ବିଧାୟକଙ୍କ ମାଡ ଅଭିଯୋଗ ଘଟଣା: ଆଜିଠୁ କଲମ ଛାଡ ଆନ୍ଦୋଳନ

ଯାଜପୁର ଟାଉନ,୬।୫ (ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି): ଏପ୍ରିଲ ୨୮ରେ ବରୀ ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ ଓ ତାଙ୍କର କର୍ମୀମାନେ ବରି ବ୍ଲକରେ କାର୍ଯ୍ୟରତ ଦୁଇଜଣ ଅମଲା କର୍ମଚାରୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା। ଏହି ଘଟଣା ବିଷୟରେ ବରି ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ ହେବା ସହ ଜ଼ିଲା ପ୍ରଶାସନକୁ ଜ଼ିଲା ଅମଲା ସଙ୍ଘ ଅଭିଯୋଗ କରିଥିଲେ। ବିଧାୟକଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନେବାକୁ ଅମଲା ସଙ୍ଘ ଜ଼ିଲା ପ୍ରଶାସନ ଓ ପୋଲିସ ପ୍ରଶାସନକୁ ଜଣାଇଥିଲେ। ମାତ୍ର ପୋଲିସ ଓ ଜ଼ିଲା ପ୍ରଶାସନ କୌଣସି କାର୍ଯ୍ୟାନୁଷ୍ଠାନ ଆକ୍ରମଣକାରୀଙ୍କ ବିରୋଧରେ ନ ନେବାରୁ ଯାଜପୁର ଜ଼ିଲା ଅମଲା ସଂଘ ଡାକରାରେ ଆଜି ଅମଲା କର୍ମଚାରୀମାନେ କଲମ ଛାଡ଼ କରି ଜ଼ିଲାପାଳଙ୍କ କାର୍ଯ୍ୟଳୟ ସମୁଖରେ ଅନିଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ସୋସିଆଲ ମିଡିଆ ପୋଷ୍ଟ ଉପରେ ଲାଗିଲା କଟକଣା

ବାଲେଶ୍ୱର,୨୧।୧(ବାଞ୍ଛାନିଧି ଦେ): ବାଲେଶ୍ୱରରେ ସୋସିଆଲ ମିଡିଆ ପୋଷ୍ଟ ଉପରେ ଜିଲା ପୋଲିସ ପକ୍ଷରୁ ବୁଧବାର କଟକଣା ଲାଗୁ କରାଯାଇଛିl କୌଣସି ସମ୍ପ୍ରଦାୟ ବିରୋଧରେ ପୋଷ୍ଟ ନ...

ଗାଁରେ କୁକୁର ଆତଙ୍କ: ଗୋଡ଼ାଇ ଗୋଡ଼ାଇ ୭ ଜଣଙ୍କୁ କାମୁଡ଼ିଲା

ପାଟଣା,୨୧ା୧(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ବୁଧବାର ଏକ ପାଗଳ କୁକୁର ଆକ୍ରମଣରେ ୭ ଜଣ ଗୁରୁତର ଆହତ ହୋଇ...

ଏକାବେଳକେ ଆଖିବୁଜିଦେଲେ ଦୁଇ ସାଙ୍ଗ : ଘରକୁ ଫେରିବା ବେଳେ…

ପଡିଆ,୨୧।୧(ଭାସ୍କର ରାଓ): ମାଲକାନଗିରି ଜିଲା ପଡିଆ ସଦର ବ୍ଲକ କମାରଗୁଡା ନିକଟରେ ଦୁର୍ଘଟଣା ଘଟିଛି। ଦୁଇ ସାଙ୍ଗ ଏକ ବାଇକ୍‌ରେ ଯିବା ବେଳେ ଦୁର୍ଘଟଣାରେ ଉଭୟଙ୍କ...

ଚାଲିଥିଲା ଜୁଆ ଖେଳ, ଅଚାନକ ଚଢାଉ କଲା ପୋଲିସ, ଆଉ ତା’ପରେ…

ଛତ୍ରପୁର, ୨୧।୧ ( ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ପୋଲିସ ପକ୍ଷରୁ ଚିକଲଖଣ୍ଡିଠାରେ ଚାଲିଥିବା ଏକ ଜୁଆ ଆଡ୍ଡା ଉପରେ ଅଚାନକ ଚଢ଼ାଉ କରି ୮...

ଘାଟିରେ ତଳକୁ ଖସିଲା ଟ୍ରଲର: ଲାଗିଲା ନିଆଁ, ଆଉ ତା’ପରେ…

ପଟାଙ୍ଗୀ,୨୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟାଙ୍ଗୀ ବ୍ଲକ ଅଧିନସ୍ଥ ରାଲେଗଡା ପଞ୍ଚାୟତ ଯୋଡିମାଦିଲି ଘାଟିରେ ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡ଼ିଛି ଏକ ଟ୍ରଲର।...

ଶ୍ରୀମନ୍ଦିରରେ ରକ୍ତ ଛିଟା: ମହାପ୍ରଭୁଙ୍କ ହେବ ବଡ଼ ମହାସ୍ନାନ

ଭୁବନେଶ୍ୱର,୨୧।୧: ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହେବ ହେବ ବଡ଼ ମହାସ୍ନାନ ନୀତି। ଭିତର କାଠ ନିକଟ ଚାଙ୍ଗେଡ଼ା ଘରେ ରକ୍ତ ପଡ଼ିଥିବାରୁ ବଡ଼ ମହାସ୍ନାନ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri