ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ପରଲୋକ

ଭୁବନେଶ୍ୱର,୧୯।୯(ବ୍ୟୁରୋ): ଭାଜପା ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କର ସୋମବାର ସକାଳୁ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୬୧ ବର୍ଷ ବୟସ ହୋଇଥିଲା। ସେ କିଡନୀଜନିତ ରୋଗରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏମ୍ସରେ ଚିକିତ୍ସିତ ହେଉଥିଲେ। କିନ୍ତୁ ବ୍ରେନ ଷ୍ଟ୍ରୋକ ପରେ ତାଙ୍କ ଅବସ୍ଥା ଗୁରୁତର ହୋଇଯାଇଥିଲା। ଫଳରେ ଆଜି ସକାଳ ପ୍ରାୟ ୭ଟା ୪୫ ମିନିଟ୍‌ରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି।
ବିଷ୍ଣୁ ସେଠୀ ଭଦ୍ରକ ଧାମନଗରର ବିଧାୟକ ଥିଲେ। ଜଣେ ରାଜନେତା ବ୍ୟତୀତ ସେ ଜଣେ ଲେଖକ ଓ ସାହିତି୍ୟକ ମଧ୍ୟ ଥିଲେ। ତାଙ୍କ ମୃତ୍ୟୁରେ ରାଜ୍ୟ ରାଜନୀତିରେ ଶୋକର ଛାୟା ଖେଲିଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

୧୦ ଜଣଙ୍କୁ କାମୁଡ଼ିଲା ଗୋଟିଏ କୁକୁର, ଡାକ୍ତରଖାନାରେ ଭିଡ଼

ଗୁଣପୁର,୩ା୧୦(ସଙ୍କେତ ପାତ୍ର): ଶନିବାର ସକାଳୁ ମଧ୍ୟାହ୍ନ ୩ଟା ମଧ୍ୟରେ ଗୁଣପୁର ସହରରେ ଗୋଟିଏ କୁକୁର କାମୁଡ଼ାରେ ୧୦ ଜଣ ଆହତ ହୋଇଥିବା ଜଣାପଡ଼ିଛି। କୁକୁରଟି ଏକାଧିକ ଲୋକଙ୍କୁ…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?