Posted inଖେଳ

ଅଷ୍ଟ୍ରେଲିଆ ଦଳରେ ପରିବର୍ତ୍ତନ, ମିଚେଲ ମାର୍ଶ ସମ୍ଭାଳିବେ ଅଧିନାୟକତ୍ୱ

ଲଣ୍ଡନ,୨୪।୧: ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜ ପାଇଁ କ୍ରିକେଟ ଅଷ୍ଟ୍ରେଲିଆ ୧୪ ଜଣିଆ ଟିମ ଘୋଷଣା କରିଛି। ଦଳର ଅଧିନାୟକ ଭାବେ ଅଲରାଉଣ୍ଡର ମିଚେଲ ମାର୍ଶଙ୍କୁ ନିଯୁକ୍ତ କରାଯାଇଛି। ଅଷ୍ଟ୍ରେଲିଆର ନିୟମିତ ଅଧିନାୟକ ପ୍ୟାଟ କମିନ୍ସଙ୍କ ବ୍ୟତୀତ ମିଚେଲ ଷ୍ଟାର୍କ ଏବଂ ଷ୍ଟିଭ ସ୍ମିଥ ଟି -୨୦ ସିରିଜର ଅଂଶ ହେବେ ନାହିଁ। କାର୍ଯ୍ୟ ଭାର ମ୍ୟାନେଜ୍‌ କରିବା ପାଇଁ ଏହି ଖେଳାଳିମାନଙ୍କୁ ବିଶ୍ରାମ ଦେବାକୁ କ୍ରିକେଟ ଅଷ୍ଟ୍ରେଲିଆ ନିଷ୍ପତ୍ତି ନେଇଛି। ତେବେ ଷ୍ଟାର ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଟି-୨୦ ସିରିଜ ପାଇଁ ଦଳକୁ ଫେରିଛନ୍ତି।

ତେବେ ଚଳିତ ବର୍ଷର ଟି -୨୦ ବିଶ୍ୱକପ୍‌ରେ ଦଳର ଦାୟିତ୍ୱ କିଏ ନେବ ତାହା କ୍ରିକେଟ ଅଷ୍ଟ୍ରେଲିଆ ଏ ପର୍ଯ୍ୟନ୍ତ ସ୍ପଷ୍ଟ କରି ନାହିଁ। ହେଲେ ମାର୍ଶ କମାଣ୍ଡ ପାଇବା ପରେ ଏବେ ଅନୁମାନ କରାଯାଇପାରେ ଯେ ସେ ବିଶ୍ୱକପ୍‌ ପାଇଁ ଅଧିନାୟକତ୍ୱ ସମ୍ଭାଳିପାରନ୍ତି। ଗତ ବର୍ଷ ମାଥ୍ୟୁ ୱେଡ ଭାରତ ବିପକ୍ଷ ଟି -୨୦ ସିରିଜରେ ଅଷ୍ଟ୍ରେଲିଆ ଦଳକୁ ଆଗେଇ ନେଇଥିବାର ନଜର ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?