Posted inଜାତୀୟ

ଭାରତ ଯୋଡୋ ଯାତ୍ରାରେ ସାମିଲ ହେଲେ ବିଧାୟକ ଦେବେନ୍ଦ୍ର ଯାଦବଙ୍କ ୭୩ ବର୍ଷୀୟ ମା’

ନୂଆଦିଲ୍ଲୀ,୧୬।୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରା ପଞ୍ଜାବରେ ଜାରି ରହିଛି। ସୋମବାର ଛତିଶଗଡର ଭିଲାଇ ନଗରରୁ କଂଗ୍ରେସ ବିଧାୟକ ଦେବେନ୍ଦ୍ର ଯାଦବଙ୍କ ୭୩ ବର୍ଷୀୟ ମା’ ପୁଷ୍ପା ଯାଦବ ଏହି ଯାତ୍ରାରେ ସାମିଲ ହୋଇଛନ୍ତି। ଏଥିପାଇଁ ସେ ଭିଲାଇରୁ ପଞ୍ଜାବର ଆଦମପୁରରେ ପହଞ୍ଚିଥିଲେ। ଏହି ବୟସରେ ମଧ୍ୟ ସେ ରାହୁଲ ଗାନ୍ଧୀଙ୍କ ସହ ବହୁତ ଦୂର ଯାତ୍ରା କରିଥିଲେ।

ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ଯାତ୍ରାରେ ବିଧାୟକ ଦେବେନ୍ଦ୍ର ଯାଦବ ମୁଖ୍ୟ ଭୂମିକା ରହିଛି। ଯାତ୍ରାରେ ଦେବେନ୍ଦ୍ର ଯାଦବଙ୍କ ଦଳରୁ ୫୦୦ରୁ ଅଧିକ ଯୁବକ ସାମିଲ ହୋଇଛନ୍ତି। ତେବେ ଭିଲାଇ ବିଧାୟକଙ୍କ ମା ପୁଷ୍ପା ଯାଦବଙ୍କ ସାମିଲ ହେବା ଛତିଶଗଡରେ ଚର୍ଚ୍ଚା ହେଉଛି। ଏହାର ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

କଲ୍ୟାଣ ମଣ୍ଡପ ନିର୍ମାଣରେ ଖର୍ଚ୍ଚ ହେବ ୬୦ ଲକ୍ଷ ଟଙ୍କା, ଆଜି ସରପଞ୍ଚଙ୍କ ସମେତ…

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟସ୍ଥିତ ମା’ ଶୀତଳl ଠାକୁରାଣୀ ମନ୍ଦିର ନିକଟରେ ନିର୍ମାଣ ହେବ ଅତ୍ୟାଧୁନିକ କଲ୍ୟାଣ ମଣ୍ଡପ। ଏଥିପାଇଁ ସରପଞ୍ଚ ମମତା…

ଶିକ୍ଷା କ୍ଷେତ୍ରରେ ବଡ଼ ପରିବର୍ତ୍ତନ: NCERTକୁ ଖୁବଶୀଘ୍ର ମିଳିପାରେ ‘ଡିମ୍ଡ ୟୁନିଭରସିଟି’ ମାନ୍ୟତା

ନୂଆଦିଲ୍ଲୀ,୩।୪: ଦେଶର ସ୍କୁଲ ଶିକ୍ଷା ବ୍ୟବସ୍ଥାରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନକୁ ଦୃଷ୍ଟିରେ ରଖି, କେନ୍ଦ୍ର ସରକାର ନିକଟ ଭବିଷ୍ୟତରେ ଜାତୀୟ ଶିକ୍ଷା ଗବେଷଣା ଏବଂ ତାଲିମ ପରିଷଦ…

ହର୍ମୁଜ ପାର୍‌ ହେବା ପରେ ସମୁଦ୍ର ମଝିରେ ହେଲା ଖେଳ! ଭାରତ ଅଭିମୁଖେ ଯାଉଥିବା ଇରାନୀ ଜାହାଜ ହଠାତ୍‌ ନେଲା ୟୁ-ଟର୍ନ, ଗତି ବଦଳାଇ…

ନୂଆଦିଳ୍ଲୀ,୩।୪: ହର୍ମୁଜ ପ୍ରଣାଳୀ ପାର୍‌ ହେବା ପରେ ସମୁଦ୍ରରେ ଏକ ଅଜବ ଘଟଣା ଘଟିଛି। ସାତ ବର୍ଷ ପରେ ଇରାନରୁ ଭାରତକୁ ତେଲ ନେଇ ଯାଉଥିବା ଏକ…

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri