ଶଟ୍‌ ସର୍କିଟ୍‌ରୁ ଜଳିଗଲା ମିକ୍ସଚର୍‌ ଫ୍ୟାକ୍ଟ୍ରି; ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସାମଗ୍ରୀ ପୋଡ଼ି ପାଉଁଶ

ବାଲିଗୁଡ଼ା,୨୯।୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ନୁଆସାହିରେ ଶନିବାର ବିଳମ୍ବିତ ରାତ୍ରରେ ଏକ ମିକ୍ଚର ଫ୍ୟାକ୍ଟିରରେ ଅଗ୍ନିକାଣ୍ଡ ଘଟିବାରୁ ୧୦ ଲକ୍ଷ ଟଙ୍କାରୁ ଊଦ୍ଧର୍‌ବ ମୂଲ୍ୟର ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି ।

ସୂଚନାନୁଯାୟୀ, ପ୍ରତିଦିନ ଭଳି ଶନିବାର ଦିନ ମଧ୍ୟ କାମ ସାରି ମାଲିକ ଅଶୋକ କୁମାର ସାହୁ ଫ୍ୟାକ୍ଟ୍ରି ବନ୍ଦ କରିଥିଲେ। ବିଳମ୍ବିତ ରାତିରେ ଫ୍ୟାକ୍ଟ୍ରି ସାମ୍ନାରେ ଥିବା ନିଜ ବାସ ଗୃହରୁ ବାହାରକୁ ଆସିଥିବା ବେଳେ ଫ୍ୟାକ୍ଟ୍ରିରୁ ଧୁଆଁ ଓ ନିଆଁ ବାହାରୁଥିବା ବିଷୟ ସେ ଦେଖି ଅଗ୍ନିଶମ ବାହିନୀକୁ ଜଣାଇଥିଲେ । ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଁଚି ନିଆଁକୁ ଆୟତ୍ତ କରିଥିଲେ। କିନ୍ତୁ ସେତେବେଳେକୁ ଫ୍ୟାକ୍ଟ୍ରି ଭିତରେ ଥିବା ମିକ୍ଚର ପାଇଁ ବ୍ୟବହୃତ କଞ୍ଚାମାଲ, ବିଭିନ୍ନ ମେସିନାରୀ ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା କହିଛନ୍ତି । ସେପଟେ ଶର୍ଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡ଼ିଥିବା ନେଇ ଅଗ୍ନିଶମ ବାହିନୀ ପକ୍ଷରୁ ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

କୋଟିଆ ସୀମାନ୍ତବାସୀଙ୍କୁ ନେଇ ୯୦ ତମ ଓଡ଼ିଶା ଦିବସ ପାଳନ କଲା ଜିଲା ପ୍ରଶାସନ

ପଟ୍ଟାଙ୍ଗି,୧।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ଅଧିନରେ ରହିଥିବା ଦୁଇ ରାଜ୍ୟର ବିବାଦୀୟ କୋଟିଆ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଜିଲା ପ୍ରଶାସନ ପକ୍ଷରୁ ୯୦…

ଚଣ୍ଡିପଦର ରୁଟରେ ଚାଲୁଥିବା ବସକୁ ନେଇ ଚିନ୍ତାରେ ସଂଘ, ସମସ୍ୟା ଭୋଗୁଛନ୍ତି ଗ୍ରାମବାସୀ

ପୁରଷୋତ୍ତମପୁର,୧।୪(ସବିତା ମିଶ୍ର): ଗଞ୍ଜମ ଜିଲା ପୁରୁଷୋତ୍ତମପୁର ମା କନକେଶ୍ବରୀ ଘରୋଇ ବସମାଲିକ ସଂଘ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି । ସଭାପତି ସନ୍ତୋଷକୁମାର ପତିଙ୍କ ପୌରହିତ୍ଯରେ…

ଛେଚିଲା କୁଆପଥର ବର୍ଷା, ପବନରେ ଗଛ ଭାଙ୍ଗି ନଷ୍ଟ ହେଲା ଏକାଧିକ ଗାଡ଼ି

ନନ୍ଦପୁର,୧ା୪(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ ବୁଧବାର ପବନ ସହ କୁଆପଥର ବର୍ଷା ହୋଇଛି। ଯାହାର ପ୍ରଭାବରେ ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ…

ନଦୀରେ ଗାଧୋଉଥିବାବେଳେ ଆକ୍ରମଣ କଲା କୁମ୍ଭୀର, ଆଉ ତା’ ପରେ…

କଳିଙ୍ଗନଗର,୧ା୪(ଶୁଭାଶିଷ ରାଉତ): ଯୋକଡିଆ ପାଟିଆ ନଈରେ କୁମ୍ଭୀର ଆକ୍ରମଣରେ ଜଣେ ଶ୍ରମଜୀବୀ ଗୁରୁତର ଆହତ ହୋଇଛନ୍ତି। ସୌଭାଗ୍ୟ କ୍ରମେ ଅଳ୍ପକେ ବର୍ତ୍ତିଯାଇଛି ତାଙ୍କ ଜୀବନ। ଯାଜପୁର ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri