Posted inଫୁରସତ

ମଣିଷ ଟିସୁର ପ୍ରିଣ୍ଟ ବାହାର କରିବ ‘ମିଟୋ ପ୍ଲସ୍‌’

ନୂଆଦିଲ୍ଲୀ: ଏଣିକି ମଣିଷ ଟିସୁର ପ୍ରିଣ୍ଟ୍‌ ଆଉଟ୍‌ ବାହାରିବ। ବାୟୋଇଙ୍କ୍‌ ବ୍ୟବହାର କରି ଏହି ପ୍ରିଣ୍ଟ ବାହାର କରାଯିବ। ତେବେ ଏ ନେଇ ଭାରତର ଷ୍ଟାର୍ଟଅପ୍‌ କମ୍ପାନୀ ମିଟୋ ପ୍ଲାସ ନାମରେ ଏକ ପ୍ରିଣ୍ଟର ମେଶିନ୍‌ ତିଆରି କରିଛି। ବର୍ତ୍ତମାନ ମିଟୋ ପ୍ରିଣ୍ଟର ବ୍ୟବହାର ବେଙ୍ଗାଲୁରୁସ୍ଥିତ ଇଣ୍ଡିଆନ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ସାଇନ୍ସ (ଆଇଆଇଏସ୍‌ସି)ରେ ଆରମ୍ଭ କରାଯାଇଛି। ଆଇଆଇଏସ୍‌ସି ଏବଂ ଆଇଆଇଟି ମାଡ୍ରାସ୍‌ ମିଳିତ ଭାବେ ଥ୍ରୀ-ଡି ବାୟୋପ୍ରିଣ୍ଟରକୁ ତିଆରି କରିଛନ୍ତି। ବର୍ତ୍ତମାନ ଏହି ପ୍ରିଣ୍ଟରର ମୂଲ୍ୟ ୧.୩ ବିଲିୟନ୍‌ ରହିଥିବାବେଳେ ୨୦୨୭ ବେଳକୁ ଏହା ୩.୩ ବିଲିୟନ୍‌ ଡଲାରରେ ପହଞ୍ଚିବ। ମେଡିସିନ୍‌ ତିଆରି କରିବାଠାରୁ ଆରମ୍ଭ କରି ଔଷଧ ପରୀକ୍ଷଣରେ ଏହାକୁ ବ୍ୟବହାର କରାଯାଇ ପାରିବ। ପ୍ଲାଷ୍ଟିକ୍‌ କିମ୍ବା ପେପରରେ କୌଣସି ପ୍ରିଣ୍ଟ ଆଉଟ୍‌ ମିଟୋ ପ୍ଲସ୍‌ରୁ ବାହାରି ନ ଥାଏ। ଏହା ବଦଳରେ ଏକାଧିକ ବାୟୋ ମ୍ୟାଟେରିଆଲ ସ୍ତର ଏହାର ପ୍ରିଣ୍ଟଆଉଟ୍‌ରୁ ବାହାରେ।


Enter your email to get our daily news in your inbox.

All Right Reserved By Dharitri.Com

ଜାପାନ ନିର୍ବାଚନ: ପ୍ରଧାନମନ୍ତ୍ରୀଙ୍କ ଦଳ ବିଜୟୀ

ଟୋକିଓ,୯ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ଦୁଇ-ତୃତୀୟାଂଶ ସଂଖ୍ୟାଗରିଷ୍ଠତାର ସହ ବିଜୟୀ ହେବାକୁ ଯାଉଛି। ପ୍ରଧାନମନ୍ତ୍ରୀ…

ପାକ୍‌ ଏଜେଣ୍ଟ ସହ ଗୌରବ, ତାଙ୍କ ସ୍ତ୍ରୀଙ୍କ ନିବିଡ଼ ସମ୍ପର୍କ: ହିମନ୍ତ

ଗୁଆହାଟୀ,୯ା୨(ପି.ଟି.): ଆସାମ କଂଗ୍ରେସ ସଭାପତି ତଥା ଏମ୍‌ପି ଗୌରବ ଗୋଗୋଇ ଏବଂ ତାଙ୍କ ସ୍ତ୍ରୀ ଏଲିଜାବେଥ କୋଲବର୍ନଙ୍କର ପାକିସ୍ତାନ ସହ ନିବିଡ଼ ସମ୍ପର୍କ ରହିଥିବା ଆସାମ ମୁଖ୍ୟମନ୍ତ୍ରୀ…

ଶତ୍ରୁ ସାଟେଲାଇଟ୍‌ ଉପରେ ନଜର ରଖିବ ଭାରତ

ପାଟନା,୯ା୨: ଭାରତର ଅଭିବୃଦ୍ଧିଶୀଳ ଘରୋଇ ମହାକାଶ କ୍ଷେତ୍ରକୁ ଏକ ବଡ଼ ସଫଳତା ମିଳିଛି। ଅହମଦାବାଦର ଆଜିସ୍ତା ଇଣ୍ଡଷ୍ଟ୍ରିଜ୍‌ ପ୍ରା.ଲିଃ ଏହାର ଏରୋସ୍ପେସ୍‌ ବିଭାଗ ଜରିଆରେ ଏକ ନୂଆ…

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri