Posted inଖେଳ

ଟପ୍‌ ୩ ବ୍ୟାଟ୍ସଓମେନଙ୍କ ମଧ୍ୟରେ ଭାରତର ୨

ଦୁବାଇ,୨୦।୭: ଆଇସିସି ମହିଳା ଦିନିକିଆ ର଼୍ୟାଙ୍କିଙ୍ଗ୍‌ର ଟପ୍‌-୩ରେ ସ୍ଥାନ ପାଇଛନ୍ତି ଦୁଇ ଭାରତୀୟ। ଭାରତୀୟ ଦଳର ଅଧିନାୟିକା ମିଥାଲି ରାଜ ପୁଣି ଥରେ ଶୀର୍ଷକୁ ଫେରିଥିବାବେଳେ ୩ୟ ମାନ୍ୟତା ହାସଲ କରିଛନ୍ତି ବାମହାତୀ ଓପନର ସ୍ମ୍ରିତି ମନ୍ଧାନା।

୧୬ ବର୍ଷର କ୍ୟାରିୟରରେ ୯ମ ଥର ପାଇଁ ମିଥାଲି ବ୍ୟାଟ୍ସଓମେନଙ୍କ ତାଲିକାର ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। ପୂର୍ବରୁ ଶୀର୍ଷରେ ଥିବା ଓ୍ବେଷ୍ଟଇଣ୍ଡିଜ୍‌ ଅଧିନାୟିକା ଷ୍ଟେଫାନି ଟେଲରଙ୍କ ମାନ୍ୟତା ହ୍ରାସ ପାଇବାରୁ ଆଇସିସି ମହିଳା ଦିନିକିଆ ର଼୍ୟାଙ୍କିଙ୍ଗ୍‌ରେ ଏଭଳି ପରିବର୍ତ୍ତନ ହୋଇଛି। ନିକଟରେ ଶେଷ ହୋଇଥିବା ଇଂଲଣ୍ଡ ବିପକ୍ଷ ସିରିଜ୍‌ରେ କ୍ରମାଗତ ହାଫ୍‌ ସେଞ୍ଚୁରି ମାରିଥିବା ମିଥାଲିଙ୍କ ପାଖରେ ଏବେ ୭୬୨ ପଏଣ୍ଟ ରହିଛି।

ବୋଲରଙ୍କ ମଧ୍ୟରେ ଝୁଲନ ଗୋସ୍ବାମୀ ଏକମାତ୍ର ଭାରତୀୟ ଭାବେ ଟପ୍‌-୧୦ରେ ସ୍ଥାନ ପାଇଛନ୍ତି। ସେ ୫ମ ସ୍ଥାନରେ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନବିକ୍ରିରେ ଅବ୍ୟବସ୍ଥା, ବ୍ଲକ ଅଫିସ ଆଗରେ ଧାନ ଗଦାକଲେ ଚାଷୀ

ବରଗଡ଼,୧୧।୨(ପ୍ରେମାନନ୍ଦ ଖମାରୀ): ଆଉ ସପ୍ତାହକ ପରେ ବରଗଡ଼ ଜିଲାରେ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ମାସ ପୂରିବ। ତଥାପି ଜିଲାରେ ଧାନବିକ୍ରି ଅବ୍ୟବସ୍ଥା ଲାଗି ରହିଛି ।…

ଟି-୨୦ ବିଶ୍ୱକପ୍‌ ୨୦୨୬: ଜାଣନ୍ତୁ କ୍ରିକେଟ ଇତିହାସରେ କେବେ ଖେଳା ଯାଇଥିଲା ପ୍ରଥମ ସୁପର ଓଭର

ନୂଆଦିଲ୍ଲୀ,୧୧ା୨: ଆଜି ଅର୍ଥାତ୍‌ ବୁଧବାର ଦକ୍ଷିଣ ଆଫ୍ରିକା ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଏକ ରୋମାଞ୍ଚକର ଡବଲ ସୁପର ଓଭରରେ ଆଫଗାନିସ୍ତାନକୁ ପରାସ୍ତ କରିଛି। କ୍ରିକେଟ ପ୍ରେମୀମାନେ ପୁଣି…

୨ ନଦୀର ସଙ୍ଗମସ୍ଥଳରେ ହେବ ଆନିକଟ୍‌, ନିର୍ମାଣ ସ୍ଥଳ ପରିଦର୍ଶନ କରି ବିଧାୟକ କହିଲେ…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗ୍ରୀଣ୍ଡୋଲା ନିକଟରେ ପ୍ରବାହିତ ଜୀରାନଦୀ ଏବଂ ରାଞ୍ଜ ନଦୀର ସଂଯୋଗସ୍ଥଳୀ ଦୋ ମୁହାଣିରେ ନଦୀସ୍ଥ ଜଳ ସଂରକ୍ଷଣ…

ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା! ବୁମରାଙ୍କ ବଲରେ ଇଶାନ….ସେପଟେ ମେଡିକାଲରେ ଅଭିଷେକ

ନୂଆଦିଲ୍ଲୀ,୧୧।୨:  ଟିମ୍ ଇଣ୍ଡିଆର ସମସ୍ୟା ସମାଧାନର ନାଁ ଧରୁନାହିଁ । ୨୦୨୬ ଟି-୨୦ ବିଶ୍ୱକପରେ ଲଗାତାର ଦ୍ୱିତୀୟ ଟାଇଟଲ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ଏହାର ଖେଳାଳିଙ୍କ…

ଟି-୨୦ ବିଶ୍ୱକପ୍: ନେଟ୍ସରେ ସଞ୍ଜୁ ସାମସନଙ୍କ ନିରବ ସଂଘର୍ଷ, ଅଭିଷେକଙ୍କ ଅସୁସ୍ଥତା ବଢ଼ାଇଲା ଚିନ୍ତା

ନୂଆଦିଲ୍ଲୀ,୧୧।୨: ନାମିବିଆ ବିପକ୍ଷ ମ୍ୟାଚ୍ ପୂର୍ବରୁ ଭାରତୀୟ ଦଳର ଅଭ୍ୟାସ ସେସନରେ ଏକ ଭିନ୍ନ ଚିତ୍ର ଦେଖିବାକୁ ମିଳିଛି। ଗୋଟିଏ ପଟେ ଦଳର ବାକି ସଦସ୍ୟମାନେ ହସଖୁସି…

ମାଓବାଦୀ ମୁକ୍ତ ହେବ ଗନ୍ଧମାର୍ଦ୍ଦନ: ଚାଲିଛି ରଣକୌଶଳ, ମାର୍ଚ୍ଚ ଶେଷ ଶୁଦ୍ଧା…

ବରଗଡ଼,୧୧ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ପଦ୍ମପୁର ଉପଖଣ୍ଡ ପାଇକମାଳ ଥାନା ଅନ୍ତର୍ଗତ ଗନ୍ଧମାର୍ଦ୍ଦନ ଜଙ୍ଗଲରୁ ପ୍ରଥମେ ଜିଲାରେ ମାଓବାଦୀ ସଂଗଠନ କାୟା ବିସ୍ତାର କରିଥିଲା। ଏହାପରେ ମାଓବାଦୀ…

ଜୀବନର ଶେଷ ଦୌଡ଼… ପୋଲିସ ନିଯୁକ୍ତି ପାଇଁ ଦୌଡୃୁଥିଲେ ପ୍ରାର୍ଥୀ, ତଳେ ପଡ଼ି ଚାଲିଗଲା ଜୀବନ

ମୁମ୍ବାଇ,୧୧।୨: ମହାରାଷ୍ଟ୍ରର ବିଡ ଜିଲ୍ଲାରେ ପୋଲିସ ନିଯୁକ୍ତି ପ୍ରକ୍ରିୟା ସମୟରେ ଏକ ଦୁଃଖଦ ଘଟଣା ଘଟିଛି । ଶାରୀରିକ ପରୀକ୍ଷା ପାଇଁ ଏକ ଦୌଡ଼ରେ ଅଂଶଗ୍ରହଣ କରୁଥିବା…

ମହିଳାଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ଆବେଦନ ଖାରଜ ହେବାରୁ ଅଭିଯୁକ୍ତ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ମଙ୍ଗରାଜପୁର ଗ୍ରାମର ଏମ.ସସ୍ମିତା ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ ଘଟଣାରେ ଦିଗପହଣ୍ଡି ପୋଲିସ ବୁଧବାର ଗ୍ରାମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri