ମିଥୁନ ଚକ୍ରବର୍ତ୍ତୀଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌

ବମ୍ବେ: ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ବ୍ରେନ୍‌ ଷ୍ଟୋକ୍‌। ଅସୁସ୍ଥତାକୁ ନେଇ ସେ ଶନିବାର ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ବେଳେ ଏବେ ତାଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ତାଙ୍କର ମେଡିକାଲ ରିପୋର୍ଟ ଆସିଛି। ଏଥିରୁ ତାଙ୍କୁ ଷ୍ଟ୍ରୋକ୍‌ ହୋଇଥିବା ସ୍ପଷ୍ଟ ହେବା ପରେ ଚିକିତ୍ସା ଜାରି ରହିଛି। ପ୍ରଶଂସକମାନେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି।

mithun chakraborty diagnosed with brain stroke says medical bulletin actor admitted in hospital | बॉलीवुड News, Times Now Navbharat

ମିଥୁନ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ କୋଲକାତାର ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ପ୍ରଥମେ ରିପୋର୍ଟ ଆସିଥିଲା। ହେଲେ କିଛି ସମୟ ପୂର୍ବରୁ ତାଙ୍କ ପୁଅ ମହାକ୍ଷୟ ଚକ୍ରବର୍ତ୍ତୀ ସବୁକିଛି ଗୁଜବ ବୋଲି କହିଥିଲେ। ହେଲେ ଏବେ ଡାକ୍ତରଖାନା ତରଫରୁ ଜାରି କରାଯାଇଥିବା ସୂଚନାରେ ଅଭିନେତାଙ୍କୁ ବ୍ରେନ୍‌ ଷ୍ଟ୍ରୋକ୍‌ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ମୋବାଇଲରେ ଏମିତି ଚାଟ୍‌ ଦେଖି ସ୍ବାମୀଙ୍କ ପାଦ ତଳୁ ଖସିଗଲା ମାଟି, ସିଧା ପହଞ୍ଚିଲେ ଥାନାରେ…

ନୂଆଦିଲ୍ଲୀ,୧୩।୮: ତେଲଙ୍ଗାନାର ମହବୁବାବାଦ ଜିଲାରୁ ସାମ୍ନାକୁ ଆସିଥିବା ଏକ ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ପତ୍ନୀ ଓ ତାଙ୍କର କଥିତ ପ୍ରେମିକଙ୍କ ବିରୋଧରେ…

ଚାର୍ଜ ବସାଇ ଶୁଣୁଥିଲେ ଗୀତ: ହଠାତ୍‌ ମାରିଲା ଘଡ଼ଘଡ଼ି, ଆଉ ତା’ପରେ…

ନନ୍ଦପୁର,୧୩।୮(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ରାତ୍ରଠାରୁ ପ୍ରବଳ ବର୍ଷା ଓ ବଜ୍ରପାତର ପ୍ରକୋପ ଦେଖିବାକୁ ମିଳିଛି। ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ…

ପ୍ରବଳ ବର୍ଷା: ଏହି ଜିଲାରେ ସମସ୍ତ ସ୍କୁଲ ବନ୍ଦ

ବାରିପଦା,୧୩।୮(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ଗତ ରାତିରୁ ଆରମ୍ଭ ହୋଇ ଏପର୍ଯ୍ୟନ୍ତ ଜାରି ରହିଥିବା ଭାରି ବର୍ଷାକୁ ନେଇ ମୟୂରଭଞ୍ଜ ଜିଲ୍ଲାପାଳ ହେମକାନ୍ତ ସୟଙ୍କ ନିର୍ଦ୍ଦେଶକ୍ରମେ ଆଜି ଜିଲାର ସମସ୍ତ…

ଆସୁଛି ବଡ଼ ବର୍ଷା: ଅବପାତର ପରିଣତ ହେବ ଲଘୁଚାପ, ରେଡ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୧୩/୮:ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପକୂଳର ଉତ୍ତର ବଙ୍ଗୋପସାଗର ଉପରେ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ସୃଷ୍ଟ ଲଘୁଚାପ ଅଧିକ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri