Posted inଜାତୀୟ

ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ୧୨ ପ୍ରାର୍ଥୀଙ୍କ ତାଲିକା ଜାରି କଲା ଭାଜପା

ଆଇଜଲ,୧୮।୧୦: ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ବୁଧବାର ଭାଜପା ୧୨ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ମିଜୋରାମର ସମସ୍ତ ୪୦ଟି ବିଧାନସଭା ଆସନ ପାଇଁ ଭୋଟ ନଭେମ୍ବର ୭ରେ ଅନୁଷ୍ଠିତ ହେବ ଏବଂ ଏହାର ଫଳାଫଳ ଡିସେମ୍ବର ୩ରେ ପ୍ରକାଶ ପାଇବ।

ମିଜୋରାମ ବିଧାନସଭା ନିର୍ବାଚନ ପାଇଁ ସୋମବାର କଂଗ୍ରେସ ସମସ୍ତ ୪୦ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଦଳର ରାଜ୍ୟ ୟୁନିଟ ସଭାପତି ଲାଲସାୱତାଙ୍କ ନାମ ମଧ୍ୟ ଏଥିରେ ଅନ୍ତର୍ଭୁକ୍ତ ହୋଇଛି। ପ୍ରଥମେ ଦଳ ଦ୍ୱାରା ୩୯ ଜଣ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଲା ଏବଂ ପରେ ବିଳମ୍ବିତ ରାତିରେ ଅବଶିଷ୍ଟ ଗୋଟିଏ ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ଯେଉଁ ଦିନ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ମିଜୋରାମ ଗସ୍ତରେ ଥିଲେ ସେହି ଦିନ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?