Posted inଜାତୀୟ

ଦୁର୍ନୀତି ମାମଲାରେ ଭାଜପା ବିଧାୟକ ଦୋଷୀ ସାବ୍ୟସ୍ତ: ବର୍ଷେ ଜେଲ୍‌

ଅଜଓ୍ବଲ,୨୬।୭: ମିଜୋରାମରେ ଭାଜପା ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଛି। ରାଜ୍ୟର ଏକମାତ୍ର ଭାଜପା ବିଧାୟକ ବୁଦ୍ଧ ଧନ ଚକମାଙ୍କୁ ଏକ ଦୁର୍ନୀତି ମାମଲାରେ ସ୍ବତନ୍ତ୍ର ଅଦାଲତ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୦୧୩ ରୁ ୨୦୧୮ ମଧ୍ୟରେ, ତୁଇଚାଙ୍ଗ ବିଧାୟକ ଚକମାଙ୍କ ସମେତ ୧୩ ଜଣଙ୍କୁ ସ୍ବୟଂଶାସିତ ଜିଲା ପରିଷଦର ୧.୩୭ କୋଟି ଟଙ୍କା ଦୁର୍ନୀତି ମାମଲାରେ ଏକ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି।
ସରକାରୀ କ୍ଷମତାର ଅପବ୍ୟବହାର ତଥା ବିକାଶମୂଳକ କାର୍ଯ୍ୟ ପାଇଁ ସ୍ବତନ୍ତ୍ର ସହାୟତା ପାଣ୍ଠିରୁ ଟଙ୍କା ବିନିଯୋଗ କରିଥିବାରୁ ମିଜୋରାମର ଏକ ସ୍ବତନ୍ତ୍ର ଅଦାଲତ ଦୁର୍ନୀତି ମାମଲାରେ ବିଧାୟକ ଏବଂ ଅନ୍ୟ ୧୨ ନେତାଙ୍କୁ ଏକ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏହାସହ ୧୦ ହଜାର ଟଙ୍କା ଜୋରିମନା ମଧ୍ୟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭୬ ଦିନ ମଧ୍ୟରେ ଭାରତରେ କରୋନା ସଂକ୍ରମଣ  ଶୀର୍ଷରେ ପହଞ୍ଚିବ: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୧୫।୬: କରୋନା ସଂକ୍ରମଣ ଯୋଗୁ ଭାରତରେ ସ୍ଥିତି କ୍ରମଶଃ ସଙ୍କଟ ଜେନକ ହେବାରେ ଲାଗିଛି। ଏପରିସ୍ଥଳେ ଆଇସିଏମ୍‌ଆର୍‌ ପକ୍ଷରୁ ପ୍ରକାଶିତ ଏକ ସର୍ଭେ ରିପୋର୍ଟରେ ଉଲ୍ଲେଖ...

୧୨ ଘଣ୍ଟା ପରେ କରୋନା ମୃତକଙ୍କଠାରୁ ବ୍ୟାପି ନ ଥାଏ ସଂକ୍ରମଣ: ଏମ୍ସ୍‌ ବିଶେଷଜ୍ଞ…

ନୂଆଦିଲ୍ଲୀ,୨୭।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ସଙ୍କଟ ସୃଷ୍ଟି କରିଛି। ଏପରିସ୍ଥଳେ କରୋନା ମୃତକଙ୍କଠାରୁ ସଂକ୍ରମଣ ହେବ କି ନାହିଁ ସେ ନେଇ ବିଶେଷଜ୍ଞ ସୂଚନା...

‘ଔରଙ୍ଗଜେବଙ୍କ ପୂନର୍ଜନ୍ମ ଶରଦ ପାଓ୍ବାର’, ଭାଜପା ନେତା ନୀଲେଶ ରାଣେ କହିଲେ- ନିର୍ବାଚନ ଆସୁ ଆସୁ କଲେ ମୁସଲମାନଙ୍କ ଚିନ୍ତା

ମୁମ୍ବାଇ,୯।୬: ମହାରାଷ୍ଟ୍ରର ଭାରତୀୟ ଜନତା ପାର୍ଟି(ଭାଜପା) ନେତା ନୀଲେଶ ରାଣେ ଗୁରୁବାର କହିଛନ୍ତି ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି) ମୁଖ୍ୟ ଶରଦ ପାଓ୍ବାର ଔରଙ୍ଗଜେବଙ୍କ ପୁନର୍ଜନ୍ମ ।...

କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ରାହୁଲ ପରେ ଏବେ ପ୍ରିୟଙ୍କା ରଖିଲେ ଏଭଳି ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୯।୮: କଂଗ୍ରେସରେ ପୂର୍ଣ୍ଣକାଳୀନ ଅଧ୍ୟକ୍ଷ ପାଇଁ ଦାବି ଜୋର ଧରିଛି। ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପଦ ଛାଡିବା ପରେ ଆଗାମୀ ଦିନରେ କଂଗ୍ରେସର ମହାସଚିବ...

ଟିକସ ଫାଙ୍କିବା ପାଇଁ ଅଧା ଆୟ ଚାଇନାକୁ ପଠାଇଛି ଭିଭୋ

ନୂଆଦିଲ୍ଲୀ, ୮ା୭: ଚାଇନା ମୋବାଇଲ ନିର୍ମାତା ଭିଭୋ ବିରୋଧରେ ସାଂଘାତିକ ଆର୍ଥିକ ଅପରାଧ ଅଭିଯୋଗ ଆସିଛି। ଏହି କମ୍ପାନୀ ଭାରତରେ ସ୍ମାର୍ଟଫୋନ୍‌ ବ୍ୟବସାୟରେ ଆୟ କରିଥିବା...

ଭାରତର ସମସ୍ତ ଅନୁଷ୍ଠାନ ଆରଏସଏସ ଦ୍ୱାରା ହୋଇଛି ପ୍ରଭାବିତ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୨।୯: କଂଗ୍ରେସର ପୂର୍ବତନ ସଭାପତି ରାହୁଲ ଗାନ୍ଧୀ ପୁଣିଥରେ ଭାରତରେ ଗଣତାନ୍ତ୍ରିକ ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠାଇଛନ୍ତି। ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ସରକାର...

ମହରମ ଶୋଭାଯାତ୍ରାକୁ ମିଳିଲାନି ଅନୁମତି

ନୂଆଦିଲ୍ଲୀ, ୨୮।୮(ପି.ଟି.):ଦେଶବ୍ୟାପୀ ମହରମ ଶୋଭାଯାତ୍ରା ବାହାର କରିବା ଲାଗି ଅନୁମତି ଦେବାକୁ ସୁପ୍ରିମକୋର୍ଟ ଗୁରୁବାର ମନା କରିଦେଇଛନ୍ତି। ଏଥିପାଇଁ ଆବେଦନ କରିଥିବା ଲକ୍ଷ୍ନୌର ଶିୟା ନେତା...

ଦୈନିକ ସଂକ୍ରମଣରେ ସାମାନ୍ୟ ବ୍ରେକ୍‌, ୨୪ ଘଣ୍ଟାରେ ୯୧୭ ଆକ୍ରାନ୍ତ…

ନୂଆଦିଲ୍ଲୀ, ୨୦।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ...

Advertisement
Archives

Model This Week