ଏହି ୩ ବିଷୟରେ ଭୁଲ: ପକାଏ ସବୁଠୁ ବଡ଼ ଅସୁବିଧାରେ

ଆଚାର୍ଯ୍ୟ ଚାଣକ୍ୟ ଜୀବନ ସହ ଜଡିତ ଅନେକ ବିଷୟରେ ବିସ୍ତୃତ ଭାବରେ ଅଧ୍ୟୟନ କରିଥିଲେ। ଯାହାକୁ ସେ ତାଙ୍କ ନୀତିଶାସ୍ତ୍ରରେ ବର୍ଣ୍ଣନା କରିଛନ୍ତି। ଚାଣକ୍ୟ ତାଙ୍କର ଏକ ଶ୍ଳୋକରେ ମହିଳା, ଖାଦ୍ୟ ଏବଂ ଅର୍ଥ ବିଷୟରେ କହିଛନ୍ତି ଯେ, ଏହି ବିଷୟଗୁଡ଼ିକରେ ହୋଇଥିବା ଭୁଲ ସବୁଠୁ ବଡ଼ ଅସୁବିଧା ସୃଷ୍ଟିକରେ।

ସେ କହିଛନ୍ତି ଯେ , ଏହା କେବଳ ପରିବାର ଏବଂ ବ୍ୟକ୍ତିଗତ ଜୀବନକୁ ଖରାପ କରି ନ ଥାଏ, ବରଂ ଏହି କ୍ଷେତ୍ରରେ ହୋଇଥିବା ଭୁଲ ହେତୁ ଏହା ସ୍ବାସ୍ଥ୍ୟ ମଧ୍ୟ ଖରାପ କରିଥାଏ। ଏହି ଘଟଣାରେ ଭୁଲ ହେତୁ ଜଣେ ମଣିଷ ଆରାମରେ ଜୀବନ ବିତାଇ ପାରିବ ନାହିଁ।

ମହିଳାଙ୍କ କ୍ଷେତ୍ରରେ ଜଣେ ପୁରୁଷ କିପରି ହେବା ଉଚିତ୍‌ ସେ ଏହା କହିଛନ୍ତି। ସେ ଏହା ମଧ୍ୟ କହିଛନ୍ତି ଯେ, ଖାଦ୍ୟ ରେ ଜଣେ ମଣିଷ ସନ୍ତୁଷ୍ଟ ହେବା ଉଚିତ୍‌। ଆଉ ଟଙ୍କା ପ୍ରସଙ୍ଗରେ ସାବଧାନ ହେବା।


Enter your email to get our daily news in your inbox.

All Right Reserved By Dharitri.Com

ଅଗଷ୍ଟର ଶେଷ ସପ୍ତାହରେ ବୁଧାଦିତ୍ୟ ରାଜଯୋଗ: କ୍ୟାରିୟର ସହ ଲଭ୍‌ ଲାଇଫରେ ବୃଷ, ମିଥୁନ ସହ ଏହି ରାଶିଙ୍କୁ…

ଅଗଷ୍ଟର ଶେଷ ସପ୍ତାହ ଜ୍ୟୋତିଷ ଦୃଷ୍ଟିରୁ ବେଶ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ସମୟରେ ବୁଧ ସିଂହ ରାଶିରେ ଗୋଚର କରିବେ। ସିଂହରେ ପୂର୍ବରୁ ସୂର୍ଯ୍ୟ ରହିଥିବାରୁ ବୁଧ…

୨୭ ନା ୨୮ କେବେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ କ’ଣ କହିଲେ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର,୨୧ା୮: ଚଳିତ ବର୍ଷ ରକ୍ଷାବନ୍ଧନ ପର୍ବକୁ ନେଇଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ୨୭ରେ ରକ୍ଷାବନ୍ଧନ ପର୍ବ ପାଳନ କରାଯିବାକୁ ଥିବାବେଳେ ରାଖୀପୂର୍ଣ୍ଣିମା ୨୮ରେ। ତେଣୁ ଏହି ଦିନ…

୪୯ ଦିନ ପରେ ଶନିଙ୍କ ବଡ଼ ନକ୍ଷତ୍ର ପରିବର୍ତ୍ତନ; ଦଶହରା ପୂର୍ବରୁ ୬ ରାଶି ହେବେ ମାଲାମାଲ୍‌!

୯ ଅକ୍ଟୋବର ୨୦୨୬ରେ ଶନି ନକ୍ଷତ୍ର ପରିବର୍ତ୍ତନ କରିବେ। ଦଶହରା ପୂର୍ବରୁ ଶନିଙ୍କର ଏହି ଚାଲ୍ ୬ଟି ରାଶି ପାଇଁ ଶୁଭ ବୋଲି ଧରାଯାଉଛି। ଜାଣନ୍ତୁ କେଉଁ…

ଜଣେ ଯୁବତୀଙ୍କୁ ପ୍ରେମ କରି ବସିଲେ ୨ ଘନିଷ୍ଠ ବନ୍ଧୁ: ଶେଷରେ ଘଟିଲା…

ନାଗପୁର,୨୧।୮: ରଣବୀର ସିଂହ ଓ ଅର୍ଜୁନ କପୁରଙ୍କ ଅଭିନୀତ ଫିଲ୍ମ ‘ଗୁଣ୍ଡେ’ ଦେଖିଛନ୍ତି? ଫିଲ୍ମରେ ଦୁଇ ଘନିଷ୍ଠ ବନ୍ଧୁ ଗୋଟିଏ ଯୁବତୀଙ୍କୁ ଭଲ ପାଇବା ପରେ ପରସ୍ପରଙ୍କ…

ଜଙ୍ଗଲକୁ କାଠ ସଂଗ୍ରହ କରିବାକୁ ଯାଇ ଆଉ ଫେରି ନ ଥିଲେ ପୂର୍ଣ୍ଣବାସୀ: ମାଟିତଳୁ ମିଳିଲା…

ସୋରଡା,୨୧।୮(ରଜନି ମହାପାତ୍ର):ଗଞ୍ଜାମ ସୋରଡା ଥାନା ସାପଡିହ ଗାଁରେ ଅଭାବନୀୟ ଘଟଣା । ଜଙ୍ଗଲରୁ ମିଳିଲା ମହିଳାଙ୍କ ମୃତଦେହ। ମାଟିତଳୁ ଉଦ୍ଧାର ହେଲା ମୃତଦେହ। ମୃତକ ହେଲେ ସାପଡିହ…

ଭୁବନେଶ୍ୱରରୁ ଆସିଲା ଦଳୀୟ ସୁପ୍ରିମୋଙ୍କ ଡାକରା, ଶଙ୍ଖଭବନରେ ପହଞ୍ଚିଲେ ଗଞ୍ଜାମ ବିଜେଡି ନେତା, ବଡ଼ଧରଣର…

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଆସୁଛି ପଞ୍ଚାୟତ ଓ ପୌର ନିର୍ବାଚନ। ଏଥିପାଇଁ ଚଳଚଞ୍ଚଳ ଶଙ୍ଖଭବନ। ଦଳୀୟ ସଂଗଠନ କିଭଳି ସୁଦୃଢ଼ ହେବ ସେଥିପାଇଁ ଚାଲିଛି ମାନସ ମନ୍ଥନ। ରାଜ୍ୟ…

ଶିକ୍ଷା ବିଭାଗରେ ଚହଳ! ନାବାଳିକାଙ୍କୁ ଗର୍ଭବତୀ କଲେ ଶିକ୍ଷକ, ଗର୍ଭପାତ ପାଇଁ ଯାଉଥିବାବେଳେ ବାଟରେ…

କିଶ୍ତୱାଡ,୨୧।୮: ଜମ୍ମୁ-କଶ୍ମୀରର କିଶ୍ତୱାଡରେ ୧୪ ବର୍ଷୀୟା ଜଣେ ନାବାଳିକାଙ୍କ ସହ ବଳାତ୍କାର ଅଭିଯୋଗକୁ ନେଇ ହଇଚଇ ସୃଷ୍ଟି ହୋଇଛି। ଅଭିଯୋଗ ଅନୁସାରେ, ବଳାତ୍କାର ଯୋଗୁ ନାବାଳିକା ଗର୍ଭବତୀ…

‘ଏବେ ଆପଣ ମୁଖ୍ୟମନ୍ତ୍ରୀ, ଫିଲ୍ମ ଭଳି ଡାଏଲଗ କୁହନ୍ତୁ ନାହିଁ’: ବିଧାନସଭାରେ CM ବିଜୟଙ୍କୁ ଏମିତି କହିଦେଲେ ଉଦୟନିଧି ଷ୍ଟାଲିନ

ଚେନ୍ନାଇ,୨୧।୮: ତାମିଲନାଡୁରେ ବିରୋଧୀ ଦଳ ନେତା ଉଦୟନିଧି ଷ୍ଟାଲିନ ଶୁକ୍ରବାର ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ବଡ଼ ଚ୍ୟାଲେଞ୍ଜ ଦେଇଛନ୍ତି। ପୂର୍ବତନ DMK ସରକାର ସମୟର କଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri