ବିଶ୍ୱକପ୍‌ ଟ୍ରଫି ଉପରେ ଗୋଡ଼ ରଖିଲେ ମିଚେଲ, ଭାଇରାଲ ହେଉଛି ଫଟୋ

ଅହମ୍ମଦାବାଦ,୨୦ା୧୧: ଅଷ୍ଟ୍ରେଲିଆ କ୍ରିକେଟର ମିଚେଲ ମାର୍ଶ ବିଶ୍ୱକପ୍‌ ଟ୍ରଫି ଉପରେ ଗୋଡ଼ ରଖିବା ଏକ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏକ ସୋଫାରେ ମିଚେଲ  ବସିଥିବାବେଳେ ତାଙ୍କ ଆଗରେ ଏକ ଟେବୁଲ ଉପରେ ରଖାଯାଇଥିବା ବିଶ୍ବକପ ଟ୍ରଫି ଉପରେ ସେ ଗୋଡ଼ ରଖି ଆରାମ କରୁଛନ୍ତି। ଏହି ଫଟୋ ସୋସିଆଲ ମିଡିଆରେ ଆସିବା ପରେ ଏହାକୁ ନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ କ୍ରିକେଟର ବୃହତ ଟ୍ରଫି ଜିତିପାରନ୍ତି ସତ ସେମାନେ ଏହାକୁ ସମ୍ମାନ ଦେବା ଜାଣନ୍ତିନି ବୋଲି ସୋସିଆଲ ମିଡିଆରେ ୟୁଜରମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୁନିୟର ପୁରୁଷ ହକି ବିଶ୍ୱକପ: ୪-୧ଗୋଲରେ ସ୍ପେନ୍‌ଠାରୁ ହାରିଲା ଭାରତ

କୁଆଲାଲାମ୍ପୁର,୭ା୧୨: ଏଫ୍‌ଆଇଏଚ୍‌ ପୁରୁଷ ଜୁନିୟର ହକି ବିଶ୍ୱକପରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଭାରତ ୧-୪ ଗୋଲରେ ସ୍ପେନ୍‌ଠାରୁ ପରାଜିତ ହୋଇଛି। ପ୍ରଥମ ମ୍ୟାଚ୍‌ରେ କୋରିଆକୁ ପରାସ୍ତ...

ଆଇସିସି ଟି୨୦ ବିଶ୍ୱକପ୍‌ ଲାଗି ଲୋଗୋ ଜାରି କଲା ଆଇସିସି

ନୂଆଦିଲ୍ଲୀ,୭।୧୨: ଆଇସିସି ପକ୍ଷରୁ ଆସନ୍ତା ବର୍ଷ ହେବାକୁ ଥିବା ପୁରୁଷ ଏବଂ ମହିଳା ଟି୨୦ ବିଶ୍ୱକପ୍‌ର ଲୋଗୋ ଜାରି କରାଯାଇଛି। ଏହି ଲୋଗୋରେ ବ୍ୟାଟ୍‌, ବଲ୍‌ର...

ସ୍କୁଲରେ ସହପାଠୀଙ୍କ ଉପରକୁ ଗୁଳି ଚଳାଇ ନିଜେ ଆତ୍ମହତ୍ୟା କଲେ ନାବାଳିକା ଛାତ୍ରୀ

ମସ୍କୋ,୭ା୧୨: ରୁଷିଆର ବ୍ରାଇନ୍‌ସ୍କ ସହରର ଏକ ବିଦ୍ୟାଳୟରେ ଜଣେ ୧୪ ବର୍ଷର ନାବାଳିକା ତାଙ୍କ ସହପାଠୀମାନଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହି ଘଟଣାରେ ଜଣେ ଛାତ୍ରଙ୍କ...

ସଚିନଙ୍କ ରେକର୍ଡ ଭାଙ୍ଗିପାରିବେନି କୋହଲି: କାରଣ ବୁଝାଇ କହିଲେ ବ୍ରାଏନ ଲାରା

ନୂଆଦିଲ୍ଲୀ,୭।୧୨: ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର ଥରେ କହିଥିଲେ ବିରାଟ କୋହଲି କିମ୍ବା ରୋହିତ ଶର୍ମା ତାଙ୍କ ୧୦୦ ଶତକର ରେକର୍ଡ ଭାଙ୍ଗି ପାରିବେ। ସେତେବେଳେ ରୋହିତ...

ମାର୍ଚ୍ଚ ୧୭ରେ ରୁଷିଆ ରାଷ୍ଟ୍ରପତି ନିର୍ବାଚନ

ମସ୍କୋ,୭ା୧୨: ଗୁରୁବାର ରୁଷିଆର ଉପର ସଂସଦ ୨୦୨୪ ମାର୍ଚ୍ଚ ୧୭ରେ ଆସନ୍ତା ରାଷ୍ଟ୍ରପତି ନିର୍ବାଚନ ତାରିଖ ସ୍ଥିର କରିଛି। ଏକ ବୈଠକରେ ସିନେଟରମାନଙ୍କ ସର୍ବସମ୍ମତି କ୍ରମେ...

ସେନା ହେଲିକପ୍ଟର ନିଖୋଜ

କାରାକାସ୍‌,୭।୧୨: ଗୁୟାନାର ୭ ବରିଷ୍ଠ ସେନା ଅଧିକାରୀଙ୍କୁ ନେଇ ଯାଉଥିବା ଏକ ସାମରିକ ହେଲିକପ୍ଟର ଭେନେଜୁଏଲା ସୀମା ନିକଟରେ ନିଖୋଜ ହୋଇଯାଇଛି। ସେନା ମୁଖ୍ୟ ଷ୍ଟାଫ...

ଦକ୍ଷିଣ ଆଫ୍ରିକାରେ ପହଞ୍ଚିବା ପରେ ମୁଣ୍ଡରେ ଟ୍ରଲି ବ୍ୟାଗ୍‌ ରଖି ଦୌଡିଲେ ଭାରତୀୟ ଖେଳାଳି: ଜାଣନ୍ତୁ କାହିଁକି

କେପ୍‌ଟାଉନ୍‌,୭।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜ ଡିସେମ୍ବର ୧୦ରୁ ଆରମ୍ଭ ହେବ। ଏଥିପାଇଁ ଟିମ ଇଣ୍ଡିଆ ଦକ୍ଷିଣ ଆଫ୍ରିକାରେ ପହଞ୍ଚିଛି। ବିମାନବନ୍ଦରରେ...

ଚୌକା-ଛକା ବର୍ଷା କଲେ ଗମ୍ଭୀର

ନୂଆଦିଲ୍ଲୀ,୭।୧୨: କିମ୍ବଦନ୍ତୀ ଲିଗ କ୍ରିକେଟ ଟୁର୍ନାମେଣ୍ଟର ଏଲିମିଟର ମ୍ୟାଚରେ ଇଣ୍ଡିଆ କ୍ୟାପିଟାଲ ୧୨ ରନ୍‌ରେ ଗୁଜରାଟ ଜିଆଣ୍ଟସ ଦଳକୁ ପରାସ୍ତ କରିଛି॥ ପ୍ରଥମେ ବ୍ୟାଟିଂ କରିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri