ପୁଣି ବିବାହ ବନ୍ଧନରେ ବିଧାୟକ ବ୍ୟୋମକେଶ

ଭୁବନେଶ୍ୱର,୨।୭: ଚିଲିକା କୂଳରେ ଥିବା ଏକ ତାରକା ହୋଟେଲରେ ଭଦ୍ରକ ଜିଲା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଶୁକ୍ରବାର ଦ୍ୱିତୀୟ ବିବାହ କରିଛନ୍ତି। ତାଙ୍କର ଜଣେ ଘନିଷ୍ଠ ସହଯୋଗୀଙ୍କ ଝିଅଙ୍କୁ ବିବାହ କରିଛନ୍ତି। ବିବାହର ଏକ ଫଟୋ ଫେସବୁକରେ ଅପ୍‌ଲୋଡ କରି ଏନେଇ ସୂଚନା ଦେଇଛନ୍ତି ବ୍ୟୋମକେଶ ।

ସୂଚନା ମୁତାବକ, ଚାନ୍ଦବାଲି ବ୍ଲକ ଘଟପୁର ଗାଁର ଅଶୋକ ବଳଙ୍କ ସାନ ଝିଅ ତଦାସା ସାଇ ଦର୍ଶିନୀ ବଳଙ୍କୁ ପାରମ୍ପରିକ ରୀତିନୀତିରେ ବ୍ୟୋମକେଶ ବିବାହ କରିଛନ୍ତି। ଭଦ୍ରକ ବିଜେଡି ବିଧାୟକ ସଞ୍ଜିବ ମଲ୍ଲିକ ବିବାହରେ ତଦାସାଙ୍କ ପିତା ହୋଇ କନ୍ୟାଦାନ କରିଥିବା ଜଣାପଡିଛି। ବିବାହ ଉତ୍ସବରେ ଉଭୟ ପରିବାରର ସଦସ୍ୟଙ୍କ ସମେତ ବିଜେଡିର କିଛି ମନ୍ତ୍ରୀ ଓ ବିଧାୟକଙ୍କ ସପରିବାର ହୋଟେଲରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚୋରା ମଦକୁ ବିରୋଧ କରିବାରୁ ମାଫିଆଙ୍କ ଆତଙ୍କ: ଘରେ ପଶି ବନ୍ଧୁକ ଦେଖାଇ ଅଟୋ ପୋଡ଼ିଲେ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): କ୍ୟାପିଟାଲ ଥାନା ପୋଲିସ ଅଭିଯୁକ୍ତଙ୍କୁ ଗିରଫ ନ କରିବାରୁ ୪ଜଣିଆ ଗ୍ୟାଙ୍ଗ୍‌ ପୁଣି ଶନିବାର ରାତିରେ ରାଜମହଲ ନିକଟ ଫାଳିକିଆବସ୍ତିରେ ଆତଙ୍କ ଖେଳାଇଛନ୍ତି। ବସ୍ତିରେ...

ସବୁ ସହରାଞ୍ଚଳରେ ବର୍ଜ୍ୟବସ୍ତୁ ପ୍ଲାଣ୍ଟ ନିର୍ମାଣ ଧୂଅଁ।ବାଣ

ବ୍ରହ୍ମପୁର ଅଫିସ,୨ା୯-ବ୍ରହ୍ମପୁର ମହାନଗର ନିଗମ ପାଇଁ ମହୁଡ଼ାରେ ପ୍ରସ୍ତାବିତ ସଲିଡ ୱେଷ୍ଟ ମ୍ୟାନେଜମେଣ୍ଟ ପ୍ଲାଣ୍ଟ ନିମନ୍ତେ ମୁଖ୍ୟମନ୍ତ୍ରୀ ୨୦୧୩ ଅକ୍ଟୋବର ୩ରେ ଶିଳାନ୍ୟାସ କରିଥିଲେ ।...

ଚାଷୀ ଆନ୍ଦୋଳନ ଭାଜପାର କ୍ଷତି କରିପାରିବ ନାହିଁ

୨୧ ବର୍ଷର ଚାକିରି ଛାଡ଼ି ରାଜନୀତିରେ ପ୍ରବେଶ କରିଥିବା ମୁକେଶ ମହାଲିଙ୍ଗ ଏବେ ବଲାଙ୍ଗୀର ଜିଲା ଲୋଇସିଂହା ବିଧାୟକ। ସ୍କୁଲ ଜୀବନରୁ ସ୍ବୟଂସେବକ ଭାବେ କାର୍ଯ୍ୟ...

ବାଲୁକା କଳାରେ ପ୍ଲାଷ୍ଟିକ ବର୍ଜନର ବାର୍ତ୍ତା

ପୁରୀ ଅଫିସ, ୨୫ା୧୨: ପ୍ଲାଷ୍ଟିକ ପ୍ରଦୂଷଣକୁ ନେଇ ସାରା ବିଶ୍ୱବାସୀ ଚିନ୍ତିତ। ପ୍ଲାଷ୍ଟିକ କେବଳ ପରିବେଶକୁ ପ୍ରଦୂଷଣ କରୁଛି ତା’ ନୁହେଁ ମଣିଷ, ପଶୁପକ୍ଷୀ ସମସ୍ତଙ୍କ...

ମା’ ବିରଜାଙ୍କ ରଥଯାତ୍ରାକୁ ଅନୁମତି: ଜିଲାପାଳଙ୍କୁ ଦାୟିତ୍ୱ ଦେଲେ ହାଇକୋର୍ଟ

କଟକ ଅଫିସ/ଯାଜପୁର ଟାଉନ,୯।୧୦: ଯାଜପୁରର ପ୍ରସିଦ୍ଧ ବିରଜା ମନ୍ଦିରର ରଥଯାତ୍ରାକୁ ଅନୁମତି ପ୍ରଦାନ କରିବା ସହ ଏହାର ଆୟୋଜନ ଦାୟିତ୍ୱ ଯାଜପୁର ଜିଲାପାଳଙ୍କ ଉପରେ ହାଇକୋର୍ଟ...

କୋଟିଆରେ ହେବ ନିର୍ବାଚନ

କୋରାପୁଟ,୨୬।୧(ସ୍ବ.ପ୍ର.):  କୋରାପୁଟ ଜିଲାର କୋଟିଆକୁ ନେଇ ଫେଲ୍‌ ମାରିଛି ସର୍ବଦଳୀୟ ରଣନୀତି। ବର୍ତ୍ତମାନ କୋଟିଆରେ ତ୍ରିସ୍ତରୀୟ ନିର୍ବାଚନ ହେବ। ପଟ୍ଟାଙ୍ଗୀ ଜିଲା ପରିଷଦ ଜୋନ୍‌-୧ ପାଇଁ...

ଟୋଲ୍‌ ଟ୍ୟାକ୍ସ ଛାଡ଼ କଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୯।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ରାଜ୍ୟ ସରକାର ଟୋଲ୍‌ ଟ୍ୟାକ୍ସ ଛାଡ଼ କରିଛନ୍ତି। ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ସରକାର। ଏଣିକି...

ଲାଞ୍ଚ ନେଇ ଧରାପଡ଼ିଲେ ଜଳଛାୟା ପ୍ରକଳ୍ପ ସହାୟକ

ବାଲିଗୁଡ଼ା,୨୫ା୫(ଡି.ଏନ୍‌.ଏ.): ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ର ନାଥ ସ୍ବାଇଁ ।...

Advertisement
Archives

Model This Week