Posted inଖେଳ

ମିଥାଲି ଗୁଜରାଟ ଜାଏଣ୍ଟ୍ସ ମେଣ୍ଟର

ଅହମଦାବାଦ, ୨୯ା୧: ଭାରତର ପୂର୍ବତନ ଅଧିନାୟିକା ମିଥାଲି ରାଜ୍‌ ଓମ୍ସେନ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ଗୁଜରାଟ ଜାଏଣ୍ଟ୍ସର ମେଣ୍ଟର ଭାବେ ନିଯୁକ୍ତି ପାଇଛନ୍ତି। ଡବ୍ଲ୍ୟୁପିଏଲ୍‌ର ଉଦ୍‌ଘାଟନୀ ସଂସ୍କରଣ ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ଖେଳାଯିବ। ମହିଳା ଅନ୍ତର୍ଜାତୀୟ କ୍ରିକେଟରେ ମିଥାଲି ହେଉଛନ୍ତି ସବୁଠାରୁ ଅଧିକ ରନ ସଂଗ୍ରହ କରିଥିବା ବ୍ୟାଟର। ଦୀର୍ଘ ୨୩ ବର୍ଷର ଲମ୍ବା କ୍ୟାରିୟର ପରେ ଗତବର୍ଷ ସେ ଅବସର ଘୋଷଣା କରିଛନ୍ତି। ୪୦ ବର୍ଷୀୟା କ୍ରିକେଟର ଗୁଜରାଟରେ ତୃଣମୂଳ ସ୍ତରରୁ ମହିଳା କ୍ରିକେଟର ବିକାଶ କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି। ନିକଟରେ ନିଲାମି ବେଳେ ୫ଟି ଦଳ ମଧ୍ୟରୁ ଅହମଦାବାଦ ଫ୍ରାଞ୍ଚାଇଜ୍‌କୁ ନେବା ଲାଗି ଆଦାନୀ ଗ୍ରୁପ୍‌ ୧୨୮୯ କୋଟି ଟଙ୍କା ଖର୍ଚ୍ଚ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

ପାକିସ୍ତାନ ବିପକ୍ଷରେ କମାଲ! ୫-୫ ୱିକେଟ୍ ନେଲେ ୨ ବୋଲର, ଗୋଟିଏ ବଲ୍‌କୁ ୨ ଭାଗ କରି ବାଣ୍ଟିଲା ଇଂଲଣ୍ଡ

ହେଡିଂଲି,୨୦।୮: ହେଡିଂଲିରେ ଇଂଲଣ୍ଡ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ଏକ ଅଜବ ଦୃଶ୍ୟ ଦେଖିବାକୁ ମିଳିଛି । ପାକିସ୍ତାନର ପ୍ରଥମ ପାଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri