Posted inଜାତୀୟ

ମିଥୁନ ଧରିବେ ପଦ୍ମ !

କୋଲକାତା,୭।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟିଂ ମାର୍ଚ୍ଚ ୨୭ରେ ହେବାକୁ ଯାଉଛି। ଏହା ପୂର୍ବରୁ ଭାଜପା ଦଳରେ ରାଜ୍ୟରେ ଖ୍ୟାତି ସମ୍ପନ୍ନ ବ୍ୟକ୍ତିଙ୍କୁ ମିଶାଇବା ପ୍ରକ୍ରିୟା ଜାରି ରଖିଛି। ଏବେ ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଭାଜପାରେ ଯୋଗଦେବାର ନିଷ୍ପତ୍ତି ହୋଇଛି। ଭାଜପାର ଜାତୀୟ ଜେନେରାଲ ସେକ୍ରେଟାରୀ କୈଳାସ ବିଜୟଭର୍ଗିୟ ମିଥୁନଙ୍କୁ ତାଙ୍କ ବେଲଗାଛିଆ ସ୍ଥିତ ବାସଭବନରେ ଶନିବାର ରାତ୍ରରେ ଭେଟିଛନ୍ତି। ରବିବାର ବ୍ରିଗେଡ ପରେଡ଼ ପଡ଼ିଆରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ରାଲିରେ ମିଥୁନ ଯୋଗ ଦେବେ ବୋଲି ଚର୍ଚ୍ଚା ହେଉଛି। ଏହି ଅବସରରେ ସେ ଆନୁଷ୍ଠାନିକ ଭାବେ ଭାଜପାରେ ଯୋଗଦେବାର ଯୋଜନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍କେଟରେ ମିଳୁଛି ମମତା-ମୋଦି ରାଖୀ

ନୂଆଦିଲ୍ଲୀ,୧୪।୮: ରାତି ପାହିଲେ ଦେଶରେ ଭାଇ ଭଉଣୀଙ୍କର ପବିତ୍ର ବନ୍ଧନର ପ୍ରତୀକ ଗହ୍ମାପୂର୍ଣ୍ଣିମା ପାଳନ କରାଯିବ। ଏନେଇ ଦୋକାନ ବଜାର ଚଳଚଞ୍ଚଳ ହୋଇଉଠିଛି। ସହରରେ ଚାରିଆଡେ...

ପ୍ରଧାନମନ୍ତ୍ରୀ ହେଲେ ପ୍ରଥମେ କ’ଣ କରିବେ ରାହୁଲ

ନୂଆଦିଲ୍ଲୀ,୭ ।୧୧: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ୱାଇନାଡାର ଏମ୍‌ପି ରାହୁଲ ଗାନ୍ଧୀ ତାମିଲନାଡୁର ମୁଲଗୁମୁଦନର ସେଣ୍ଟ ଜୋସେଫ ସ୍କୁଲରେ ଏ ବର୍ଷର ଦୀପାବଳି ପାଳନ...

ନିର୍ବାଚନ ପୂର୍ବରୁ ଶ୍ରମିକଙ୍କ ପାଇଁ ନୂଆ ଯୋଜନା ଘୋଷଣା କଲେ ମମତା

କୋଲକତା,୨୬।୨: ପଞ୍ଚିମବଙ୍ଗ ନିର୍ବାଚନକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁକ୍ରବାର ରାଜ୍ୟ ସହରାଞ୍ଚଳ ନିଯୁକ୍ତ ରୋଜଗାର ଯୋଜନାରେ ଶ୍ରମିକଙ୍କ ମଜୁରୀ ଟଙ୍କା ବୃଦ୍ଧି ପାଇଁ...

୧୦୦ ବସ୍‌ର ବ୍ୟବସ୍ଥା କଲା ରୁଷିଆ…

ନୂଆଦିଲ୍ଲୀ /କ୍ୱିଭ୍‌/ମସ୍କୋ, ୫।୩ : ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଲଗାତାର ୧୦ ଦିନ ଧରି ଯୁଦ୍ଧ ଜାରି ରହିଛି। ଏପରିସ୍ଥଳେ ୟୁକ୍ରେନ୍‌ରୁ ଭାରତୀୟ ନାଗରିକ ଏବଂ...

୧୦ ଦିନରେ ଡିସ୍‌ଚାର୍ଜ ହେବେ ଆକ୍ରାନ୍ତ

ନୂଆଦିଲ୍ଲୀ,୧୦।୫(ପି.ଟି.): ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ବୃଦ୍ଧି ପାଉଥିବାରୁ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରୋଗୀଙ୍କ ଡିସ୍‌ଚାର୍ଜ ନୀତିରେ ପରିବର୍ତ୍ତନ କରିଛନ୍ତି। ସଂଶୋଧିତ ନିୟମ ଅନୁଯାୟୀ ଗୁରୁତର...

ସମସ୍ତଙ୍କୁ ମିଳିବ ମାଗଣା କରୋନା ଟିକା: ମମତା

କୋଲକାତା,୧୦ ।୧: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବଡ ଘୋଷଣା କରିଛନ୍ତି । ସେ କହିଛନ୍ତି ଆବଶ୍ୟକ ଥିବା ସମସ୍ତ...

ରାଜ ଠାକରେଙ୍କୁ ଦ୍ୱିତୀୟ ଓୱାଇସି କହିଲା ଶିବସେନା

ମୁମ୍ବାଇ,୧୯ ।୪: ଲାଉଡ ସ୍ପିକର ବିବାଦକୁ ନେଇ ଶିବସେନା ରାଜ ଠାକରେଙ୍କୁ ଟାର୍ଗେଟ କରିଛି । ଶିବସେନାର ସମ୍ପାଦକୀୟରେ ବାଲା ସାହେବ ଠାକରେଙ୍କ ଉଦାହରଣ ଦେଇ...

ଜାତି ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା: ଉପତ୍ୟକା ଓ ଲଦାଖର ବିକାଶରେ ସହାୟକ ହୁଅନ୍ତୁ

ନୂଆଦିଲ୍ଲୀ,୮।୮(ପି.ଟି./ଆଇଏଏନ୍‌ଏସ୍‌)- ଜମ୍ମୁ-କଶ୍ମୀରରେ ଖୁବ୍‌ଶୀଘ୍ର ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଉପତ୍ୟକାବାସୀ ସେମାନଙ୍କ ମତାଧିକାର ସାବ୍ୟସ୍ତ କରି ନିଜ ନିଜ ପ୍ରତିନିଧି ବାଛିବାର ସୁଯୋଗ ପାଇବେ ବୋଲି...

Advertisement
Archives

Model This Week