ମିକ୍ସଚର ମେସିନ୍ ଗାଡ଼ି ଓଲଟିବା ଘଟଣା, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗିରେ ମିକ୍ସଚର ଗାଡ଼ି ଓଲଟିବା ଘଟଣାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମଦନ ସିଂ । ତାଙ୍କ ଘର ଝାଡ଼ଖଣ୍ଡ ବୋଲି ଜଣାପଡିଛି । ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇ ଦେଇଛି ।

ପ୍ରକାଶ ଯୋଗ୍ୟ ଯେ, ରାସ୍ତା କାମରେ ନିୟୋଜିତ ଏକ ମିକ୍ସଚର ମେସିନ୍ ଗାଡ଼ି ଓଲଟି ପଡିଥିଲା । ଫଳରେ ଗାଡିରେ ଥିବା ମିସ୍ତ୍ରୀ ମାଟି ତଳେ ପୋତି ହୋଇଯାଇଥିଲେ । ତାଙ୍କୁ ଉଦ୍ଧାର ପାଇଁ ଭଞ୍ଜନଗର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଥିବା ବେଳେ ବର୍ତ୍ତମାନ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…

ଓଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ, ୨ ଦିନ ମଧ୍ୟରେ ପୁରୁଣା ଦାୟିତ୍ୱରୁ ମୁକ୍ତ….

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ଓଏଏସ୍‌ ଅଫିସର ସ୍ତରରେ ଛୋଟ ଧରଣର ଅଦଳବଦଳ କରିଛନ୍ତି । ଓଏସ୍‌ଡିଏମ୍‌ଏ (ଓସ୍‌ଡମା)ର ମୁଖ୍ୟ ମହାପ୍ରବନ୍ଧକ ଥିବା ସୁବୋଧ ଚନ୍ଦ୍ର ଆଚାର୍ଯ୍ୟଙ୍କୁ…

ଦୁଇ ସମ୍ପ୍ରଦାୟର ସ୍ଥିତି

ଭାରତରେ ଜୈନ ଏବଂ ୟୁରୋପର ଇହୁଦୀ ସମ୍ପ୍ରଦାୟ ମଧ୍ୟରେ ତୁଳନା କଲେ ଜଣାଯାଏ ଯେ ଏହି ଦୁଇ ସଂଖ୍ୟାଲଘୁ ସମ୍ପ୍ରଦାୟ ନିଜ ଜନସଂଖ୍ୟା ତୁଳନାରେ ଅର୍ଥନୈତିକ କ୍ଷେତ୍ରରେ…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

୪ ନୂଆ ଟାଉନ୍‌ ପ୍ଲାନ୍‌ ସ୍କିମ୍‌ ଘୋଷଣାକଲା ବିଡିଏ

ଭୁବନେଶ୍ୱର,୧୮ା୬(ରବିନାରାୟଣ ଜେନା): ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଓଡିଏ) ଆକ୍ଟର ୧୯୮୨ର ଧାରା ୨୩(୧)ର ବ୍ୟବସ୍ଥା ଅନୁଯାୟୀ, ବିଡିଏ ଭୁବନେଶ୍ୱର ବିକାଶ ଯୋଜନା ଅଞ୍ଚଳ (ବିଡିପିଏ)ରେ ୪ଟି ନୂଆ…

ମାଟିତଳୁ ମିଳିଲା ବଙ୍କର ହିଲ୍‌ ଯୁଦ୍ଧ ସମୟର ଦୁର୍ଗ, ଗୁଳି

ବୋଷ୍ଟନ, ୧୮ା୬ (ଏ.ପି.): ଆମେରିକାର ସ୍ୱାଧୀନତା ସଂଗ୍ରାମର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରଣାଙ୍ଗନ ଭାବେ ପରିଚିତ ‘ବଙ୍କର ହିଲ୍‌’ର ମାଟି ତଳୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ୧୭୭୫ ମସିହା ଯୁଦ୍ଧର ଅନେକ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଆମେରିକା-ଇରାନ ମଧ୍ୟରେ ୧୪ ସୂତ୍ରୀ ବୁଝାମଣାପତ୍ର ସ୍ୱାକ୍ଷରିତ, ଡିଜିଟାଲ୍‌ ସ୍ୱାକ୍ଷର କଲେ…

ଓ୍ବାଶିଂଟନ, ୧୮।୬: ମାସ ମାସ ଧରି ଚାଲିଥିବା ଦୀର୍ଘ ଅଚଳାବସ୍ଥା ପରେ, ଶେଷରେ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ଡୋନାଲ୍ଡ ଟ୍ରମ୍ପ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri