ଚଳିତ ବର୍ଷ ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି: ସମସ୍ତଙ୍କୁ ମିଳିବ ନାହିଁ ଗ୍ରେସ୍‌ ମାର୍କ, କେଉଁମାନଙ୍କୁ ମିଳିବ…

ଭୁବନେଶ୍ୱର,୨୭।୨: ଚଳିତ ବର୍ଷ ଯୁକ୍ତ ଦୁଇ ଫିଜିକ୍ସ ପରୀକ୍ଷାରେ ତ୍ରୁଟି ହୋଇଥିବା ସିଏଚଏସଇ ସ୍ବୀକାର କରିଛି। ପରୀକ୍ଷା ନିୟନ୍ତ୍ରକ କହିଲେ, ପ୍ରଶ୍ନପତ୍ରରେ ଆଉଟ ଅଫ ସିଲାବସ ନୁହେଁ ବରଂ ଚଏସ୍‌ ଡେଫିସିଟ ସମସ୍ୟା ଥିଲା । ରେଗୁଲାର ଓ ଏକ୍ସ ରେଗୁଲାର ପିଲାଙ୍କୁ ନେଇ ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଥିଲା । ମାତ୍ର ଏହି ତ୍ରୁଟି ରେଗୁଲାର ପିଲାଙ୍କ କ୍ଷେତ୍ରରେ ହୋଇଛି ଏକ୍ସରେଗୁଲାର ପିଲାଙ୍କ କ୍ଷେତ୍ରରେ ନୁହେଁ ।
ପ୍ରଶ୍ନପତ୍ରରେ ୧୯ ମାର୍କର ଚଏସ ଡେଫିସିଟ ସମସ୍ୟା ରହିଛି । ପିଲାଙ୍କୁ ୧୯ ମାର୍କର ଗ୍ରେସ ମାର୍କ ମିଳିବ ନାହିଁ । କେବଳ ଯେଉଁ ପିଲା ସମ୍ପକ୍ତ ପ୍ରଶ୍ନର ଉତ୍ତର ଲେଖିଥିବେ ସେମାନଙ୍କୁ ଗ୍ରେସ ମାର୍କ ମିଳିବ । କିନ୍ତୁ ଯେଉଁମାନେ ଉତ୍ତର ଆଟେଣ୍ଡ କରି ନ ଥିବେ ସେମାନଙ୍କୁ ଗ୍ରେସ ମାର୍କ ମିଳିବ ନାହିଁ ବୋଲି ପରୀକ୍ଷା ନିୟନ୍ତ୍ରକସ୍ପଷ୍ଟ କରିଛନ୍ତି । ତେଣୁ ସବୁ ପିଲାଙ୍କୁ ସମାନ ଗ୍ରେସ ମାର୍କ ମିଳିବ ନାହିଁ ବୋଲି ସେ ସ୍ପଷ୍ଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ତୁମ ବାପା ମଧ୍ୟ ଅଟକାଇ ପାରିବେ ନାହିଁ…’ – ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଖୋଲା ଚ୍ୟାଲେଞ୍ଜ କଲେ ମନ୍ତ୍ରୀଙ୍କ ଝିଅ? ଉଠିଲାଣି ଝଡ଼

ହାଇଦ୍ରାବାଦ,୨୦।୮: ତେଲଙ୍ଗାନା କଂଗ୍ରେସ ଭିତରେ ଚାଲିଥିବା ବିଦ୍ରୋହ ଏବେ ଖୋଲା ଖୋଲି ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡିଙ୍କ କ୍ୟାବିନେଟର ଜଣେ ବରିଷ୍ଠ ମନ୍ତ୍ରୀଙ୍କ ଝିଅ ସାର୍ବଜନୀନ ଭାବରେ…

କ୍ଷୀର ଦେବା ବନ୍ଦକଲେ ମାଲିକ ଛାଡ଼ିଦେଉଛନ୍ତି ଗାଈ: ଫସଲ ଖାଇ କରୁଛନ୍ତି ନଷ୍ଟ

ଅମରପାଲି,୨୦ା୮(ପୀତାମ୍ବର ସାହୁ): ମାଲିକ ଗାଈ ପାଳନ କରି କ୍ଷୀର ବିକ୍ରି କରୁଛନ୍ତି। ଗାଈ କ୍ଷୀର ଦେଉଥିବା ପର୍ଯ୍ୟନ୍ତ ତାହାର ଯତ୍ନ ନେଉଛନ୍ତି। ହେଲେ କ୍ଷୀର ଦେବା ବନ୍ଦ…

ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ଚାଲିଆସିଲେ ହାତୀପଲ, ବନ କର୍ମଚାରୀ କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ…

ଆସାମର ହୋଜାଇ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ଯାହାକି ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ରାଜଧାନୀ ଏକ୍ସପ୍ରେସ୍‌ ଯିବାକୁ ଥିବାବେଳେ ହଠାତ୍‌ ଟ୍ରେନ୍‌ ଟ୍ରାକ୍‌କୁ ହାତୀପଲ…

ପ୍ରିନ୍ସିପାଲଙ୍କୁ ୨୭ ଥର ଛୁରା ମାଡ଼ କଲେ ଛାତ୍ର; ‘ବାବୁ’ ଶବ୍ଦ ଖୋଲିଲା…

ନାଲଗୋଣ୍ଡା,୨୦।୮: ତେଲଙ୍ଗାନା ନାଲଗୋଣ୍ଡା ଜିଲାର ଏକ ଘରୋଇ ସ୍କୁଲର ପ୍ରିନ୍ସିପାଲ ରୂପା ରେଡ୍ଡିଙ୍କୁ ତାଙ୍କ ଘରେ ହତ୍ୟା କରାଯିବାର ଏକ ସପ୍ତାହରୁ ଅଧିକ ସମୟ ପରେ, ପୋଲିସ…

ସୃଷ୍ଟି ହେଲା ଦୁର୍ଲଭ ରାଜଯୋଗ: କର୍କଟ ସମେତ ୫ ରାଶିଙ୍କ ଚମକିବ ଭାଗ୍ୟ, ଅଚାନକ ମିଳିବ ଖୁସିଖବର!

୨୦ ଅଗଷ୍ଟର ରାଶିଫଳ ଅନୁସାରେ, ଏହି ଦିନ ଚନ୍ଦ୍ରମା ଦିନ-ରାତି ବିଛା ରାଶିରେ ବିଶାଖା ପରେ ଅନୁରାଧା ନକ୍ଷତ୍ରରେ ଗୋଚର କରିବେ। ବିଛା ରାଶିରେ ଚନ୍ଦ୍ରମା ନୀଚସ୍ଥ…

ICC ରାଙ୍କିଂରେ ବଡ଼ ଓଲଟପାଲଟ: ଜୋ ରୁଟଙ୍କୁ ହଟାଇ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨୦।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ତା’ର ସଦ୍ୟତମ ରାଙ୍କିଂ ପ୍ରକାଶ କରିଛି। ହ୍ୟାରି ବ୍ରୁକ ବିଶ୍ୱର ନମ୍ବର-୧ ଟେଷ୍ଟ ବ୍ୟାଟ୍ସମ୍ୟାନ ହୋଇଛନ୍ତି। ତାଙ୍କ ସାଥୀ ଜୋ…

ଶ୍ରାବଣରେ ଶାହରୁଖ ଖାନ୍‌ଙ୍କ ଘରୁ ବାହାରିଲା ସାପ ଯୋଡ଼ି: ଜାଣନ୍ତୁ ଘରେ ସାପ ଆସିବା କେଉଁ ସଙ୍କେତ ଦିଏ…

ହିନ୍ଦୁ ଧର୍ମୀୟ ଶାସ୍ତ୍ରରେ ସାପକୁ ପୂଜନୀୟ ମନେ କରାଯାଏ। ଭଗବାନ ଶିବ ମଧ୍ୟ ନିଜ ବେକରେ ନାଗକୁ ଧାରଣ କରିଥିବାରୁ ନାଗଙ୍କୁ ନେଇ ଧାର୍ମିକ ମାନ୍ୟତା ରହିଛି।…

ଇଣ୍ଡୋନେସିଆରେ ପୁଣି ୫.୭ ତୀବ୍ରତାର ଭୂମିକମ୍ପ

ଜାକର୍ତ୍ତା,୨୦।୮: ଇଣ୍ଡୋନେସିଆର ରୁଟେଙ୍ଗ ନିକଟରେ ୫.୭ ତୀବ୍ରତାର ଭୂମିକମ୍ପ ହୋଇଛି। USGS ଅନୁଯାୟୀ, ଏହାର କେନ୍ଦ୍ରସ୍ଥଳ ରୁଟେଙ୍ଗର ପ୍ରାୟ ୩୨ କିଲୋମିଟର ଉତ୍ତର-ଉତ୍ତରପୂର୍ବ (NNE) ରେ ୧୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri