ଦାରିଙ୍ଗବାଡ଼ିରେ ମତଦାନ ଆରମ୍ଭ: ଭୋଟ୍‌ ଦେଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଦାରିଙ୍ଗବାଡ଼ି,୨୦ା୫(ଅରୁଣ ସାହୁ): ଗଣତନ୍ତ୍ରର ମହାନ ପର୍ବ ତଥା ସାଧାରଣ ନିର୍ବାଚନ ସକାଳ ୭ଟାରେ ଶାନ୍ତି ଶୃଙ୍ଖଳାର ସହ ଆରମ୍ଭ ହୋଇଯାଇଛି। ଏହି କ୍ରମରେ କନ୍ଧମାଳ ଜିଲା ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମତଦାନ ଆରମ୍ଭ ହୋଇଯାଇଛି। ବିଜେଡିର ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ ନିଜ ଗ୍ରାମ ଶ୍ରାନିକେତା ପଞ୍ଚାୟତର ଟକରମାଲା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ୧୮୭ ନଂ ବୁଥ୍‌ରେ ନିଜ ମତଦାନ ସାବ୍ୟସ୍ତ କରିଛନ୍ତି। ଉକ୍ତ ବ୍ଲକରେ ମୋଟ୍‌ ୧୦୬ଟି ବୁଥ୍‌ରେ ଭୋଟ ସଂଗ୍ରହ କରାଯାଉଥିବା ବେଳେ ମୋଟ୍‌ ୮୪ ହଜାର ୭୪୬ ଜଣ ମତଦାତା ରହିଛନ୍ତି। ସେମାନଙ୍କ ମଧ୍ୟରେ ମହିଳା ମତଦାତାଙ୍କ ସଂଖ୍ୟା ୪୩ ହଜାର ୮୮୧ ରହିଥିବା ବେଳେ ପୁରୁଷଙ୍କ ସଂଖ୍ୟା ୪୯ ହଜାର ୮୫୦ ଏବଂ ଥାର୍ଡ଼ ଜେଣ୍ଡର ୧୫ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ, ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା

ଭୁବନେଶ୍ୱର,୨୩।୬: ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ଆଗକୁ ବଢିବା ପାଇଁ ସ୍ଥିତି ଅନୁକୂଳ ହୋଇଛି। ତେଣୁ ଆଗାମୀ ୪୮ ଘଣ୍ଟା ମଧ୍ୟରେ ମୌସୁମୀ ସାରା ଓଡ଼ିଶା ଛୁଇଁବ…

ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ…

ମୃତ୍ୟୁ ପରେ ସାରା ଜୀବନ ପାଇଁ ଅମର ହୋଇଗଲେ ହରେକୃଷ୍ଣ ରାଉତ

ରାଜନଗର, ୨୨।୬( ଭାସ୍କର ରାଉତରାୟ) : ରାଜନଗର ବ୍ଲକ ଅନ୍ତର୍ଗତ ବାଲିସାହି ପାଟଣା ପଞ୍ଚାୟତର ଧାନଦିଆ ଗ୍ରାମର ବାସିନ୍ଦା ହରେକୃଷ୍ଣ ରାଉତ ଏକ ଅଟୋ ଧକ୍କାରେ ଗୁରୁତର…

କେସିଙ୍ଗା ଏନ୍‌ଏସିର ୧- ୨ ନମ୍ବର ୱାର୍ଡରେ ଜବରଦଖଲ ଉଚ୍ଛେଦ; ପ୍ରଥମେ ନିଜ ଘର ଭାଙ୍ଗିଲେ ନଗରପାଳ, କାର୍ଯ୍ୟକୁ ପ୍ରଶଂସା କଲେ…

କେସିଙ୍ଗା, ୨୩.୬ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି) ୧୯୬୫ ମସିହାରେ ଗଠିତ ହୋଇଥିଲା। କେସିଙ୍ଗା ଏନ୍‌ଏସି ଅନ୍ତର୍ଗତ ବଗାଡ଼ ଅଞ୍ଚଳର…

ରାସନ କାର୍ଡଧାରୀଙ୍କ ପାଇଁ ଖୁସି ଖବର; ଏଣିକି ଲମ୍ୱା ଲାଇନରୁ ମିଳିବ ମୁକ୍ତି, ଏଟିଏମ କାର୍ଡରେ ମିଳିବ……

ନୂଆଦିଲ୍‌ଲୀ,୨୩।୬: ସମଗ୍ର ଦେଶରେ ରାସନ ବ୍ୟବସ୍ଥାର ସୁପରିଚାଳନା ପାଇଁ ସରକାର ବହୁ ପଦକ୍ଷେପ ଗ୍ରହଣ କରୁଛନ୍ତି । ତେବେ ନିକଟରେ ସରକାର କିଛି ଏମିତି ସୁବିଧା ଲାଗୁ…

ହାତ ମିଳାଇଲେ ଚାଇନା-ବାଂଲାଦେଶ; ବର୍ଡରରେ ବଢିଲା ଭାରତର ଚିନ୍ତା!

ନୂଆଦିଲ୍‌ଲୀ,୨୩।୬: ଦକ୍ଷିଣ ଏସିଆର ପ୍ରତିରକ୍ଷା ବଜାର (ଡିଫେନ୍ସ ମାର୍କେଟ)ରେ ଏବେ ଜୋରଦାର ହଲଚଲ ଦେଖିବାକୁ ମିଳିଛି। ପାକିସ୍ତାନକୁ ଅନୁସରଣ କରି ଏବେ ବାଂଲାଦେଶ ମଧ୍ୟ ଚାଇନାର ଲଢ଼ୁଆ…

ଧରିତ୍ରୀରେ ଖବର ପ୍ରକାଶ ପରେ ଅସହାୟ ପରିବାରକୁ ଭେଟିଲେ ନୀଳମାଧବ ସିଂ ଦେଓ: ପ୍ରଦାନ କଲେ ସହାୟତା….

ରିଷିଡା, ୨୩।୬ (ସୁଶାନ୍ତ ମଲ୍ଲିକ): କିଛି ଦିନ ତଳେ ଧରିତ୍ରୀ ଖବରକାଗଜରେ ଏକ ଅସହାୟ ପରିବାରର ଦୁଃଖଦ ଅବସ୍ଥା ସମ୍ପର୍କରେ ଖବର ପ୍ରକାଶିତ ହୋଇଥିଲା। କଳାହାଣ୍ଡି ଜିଲା …

TMCର କମାଣ କାହା ହାତରେ? ମମତା ଖେଳିଲେ ବଡ଼ ଗେମ୍‌! ସମସ୍ତେ କାବା…

ନୂଆଦିଲ୍ଲୀ,୨୩।୬: ତୃଣମୂଳ କଂଗ୍ରେସ (TMC)ରେ ବିଦ୍ରୋହ ପରେ ଏବେ ଦଳ ଉପରେ କାହାର ନିୟନ୍ତ୍ରଣ ରହିବ, ସେ ନେଇ ଲଢ଼େଇ ଆରମ୍ଭ ହୋଇଯାଇଛି। ଟିଏମସିର କମାଣ କାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri