ଜିଲା ପରିଷଦ ଉପାଧ୍ୟକ୍ଷା ହେଲେ ମିଥିଳା

ବଲାଙ୍ଗୀର ଅଫିସ, ୨୫।୩- ଶୁକ୍ରବାର ଅନୁଷ୍ଠିତ ଜିଲା ପରିଷଦ ଉପାଧ୍ୟକ୍ଷା ନିର୍ବାଚନରେ ମୁରିବାହାଲ ୨୭ ନମ୍ବର ଜିଲା ପରିଷଦ ଜୋନର ଜିଲା ପରିଷଦ ପ୍ରାର୍ଥିନୀ ମିଥିଳା ମାଝି ନିର୍ବାଚିତ ହୋଇଥିବା ଜଣାପଡିଛି । ଅତିରିକ୍ତ ଜିଲାପାଳ ଅନନ୍ତ ନାରାୟଣ ଲାଗୁରୀଙ୍କ ପରିଚାଳନା କ୍ରମେ ଅନୁଷ୍ଠିତ ଉପାଧ୍ୟକ୍ଷା ନିର୍ବାଚନରେ ଜିଲାର ସମସ୍ତ ୩୪ ଜୋନର ଜିଲା ପରିଷଦ ସଦସ୍ୟା-ସଦସ୍ୟ, ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟେରାକୋଟା ପ୍ରେମରେ ପୋଲାଣ୍ଡ ମହିଳା: ଶିଖୁଛନ୍ତି ଏହି କଳା

ନୀଳଗିରି,୧୩।୧୧(ପ୍ରଶାନ୍ତ ବିଶ୍ୱାଳ):ଓଡ଼ିଶାର ମାଟି କଳାର ଆକର୍ଷଣ ଟାଣି ଆଣିଛି ବିଦେଶିନୀଙ୍କୁ। ପୋଲାଣ୍ଡ ମହିଳା ମାଗଡାଲେନା କାମିନସ୍କା ଏହି କଳା ଶିକ୍ଷା କରିବାକୁ ଚାଲି ଆସିଛନ୍ତି ବାଲେଶ୍ୱର ଜିଲା…

ଧର୍ମେନ୍ଦ୍ରଙ୍କ କାର୍ଯ୍ୟକ୍ରମରେ କୃଷ୍ଣଙ୍କ ଅନୁପସ୍ଥିତିକୁ ନେଇ ଚର୍ଚ୍ଚା: ବଢୁଛି ମନାନ୍ତର

ଢେଙ୍କାନାଳ, ୧୩ା୧୧ (ରତନ ନାୟାର):ଢେଙ୍କାନାଳରେ ଗୁରୁବାର ଭାଜପା ପକ୍ଷରୁ ଅନୁଷ୍ଠିତ ‘ଲୋକତନ୍ତ୍ର ବଞ୍ଚାଅ-ଅରାଜକତା ହଟାଅ’ କାର୍ଯ୍ୟକ୍ରମରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ଏମ୍‌ପି ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇଥିଲେ।…

ଆଦାନୀ ଯୁଆଡ଼େ ଯାଇଛି ମର୍ଡର କରିଛି: ଜୟନାରାୟଣଙ୍କ ବିବାଦୀୟ ମନ୍ତବ୍ୟ

ସମ୍ବଲପୁର,୧୩ା୧୧(ପ୍ରମୋଦ ବହିଦାର):ସମ୍ବଲପୁର ଅଞ୍ଚଳରେ ଏନ୍‌ଏଲ୍‌ସି କମ୍ପାନୀର ମନମାନି ଓ ଦାଦାଗିରି ବିରୋଧରେ ସମ୍ବଲପୁର ବିଧାୟକ ଜୟନାରାୟଣ ମିଶ୍ର କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସମ୍ବଲପୁର ଅଞ୍ଚଳରେ ଏନ୍‌ଏଲ୍‌ସି…

ଘରେ ଭୟଙ୍କର ବିସ୍ଫୋରଣ, ୩ ଗୁରୁତର, କାରଣ ଖୋଜୁଛି ବମ୍‌ ସ୍କ୍ବାଡ

ଖଲ୍ଲିକୋଟ,୧୨ା୧୧(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ସହର ଅରବିନ୍ଦ ନଗର ଦ୍ୱିତୀୟ ଗଳିରେ ବୁଧବାର ବିଳମ୍ବିତ ରାତିରେ ଜଣଙ୍କ ଘର ଭିତରେ ପ୍ରଚଣ୍ଡ ବିସ୍ଫୋରଣ ହୋଇଛି।…

ପରଷ୍ପରଙ୍କୁ ହତ୍ୟା ଉଦ୍ୟମ: ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୨।୧୧(ଅଶେଷ ନାଥ ମିଶ୍ର): ପରଷ୍ପରଙ୍କୁ ହତ୍ୟା ଉଦ୍ୟମ ଘଟଣାରେ କେ.ନୂଆଗାଁ ପୋଲିସ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ବଡ଼ପଦା ଗ୍ରାମର ସୀମାଞ୍ଚଳ ଦଳାଇ(୨୮), ଅଭି…

ଆତଙ୍କ ଖେଳାଇଲା ପିକଅପ୍‌ ଭ୍ୟାନ୍‌: ଦୁଇ ବାଇକ୍‌କୁ ଧକ୍କା ଦେଇ ଘର କାନ୍ଥ ଭାଙ୍ଗିଲା, ଆଉ ତା’ ପରେ…

ଭବାନୀପାଟଣା,୧୨।୧୧(ଉତ୍ତମ କୁମାର ଦାଶ): ଦ୍ରୁତ ଏବଂ ବେପରୁଆ ଗାଡ଼ି ଚାଳନାର କରୁଣ ପରିଣାମ ଘଟିଛି। ଗୋଟିଏ ପରେ ଗୋଟିଏ ଦୁଇଟି ବାଇକ୍‌କୁ ଧକ୍କା ଦେବା ପରେ ରାସ୍ତାକଡ଼ରେ…

ଘରୁ କଲେଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

ପାଟଣା,୧୨।୧୧(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଭୀମାପଡ଼ା ନାଏକ ସାହିରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପୋଲିସ ଘରୁ ଜଣେ କଲେଜ…

ଶିକ୍ଷକ ସୁନ୍ଦରଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

ମହାକାଳପଡ଼ା,୧୨।୧୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବାରଡାଙ୍ଗ ପଞ୍ଚାୟତ ନନ୍ତାର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶିକ୍ଷକ ସୁନ୍ଦର ମୋହନ ସିଂଙ୍କୁ ଗୁରୁବାର ମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?