ଅମିତାଭ ଲେଖିଲେ ଏମିତି ମଜାଳିଆ କଥା‌, ସୋସିଆଲ ମିଡିଆରେ ଭାଇରାଲ

ମୁମ୍ବାଇ: ଆଜିକାଲି ସୋସିଆଲ ମିଡିଆରେ ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ବହୁତ ଆକ୍ଟ୍ରିଭ୍‌ ରହୁଛନ୍ତି। କେବଳ ଏତିକି ନୁହେଁ, ସେ ପ୍ରତିଦିନ ପ୍ରଶଂସକଙ୍କ ସହ ତାଙ୍କ ଦୈନନ୍ଦିନ ଜୀବନ, ପିତାଙ୍କ କବିତା, ଫଟୋ, ଚିନ୍ତାଧାରା ଏବଂ ଭିଡିଓ ଶେୟାର କରୁଛନ୍ତି। ନିକଟରେ ଅମିତାଭ ଏକ ମଜାଳିଆ ଟୁଇଟ୍‌ କରିଛନ୍ତି। ଏଥିରେ ସେ ଲେଖିଛନ୍ତି, ‘ଯେତେବେଳେ ଚା ’ଶର୍ଟ ଉପରେ ପଡ଼େ, ଏହାକୁ ଏକ ଟି-ଶର୍ଟ’ କୁହାଯାଏ। ଅମିତାଭଙ୍କ ଏହି ମଜାଳିଆ ଟୁଇଟ୍‌ ଉପରେ ୟୁଜର୍ସମାନେ ମଧ୍ୟ ମନ୍ତବ୍ୟ ଦେଉଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଆମେ ତୁମ ପାଇଁ ଗର୍ବିତ ଅମିତ ଜୀ।


ସ୍ମରଣଯୋଗ୍ୟ, ଜୁଲାଇ ୧୧ରେ ବିଗ୍‌-ବିଙ୍କୁ କରୋନା ହୋଇଥିଲା। ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କ ପ୍ରଶଂସକମାନେ ମଧ୍ୟ ଯଥାଶୀଘ୍ର ସୁସ୍ଥ ହେବା ପାଇଁ ବହୁତ ପ୍ରାର୍ଥନା କରିଥିଲେ। କରୋନା କବଳରୁ ବିଗ୍‌ ବି ମୁକ୍ତି ପାଇଛନ୍ତି।

ଏ ତ ଗଲା ବିଗ୍‌ ବିଙ୍କ ବ୍ୟକ୍ତିଗତ ଜୀବନ କଥା। ଫିଲ୍ମ କ୍ୟାରିୟର କଥା ଯଦି ଦେଖିବା ବର୍ତ୍ତମାନ ବିଗ୍‌-ବି ‘କୌନ୍‌ ବନେଗା କୋରଡ଼ପତି’ ଶୁଟିଂରେ ବ୍ୟସ୍ତ ରହୁଛନ୍ତି। କରୋନା ମଧ୍ୟରେ ସମସ୍ତ ସତର୍କତା ଅବଲମ୍ବନ କରି କେବିସିର ଶୁଟିଂ ଆରମ୍ଭ ହୋଇଛି। ଅମିତାଭ ଖୁବ୍‌ଶୀଘ୍ର ଫିଲ୍ମ ‘ ଝୁଣ୍ଡ୍‌’, ’ଚେହେରେ’ ଏବଂ ‘ବ୍ରହ୍ମାସ୍ତ୍ର’ରେ ନଜର ଆସିବେ। ଫିଲ୍ମ ‘ଝୁଣ୍ଡ୍‌’ରେ ବିଗ୍‌-ବି ଜଣେ କୋଚ୍‌ ଭୂମିକାରେ ନଜର ଆସିବେ। ତାଙ୍କୁ ପ୍ରଥମ ଥର ପାଇଁ ବଡ଼ ପରଦାରେ ଇମ୍ରାନ ହାସ୍‌ମୀଙ୍କ ସହ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

୪ ପାକିସ୍ତାନୀ ମତ୍ସ୍ୟଜୀବୀଙ୍କୁ ଗିରଫ କଲା ବିଏସ୍‌ଏଫ୍‌

ନୂଆଦିଲ୍ଲୀ,୨୫ା୧୦: ଗୁଜରାଟର କଚ୍ଛ ଜିଲାର ସମ୍ବେଦନଶୀଳ ସିର୍‌ କ୍ରିକ ଅଞ୍ଚଳରେ ବେଆଇନ ଭାବେ ଭାରତୀୟ ଜଳସୀମାରେ ପ୍ରବେଶ କରିଥିବା ଅଭିଯୋଗରେ ସୀମା ସୁରକ୍ଷା ବଳ(ବିଏସ୍‌ଏଫ୍‌) ୪ଜଣ ପାକିସ୍ତାନୀ…

ଉପାନ୍ତ ଗ୍ରାମରେ ପହଞ୍ଚିଲେ କଳାହାଣ୍ଡି ଜିଲାପାଳ, କନ୍ଦାଗୁଡା-କେନ୍ଦୁଗୁଡାର ହେବ ବିକାଶ

ଥୁଆମୂଳ ରାମପୁର, ୨୫।୧୦ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ଗ୍ରାମପଞ୍ଚାୟତ ଅଧୀନସ୍ଥ ପାହାଡ଼ ପର୍ବତ ଘେରା ଦୁର୍ଗମ ଅଞ୍ଚଳ କନ୍ଦାଗୁଡା,…

ନିର୍ବାଚନ ପୂର୍ବରୁ ଇରାନକୁ ନେଇ ନେତାନ୍ୟାହୁଙ୍କ ଚେତାବନୀ,’ପରମାଣୁ ବିପଦ…’

ନୂଆଦିଲ୍ଲୀ, ୨୫।୧୦: ଇରାନର ପରମାଣୁ ଅସ୍ତ୍ର ହାସଲ ଉଦ୍ୟମକୁ ଇସ୍ରାଏଲର ଅସ୍ତିତ୍ୱ ପ୍ରତି ବଡ଼ ବିପଦ ବୋଲି ଦର୍ଶାଇଛନ୍ତି ଲେଖକ ୟୁଭାଲ ବ୍ଲୁମବର୍ଗ । ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଦିଗପହଣ୍ଡିରେ ଯୁବକଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ, ୧୦ରୁ ଅଧିକ ଯୁବକ….

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମର କାଳୁ ଗୌଡ଼ ନାମକ ଜଣେ ଯୁବକଙ୍କୁ ମରଣାନ୍ତର ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।…

ବଂଶଧାରାରେ ବିଦାୟ ନେଲେ ମା’ ଦୁର୍ଗା, ଆରବର୍ଷକୁ ଅପେକ୍ଷା…

ଗୁଡାରି,୨୫।୧୦(ପ୍ରମୋଦ କୁମାର ପତି): ଗୁଡାରି ଟାଉନ ଦୁର୍ଗା ପୂଜା କମିଟି ପକ୍ଷରୁ ଆୟୋଜିତ ଦୁର୍ଗା ପୂଜାର ରବିବାର ରାତିରେ ଭଷାଣି ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଭସାଣି ଉତ୍ସବ…

ଖାର୍ଗେଙ୍କ ବିବାଦୀୟ ବୟାନକୁ ନେଇ ବର୍ଷିଲେ ଅମିତ ଶାହା, ସବୁ ମର୍ଯ୍ୟାଦା….

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ ଏକ ବିବାଦୀୟ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ଚର୍ଚ୍ଚା ଜୋର ଧରିଛି । ଏହାକୁ…

ଗଜଲକ୍ଷ୍ମୀ ପୂଜା ପାଇଁ ଭଞ୍ଜନଗର ଉତ୍ସବ ମୁଖର

ଭଞ୍ଜନଗର,୨୫।୧୦(ବାବୁଲା ପ୍ରଧାନ): ଗଜଲକ୍ଷ୍ମୀ ପୂଜା ପାଇଁ ଗଞ୍ଜାମ ଜିଲା ଭଞ୍ଜନଗର ସହର ଉତ୍ସବ ମୁଖର ହୋଇଉଠିଛି। ରବିବାର ଭଞ୍ଜନଗର ସହରର ବିଭିନ୍ନ ସ୍ଥାନ ସମେତ ସହରତଳି ଅଞ୍ଚଳ…

ଧାର ଟଙ୍କା ମାଗିବାରୁ ହତ୍ୟା ଉଦ୍ୟମ: ଜେଲ ଗଲେ ବାପ-ପୁଅ

ଦିଗପହଣ୍ଡି,୨୫।୧୦(ଅଶେଷ ନାଥ ମିଶ୍ର): ଏକ ହତ୍ୟା ଉଦ୍ୟମ ଘଟଣାରେ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମର ଜି. ଆପ୍ପା ରାଓ ଏବଂ ତାଙ୍କ ପୁଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?