ବିଧାୟକ ଅନନ୍ତ ନାରାୟଣ ଜେନାଙ୍କୁ କରୋନା

ଭୁବନେଶ୍ୱର,୨୦ା୮(ବ୍ୟୁରୋ): ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଗୁରୁବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେ ନିଜେ ଏ ସମ୍ପର୍କରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଏହି ଟୁଇଟ୍‌ରେ କହିଛନ୍ତି, ସେ ସୁସ୍ଥ ଥିବା ସହ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷଙ୍କୁ କ୍ୱାରାଣ୍ଟାଇନ୍‌ରେ ରହିବାକୁ ମଧ୍ୟ ଅନୁରୋଧ କରିଛନ୍ତି। ଏହା ବ୍ୟତୀତ ବିଧାୟକଙ୍କ ପିଏସ୍‌ଓ, ଡ୍ରାଇଭର ଓ ରୋଷେୟା ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେଡ୍‌ଲାଇନ୍‌ ଘୋଷଣା: ୨୭ ପରେ ଅନୁଦାନ ମନା

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଚଳିତ ମାସ ୧୭ରୁ ଆରମ୍ଭ ହେବାକୁଥିବା ବଜେଟ ଅଧିବେଶନକୁ ଦୃଷ୍ଟିରେ ରଖାଯାଇ ଅର୍ଥ ବିଭାଗ ପକ୍ଷରୁ ସବୁ ବିଭାଗ ପାଇଁ ଅର୍ଥ…

୧୩ରେ ରାଜ୍ୟ କ୍ୟାବିନେଟ୍‌: ସରକାରଙ୍କ କସରତ

ଭୁବନେଶ୍ୱର,୧୧ା୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ୨୦୨୬-୨୭ ଆର୍ଥିକବର୍ଷ ପାଇଁ ବିଧାନସଭାରେ ବଜେଟ ଅଧିବେଶନ ୧୭ରୁ ଆରମ୍ଭ ହେବ। ଏଥିପାଇଁ ସରକାରଙ୍କ ପକ୍ଷରୁ ବ୍ୟାପକ କସରତ ଗତ…

ଡୁଡୁକା ପଞ୍ଚାୟତରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମରେ ଅନିୟମିତତା ଅଭିଯୋଗ

ଲୋଇସିଂହା,୧୧।୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକରେ ଏମ୍‌ଜିଏନଆରଇଜିଏସ୍‌ କାମରେ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହେଉଛି। ପଞ୍ଚାୟତ ସ୍ତରରେ ହେଉଥିବା କାମ ସଂକ୍ରାନ୍ତରେ ଏମ୍‌ଜିଏନଆରଇଜିଏସ୍‌ କାମ ସାଇଟ୍‌ର…

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଟି-୨୦ ବିଶ୍ୱକପ: ହସରଙ୍ଗା ଓ ବ୍ରେସୱେଲ୍ ବାଦ୍, ଭାରତୀୟ ଶିବିରରେ ଚିନ୍ତାର କଲା ବାଦଲ

ମୁମ୍ବାଇ,୧୦।୨: ଚଳିତ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କା ଏବଂ ନ୍ୟୁଜିଲାଣ୍ଡ ଦଳକୁ ବଡ଼ ଝଟ୍‌କା ଲାଗିଛି। ଆହତ ସମସ୍ୟା କାରଣରୁ ଶ୍ରୀଲଙ୍କାର ୱାନିନ୍ଦୁ ହସରଙ୍ଗା ଏବଂ…

ଟି-୨୦ ବିଶ୍ୱକପ: ଭାରତ ବିପକ୍ଷ ମ୍ୟାଚ୍ ପାଇଁ ପାକିସ୍ତାନର ‘ୟୁ-ଟର୍ଣ୍ଣ’, ଆଇସିସି ଦେଲା ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୦।୨: ଚାଲିଥିବା ଟି-୨୦ ବିଶ୍ୱକପରେ ଭାରତ ବିପକ୍ଷ ମ୍ୟାଚ୍‌କୁ ବର୍ଜନ କରିବାକୁ ଘୋଷଣା କରିଥିବା ପାକିସ୍ତାନ ଶେଷରେ ନିଜ ନିଷ୍ପତ୍ତି ବଦଳାଇଛି। ICC ପାକିସ୍ତାନ କ୍ରିକେଟ ବୋର୍ଡ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri