ବିଜେଡି ପ୍ରଚାରକ ସାଜିଥିବା ଅଫିସରଙ୍କୁ ଚେତାବନୀ ଦେଲେ ବିଧାୟକ ଅଶୋକ,କହିଲେ…

ଭୁବନେଶ୍ୱର,୨୪।୮: ବିଜେଡି ପ୍ରଚାରକ ସାଜିଥିବା ଅଫିସରଙ୍କ ବିରୋଧରେ ତଦନ୍ତ ଚାଲିଛି ବୋଲି ଶନିବାର ଗଣମାଧ୍ୟମକୁ ପ୍ରତିକ୍ରିୟା ରଖିଛନ୍ତି ଭାଜପା ବିଧାୟକ ଅଶୋକ ମହାନ୍ତି। ସେ କହିଛନ୍ତି, ତଥ୍ୟ ସଂଗ୍ରହ ଚାଲିଛି। ‘ଆଶିଷ ସିଂ ଓ ଡିଏସ କୁଟ୍ଟେଙ୍କ ବିରୋଧରେ ବହୁ ଦିନରୁ ତଦନ୍ତ ଚାଲିଥିଲାା ତଦନ୍ତରୁ ସତ୍ୟାସତ୍ୟ ଜଣାପଡ଼ିବା ପରେ କାରଣ ଦର୍ଶାଅ ନୋଟିସ ଜାରି ହୋଇଥିଲା। ୨ ଅଫିସର ସିଧାସଳଖ ବିଜେଡିର ନିର୍ବାଚନ ପରିଚାଳନା କାମ କରୁଥିଲେ। ଏହି ଅଫିସରଙ୍କ ବିରୋଧରେ ଯେଉଁ କାର୍ଯ୍ୟାନୁଷ୍ଠାନ ହେଲା ତାହା ଯଥାର୍ଥ ବୋଲି ବିଧାୟକ କହିଛନ୍ତି। ଅନ୍ୟପକ୍ଷେ ଅଫିସରମାନେ ଏଥିରୁ କ୍ଷାନ୍ତ ରୁହନ୍ତୁ, ନଚେତ ସରକାର ଆହୁରି କଠୋର ହେବେ ବୋଲି ଅଶୋକ ଦୃଢ଼ଉକ୍ତି ପ୍ରକାଶ କରିଛନ୍ତି।
ସୂଚନାଯୋଗ୍ୟ, ଆଶିଷ ସିଂ ଏବଂ ଡିଏସ୍‌ କୁଟ୍ଟେଙ୍କ ପାଇଁ ବଢିଲା ଅଡୁଆ । କାର୍ଯ୍ୟାନୁଷ୍ଠାନ ପାଇଁ ଗୃହ ବିଭାଗ ଆରମ୍ଭ କଲା ପ୍ରକ୍ରିୟା । ଆଶିଷ ସିଂହ ଓ ଡିଏସ କୁଟ୍ଟେଙ୍କ ଉପରେ ହୋଇପାରେ କାର୍ଯ୍ୟାନୁଷ୍ଠାନ । ୩୦ ଦିନ ଭିତରେ ଉଭୟଙ୍କୁ ଉତ୍ତର ଦେବା ପାଇଁ ନିର୍ଦ୍ଦେଶ । ନିର୍ବାଚନ ପରିଚାଳନାରେ ସମ୍ପୃକ୍ତି ଅଭିଯୋଗରେ କୁଟ୍ଟେଙ୍କୁ ଉତ୍ତର ଦେବାକୁ ନିର୍ଦ୍ଦେଶ । ସନ୍ତୋଷଜନକ ଉତ୍ତର ନଦେଲେ ହୋଇପାରେ ତଦନ୍ତ ।


Enter your email to get our daily news in your inbox.

All Right Reserved By Dharitri.Com

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗୋବିନ୍ଦାଙ୍କ ଛାଡପତ୍ରକୁ ନେଇ ବଡ଼ ଖୁଲାସା କଲେ ମ୍ୟାନେଜର, ଏହି କାରଣରୁ କୋର୍ଟ ଯାଇଥିଲେ ସୁନିତା ଆହୁଜା

ମୁମ୍ବାଇ,୧୯।୮: ବଲିଉଡ୍ ଅଭିନେତା ଗୋବିନ୍ଦା ଓ ତାଙ୍କ ପତ୍ନୀ ସୁନିତା ଆହୁଜାଙ୍କ ବୈବାହିକ ଜୀବନକୁ ନେଇ ଦୀର୍ଘଦିନ ଧରି ଚର୍ଚ୍ଚା ଜାରି ରହିଛି । ଦୁହେଁଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri