ଅଷ୍ଟ୍ରେଲିଆର ପୂର୍ବତନ ଖେଳାଳି ମିଚେଲ ଜନସନ ୨୦୧୧ରେ ଜେସିକାଙ୍କ ହାତ ଧରିଥିଲେ। ଜେସିକାଙ୍କ ବିବାହ ପୂର୍ବରୁ ଏକ ଭିନ୍ନ ପରିଚୟ ଥିଲା। ଜେସିକା କରାଟେରେ ବେଶ୍ ନାଁ କମାଇଛନ୍ତି। ତାଙ୍କର କଳା ବେଲ୍ଟ ଅଛି। କେବଳ ଏତିକି ନୁହେଁ, କରାଟେରେ ସେ ଜାତୀୟ ସ୍ତରରେ ୩୦ଟି ଏବଂ ଆନ୍ତର୍ଜାତୀୟ ସ୍ତରରେ ୧୪ଟି ଟାଇଟଲ ଜିତିଥିଲେ। ସେ ଜଣେ ମଡେଲ ଏବଂ ବ୍ୟବସାୟୀ ମଧ୍ୟ। ଜେସିକା ମାସ କମୁନିକେସନ ପାଠ ପଢିଛନ୍ତି। ତାଙ୍କ ପିତା ପର୍ଥରେ ସବୁ ବୟସର ଲୋକଙ୍କ ପାଇଁ କରାଟେ ସ୍କୁଲ ଚଳାଉଥିଲେ। ଜେସିକା ତାଙ୍କ ପିତାଙ୍କୁ ଦେଖିବା ପରେ କରାଟେ ପ୍ରତି ଆଗ୍ରହ ପ୍ରକାଶ କରିଥିଲେ। ନଅ ବର୍ଷ ବୟସରୁ ସେ ଏହା ଶିଖିବା ଆରମ୍ଭ କରିଥିଲେ। ଜେସିକା ୨୦୦୬ରେ କରାଟେ ବିଶ୍ୱ ଚାମ୍ପିଅନସିପରେ ବ୍ରୋଞ୍ଜ ଜିତିଥିଲେ। ସେ ତାଙ୍କ ପିତାଙ୍କ ଏକାଡେମୀରେ ୧୫ବର୍ଷ ତାଲିମ ଦେଇଥିଲେ। ଏହା ପରେ, ୨୦୧୧ରେ, ସେ ନିଜ ନାମରେ ଫ୍ୟାଶନ ଆସେସରିଜ ଏବଂ ହ୍ୟାଣ୍ଡବ୍ୟାଗ ଷ୍ଟୋର୍ ଖୋଲିଥିଲେ। ସେଲିବ୍ରିଟିମାନଙ୍କ ମଧ୍ୟରେ ତାଙ୍କର ବ୍ରାଣ୍ଡ ବହୁତ ଲୋକପ୍ରିୟ।
IPL 2026: ଚେପକ୍ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ
ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…
ଭୂକମ୍ପ ଝଟ୍କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…
ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…
ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…
ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…
କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର
ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…
ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍ପି କହିଲେ ତଦନ୍ତ ଚାଲିଛି
ପୁରୀ,୩ା୪(ଅଜିତ୍ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…
ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …
ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…
ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…
ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…
ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ
କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…
Archives

