ଭୁବନେଶ୍ୱର,୨୦।୩: ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ପହଞ୍ଚି ନିଜ ସମର୍ଥକଙ୍କ ସହିତ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ଅଧିରାଜ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଗତଥର ଖଡିଆଳରୁ କଂଗ୍ରେସ ଟିକେଟ୍ରୁ ବିଧାୟକ ହୋଇଥିଲେ।
ଭୁବନେଶ୍ୱର,୨୦।୩: ଖଡିଆଳ ବିଧାୟକ ଅଧିରାଜ ପାଣିଗ୍ରାହୀ ବିଜେଡିରେ ସାମିଲ ହୋଇଛନ୍ତି। ବୁଧବାର ଶଙ୍ଖ ଭବନରେ ପହଞ୍ଚି ନିଜ ସମର୍ଥକଙ୍କ ସହିତ ବିଧିବଦ୍ଧ ଭାବେ ସେ ବିଜେଡିରେ ଯୋଗ ଦେଇଛନ୍ତି। ଅଧିରାଜ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଥିଲେ। ଗତଥର ଖଡିଆଳରୁ କଂଗ୍ରେସ ଟିକେଟ୍ରୁ ବିଧାୟକ ହୋଇଥିଲେ।
ଓ୍ବାଶିଂଟନ୍,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…
କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…
ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…
ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…
କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ ଜିପ୍ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…
କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…
ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…
ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…