ବିଧାୟକ-ଜିଲାପାଳ ମୁହାଁମୁହିଁ

ବଲାଙ୍ଗୀର ଅଫିସ,୧୨ା୧: ସ୍ଥାନୀୟ ଡିଆରଡିଏ ସମ୍ମିଳନୀ କକ୍ଷରେ ଜିଲା ପରିଷଦ ସଭାପତି ଦେବକୀ ସାହୁଙ୍କ ଅଧ୍ୟକ୍ଷତାରେ ଗୁରୁବାର ଜିଲା ପରିଷଦ ବୈଠକ ଚାଲିଥିବା ବେଳେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂ ସାଲୁଜା ଓ ଜିଲାପାଳ ଚଞ୍ଚଳ ରାଣା ମୁହାଁମୁହିଁ ହୋଇଛନ୍ତି । କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିଭିନ୍ନ ବ୍ଲକରେ ଅନୁଦାନ ଆବଣ୍ଟନକୁ ନେଇ ଜିଲାପାଳ ମନମାନି କରୁଥିବା ଅଭିଯୋଗ କରିଥିଲେ। ଏହାର ପ୍ରତିବାଦ କରି ଜିଲାପାଳଙ୍କ ନିକଟକୁ ଚାଲିଆସିଥିଲେ। ସେଠାରେ କିଛି ସମୟ ଧରି ଉଭୟଙ୍କ ମଧ୍ୟରେ ଉଚ୍ଚବାଚ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକୁ ନେଇ କଂଗ୍ରେସର ରାଜନୀତି ପ୍ରବାସୀ ଭାରତୀୟଙ୍କ ପାଇଁ ବିପଦ: ମୋଦି

ନୂଆଦିଲ୍ଲୀ ,୩୦ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଏବେ ସାରା ବିଶ୍ୱରେ ସଙ୍କଟ ସୃଷ୍ଟି ହୋଇଛି। ଏଥିରେ ଭାରତ ମଧ୍ୟ ପ୍ରଭାବିତ ହୋଇଛି। କିନ୍ତୁ ଯୁଦ୍ଧକୁ ନେଇ କଂଗ୍ରେସ ଯେଭଳି…

୧୦ ବର୍ଷରେ ୧୦,୦୦୦ ମାଓବାଦୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ,୩୦ା୩(ପି.ଟି.) ମାର୍ଚ୍ଚ ୩୧ ସୁଦ୍ଧା ଭାରତକୁ ମାଓବାଦୀ ମୁକ୍ତ କରିବା ଲାଗି ସରକାର ସମୟସୀମା ଧାର୍ଯ୍ୟ କରିଥିଲେ। ଏହା ଶେଷ ହେବାକୁ ଆଉ ମାତ୍ର ଗୋଟିଏ ଦିନ…

ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି

ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ…

ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର

ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ…

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri