କରୋନାରେ ଆକ୍ରାନ୍ତ ହେଲେ ବିଧାୟକ

ବାଲେଶ୍ୱର ଅଫିସ, ୬।୭: ପ୍ରଥମ ଥର ପାଇଁ ରାଜ୍ୟରେ ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି। ବାଲେଶ୍ୱର ଜିଲାର ଏହି ବିଧାୟକଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି। ଏହା ପରେ ତାଙ୍କୁ ଚିକିତ୍ସା ପାଇଁ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୋଭିଡ-୧୯ ହସ୍ପିଟାଲକୁ ନେବାର କାର୍ଯ୍ୟକ୍ରମ ଜାରିରହିଛି। ତେବେ ଗତ ୧ ତାରିଖରେ କୌଣସି କାର୍ଯ୍ୟ ପାଇଁ ବିଧାୟକ ଭୁବନେଶ୍ବର ଯାଇଥିଲେ। ୨ ତାରିଖରେ ସେ ବହୁ କାର୍ଯ୍ୟକ୍ରମରେ ମଧ୍ୟ ଯୋଗ ଦେଇଥିଲେ। ୩ ତାରିଖରେ ବାଲେଶ୍ୱର ବିଧାୟକ ସ୍ବର୍ଗତ ମଦନ ମୋହନ ଦତ୍ତଙ୍କ ଶୁଦ୍ଧିକ୍ରିୟା କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିଥିଲେ। ଏହା ପରେ ତାଙ୍କ ଦେହ ଅସୁସ୍ଥ ହେବାରୁ ୩ ତାରିଖରେ କରୋନା ଟେଷ୍ଟ ପାଇଁ ତାଙ୍କ ସ୍ବାବ୍‌ ନମୁନା ସଂଗ୍ରହ କରାଯାଇଥିଲା। ସୋମବାର ତାଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି। ଏ ନେଇ ସ୍ଥାନୀୟ ତହସିଲଦାର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ ମାହୋଲରେ ଖୁସିନାହାନ୍ତି ବିରାଟ କୋହଲି: ଚାଞ୍ଚଲ୍ୟକର ବୟାନ ଦେଲେ କ୍ରିକେଟ୍‌ କିମ୍ବଦନ୍ତୀ

ନୂଆଦିଲ୍ଲୀ,୩୦।୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ରେ ବ୍ୟସ୍ତ ଅଛନ୍ତି ବିରାଟ କୋହଲି। ଏହି ସମୟରେ ପୂର୍ବତନ ଭାରତୀୟ କ୍ରିକେଟର ମହମ୍ମଦ କୈଫ ବିରାଟଙ୍କ ଟେଷ୍ଟ କ୍ରିକେଟରୁ ଅବସରକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?