକୁ ଆଇସଲ୍ୟାଣ୍ଡର ଦକ୍ଷିଣ-ପଶ୍ଚିମରେ ଏକ ପଡିଆରେ ସୁରକ୍ଷିତ ଭାବେ ଲ୍ୟାଣ୍ଡ କରାଯାଇଛି ଓ ବିମାନଟି ସମ୍ପୂର୍ଣ୍ଣ ଭାବେ ସୁରକ୍ଷିତ ରହିଛି । ସୂଚନାଯୋଗ୍ୟ, ୯ ସିଟର ବିଶିଷ୍ଟ ବିମାନଟିକୁ ପାଇଲଟ ହାଇଜ୍ୟାକ କରିଥିଲେ । ବିମାନଟିକୁ ପାଇଲଟ ଦୁପେଲୋ ବିମାନ ବନ୍ଦରରୁ ଉଡାଇ ଆରମ୍ଭ କରିଥିଲେ । ଏହାପରେ କିଛି ଘଣ୍ଟାଧରି ପାଇଲଟ ବିମାନଟିକୁ ସହର ଉପରେ ନଚାଇଥିଲେ ।
ପାଇଲଟ ବିମାନକୁ ମିସିସିପିର ଦୁଲେପୋରେ ଏକ ସ୍ଥାନୀୟ ୱାଲମାର୍ଟରେ ଜାଣିଶୁଣି ଦୁର୍ଘଟଣା କରିବାର ଧମକ ଦେଇଥିଲେ । ପାଇଲଟଙ୍କ ଧମକ ଜାଣିବା ପରେ ପ୍ରଶାସନ ଲୋକଙ୍କୁ ଆଲର୍ଟ କରି ଦେଇଥିଲା । ଆସନ୍ନ ବିପଦକୁ ଦେଖି ପୋଲିସ ୱାଲ ମାର୍ଟର ଷ୍ଟୋରକୁ ଖାଲି କରିଦେଇଥିଲା । ଏହି ଘଟଣା ଭୋର ୫ଟାରେ ହୋଇଥିଲା ।
ପାଇଲଟଙ୍କ ଏହି ଧମକ ପରେ ପୋଲିସ ଓ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ । ଅଧିକାରୀମାନଙ୍କ ବହୁ ଚେଷ୍ଟାପରେ ପାଇଲଟ ବିମାନଟିକୁ ସୁରକ୍ଷିତ ଭାବେ ଲ୍ୟାଣ୍ଡ କରାଇଥିଲେ । ଏହାପରେ ପୋଲିସ ତୁରନ୍ତ ପାଇଲଟଙ୍କୁ ଗିରଫ କରି ନେଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

ପିଛା ଛାଡୁନି ସମସ୍ୟା: ଜନ୍ତରମନ୍ତର ଛାଡି ପ୍ରଧାନମନ୍ତ୍ରୀଙ୍କ ବାସଭବନ ସାମ୍ନାରେ ହଙ୍ଗାମା, ମୋଦିଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨୧।୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ବିରୋଧରେ ସୋମବାର କକ୍ରୋଚ ଜନତା ପାର୍ଟି (CJP)ର ସଂସଦ ମାର୍ଚ୍ଚ ସମୟରେ ଦିଲ୍ଲୀ ପୋଲିସ ପକ୍ଷରୁ ଛାତ୍ରୀଛାତ୍ରଙ୍କୁ ଲାଠିଚାର୍ଜ କରାଯିବା…

ଆସିଲା ଆଜ୍ଞାମାଳ: ରଥ ନେବ ଦକ୍ଷିଣ ମୋଡ଼

ପୁରୀ,୨୧ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପମଣ୍ଡପରେ ଲୀଳାଖେଳା ସାରି ବାହୁଡ଼ାରେ ଶ୍ରୀମନ୍ଦିରକୁ ବାହୁଡ଼ିବେ ଦାରୁଦିଅଁ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ରହିଥିବା…

ଭିସୁଟ୍‌ରେ ତେଜୁଛି ଛାତ୍ର ଆନ୍ଦୋଳନ: ହଷ୍ଟେଲ ସମସ୍ୟା-ନିମ୍ନମାନର ଖାଦ୍ୟକୁ ନେଇ ଛାତ୍ରୀଛାତ୍ରଙ୍କ ବିକ୍ଷୋଭ

ସମ୍ବଲପୁର,୨୧।୭(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ପ୍ରଯୁକ୍ତିବିଦ୍ୟା ବିଶ୍ୱବିଦ୍ୟାଳୟ(ଭିସୁଟ)ରେ ଦ୍ୱିତୀୟ ବର୍ଷର ଛାତ୍ରୀଛାତ୍ର ବ୍ୟାପକ ଆନ୍ଦୋଳନ ଆରମ୍ଭ କରିଛନ୍ତି। ବିଶ୍ୱବିଦ୍ୟାଳୟ ଓ ଛାତ୍ରାବାସରେ ଦେଖାଦେଇଥିବା ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri