Posted inଜାତୀୟ

ଭାଜପାରେ ଯୋଗଦେଲେ ମିଥୁନ

କୋଲକାତା,୭।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ଉଷ୍ଣତା ବଢ଼ିବାରେ ଲାଗିଛି। ଭାଜପା ରାଜ୍ୟରୁ ଶାସକ ତୃଣମୂଳ କଂଗ୍ରେସର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କୁ ହଟାଇବା ପାଇଁ ଯୋଜନା ପ୍ରସ୍ତୁତ କରିଛି। ଏନେଇ ଭାଜପା ପକ୍ଷରୁ ରାଜ୍ୟରେ ପରିବର୍ତ୍ତନ ଯାତ୍ରା ଆରମ୍ଭ କରାଯାଉଛି। ରବିବାର ବ୍ରିଗେଡ଼ ପରେଡ଼ ପଡ଼ିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲି ପୂର୍ବରୁ ଅଭିନେତା ମିଥୁନ୍‌ ଚକ୍ରବର୍ତ୍ତୀ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗ ଦେଇଛନ୍ତି। ଏହି ଅବସରରେ ଭାଜପାର ଜାତୀୟ ଜେନେରାଲ ସେକ୍ରେଟାରୀ କୈଳାସ ବିଜୟଭର୍ଗିୟ, ଉପାଧ୍ୟକ୍ଷ ମୁକୁଲ ରାୟ, ଶୁଭେନ୍ଦୁ ଅଧିକାରୀଙ୍କ ସମେତ ଅନ୍ୟ ବରିଷ୍ଠ ନେତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଗସ୍ତ ବାତିଲ କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୧: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ନିଜର ଭାରତ ଗସ୍ତକୁ ବାତିଲ କରିଦେଇଛନ୍ତି। ଚଳିତ ବର୍ଷ ଜାନୁୟାରୀ ୨୬ ଗଣତନ୍ତ୍ର ଦିବସରେ ସେ ମୁଖ୍ୟ ଅତିଥି...

ବନ ଅଧିକାରୀଙ୍କୁ ଆକ୍ରମଣ ଘଟଣାରେ କାହିଁକି ଚୁପ୍‌ ଅଛନ୍ତି ମୁଖ୍ୟମନ୍ତ୍ରୀ: ବିରୋଧୀ

ହାଇଦ୍ରାବାଦ,୨।୭: ତେଲେଙ୍ଗାନାରେ ବିରୋଧୀ କଂଗ୍ରେସ ଓ ଭାଜପା ମୁଖ୍ୟମନ୍ତ୍ରୀ କେ. ଚନ୍ଦ୍ରଶେଖର ରାଓଙ୍କୁ ଘେରିଛନ୍ତି। ତେଲେଙ୍ଗାନା ରାଷ୍ଟ୍ର ସମିତି (ଟିଆର୍‌ଏସ୍‌) କର୍ମୀମାନେ ଯେଉଁଭଳି ଭାବେ ଜଣେ...

ହୃଦୟ ଜିତିଲେ କେଜରିଓ୍ବାଲଙ୍କ ଫ୍ୟାନ୍‌ କୁନି ‘ମଫଲରମ୍ୟାନ’

ନୂଆଦିଲ୍ଲୀ,୧୧।୨: ଗୋଟିଏ ପଟେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଆମ ଆଦମୀ ପାର୍ଟି(ଏଏପି) ଦିଲ୍ଲୀ ବିଧାନସଭା ନିର୍ବାଚନରେ ବହୁମତରେ ବିଜୟ ପଥେ ଅଗ୍ରସର ହେଉଥିବା ବେଳେ...

ଏବେ କର୍ନାଟକ ପରି ହେବ ମହାରାଷ୍ଟ୍ର ସ୍ଥିତି: ଆଦିତ୍ୟ ଠାକରେ…

ମୁମ୍ବାଇ,୧୩।୫ : କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଏକକ ସଂଖ୍ୟା ଗରିଷ୍ଠତା ହାସଲ କରିବାକୁ ଯାଉଛି। ଏପରିସ୍ଥଳେ ମହାରାଷ୍ଟ୍ରର ଶିବସେନା ଉଦ୍ଧବ ଠାକରେ ନେତା ଆଦିତ୍ୟ...

ମୁଖ୍ୟମନ୍ତ୍ରୀଙ୍କ ପାଦ ଛୁଇଁଲେ ଜିଲାପାଳ: ଉଠିଲା ବିବାଦ

ହାଇଦ୍ରାବାଦ,୨୧।୬: ତେଲଙ୍ଗାନାରେ ସିଦ୍ଦିପେଟ ଜିଲାପାଳ ଭେଙ୍କଟାରାମ ରେଡ୍ଡୀ ଉଚ୍ଚ ପଦାଧିକାରୀ ତଥା ଜନ ପ୍ରତିନିଧୀଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ(କେସିଆର୍‌)ଙ୍କ ପାଦ ଛୁଇଁଛନ୍ତି। ଏହାକୁ...

ଥରିଲା ରାଜସ୍ଥାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୬

ଜୟପୁର,୧୭ ।୧୦: ରାଜସ୍ଥାନର ଜାଲୋରରେ ରବିବାର ରାତି ପ୍ରାୟ ୨ଟା ୨୬ରେ ଏକ ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୬...

ଶିଶୁ କନ୍ୟାକୁ ବିକି ଫୋନ କିଣିଲେ ବାପା

ଚେନ୍ନାଇ, ୨୩ା୧୧(ପି.ଟି.): ତାମିଲନାଡ଼ୁରେ ନିଜ ନବଜାତ ଶିଶୁକନ୍ୟାକୁ ଦଲାଲ୍‌ଙ୍କ ସହଯୋଗରେ ଜଣେ ବ୍ୟକ୍ତି ବିକ୍ରିକରି ସେହି ଟଙ୍କାରେ ଫୋନ୍‌ କିଣିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି।...

କଂଗ୍ରେସ ବିଧାୟକ ହୋଟେଲରେ ଦେଖୁଛନ୍ତି ସଲିମ୍‌ର ବିଦ୍ରୋହ: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ଜୟପୁର, ୧୮।୭: ରାଜସ୍ଥାନରେ ରାଜନୈତିକ ସଙ୍କଟ ଜାରି ରହିଛି। ଏପରିସ୍ଥଳେ ଗତ ୫ ଦିନ ଧରି ଦିଲ୍ଲୀ ରୋଡ ସ୍ଥିତ ଆଲିଶାନ୍‌ ରିସୋର୍ଟରେ ରହିଥିବା ୧୦୦ରୁ...

Advertisement
Archives

Model This Week