ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ): ଘସିପୁରା ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଭୁବନେଶ୍ୱରର ଏକ ମେଡିକାଲରେ ଭର୍ତ୍ତି କରାଯାଇଛି। ତାଙ୍କ ଛାତିରେ ବ୍ଲକେଜ ହୋଇଥିବା ଜଣାପଡ଼ିଛି।