ବଢିଲା ଏମଏଏଲଏ ପାଣ୍ଠି: ଜାଣନ୍ତୁ କେତେରୁ କେତେ

ଭୁବନେଶ୍ୱର,୧୭।୨: ବଢିଲା ବିଧାୟକଙ୍କ ଏମଏଏଲଏ ପାଣ୍ଠି । ଏହାକୁ ୩ କୋଟିରୁ ୫ କୋଟିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବଜେଟ ଉପସ୍ଥାପନା ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏହି ଘୋଷଣା କରିଛନ୍ତି। ଏଥିପାଇଁ ୭୩୫ କୋଟି ବ୍ୟୟ ବରାଦ ହୋଇଛି। ନିର୍ବାଚନମଣ୍ଡଳୀ ଅନୁଯାୟୀ ଅତିରିକ୍ତ ୧୪୨ କୋଟିର ଅନୁଦାନ ଘୋଷଣା ହୋଇଛି॥

୨୦୨୫-୨୬ ଆର୍ଥିକ ବର୍ଷ ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ପୂର୍ଣାଙ୍ଗ ବଜେଟ ଉପସ୍ଥାପନ କରୁଛନ୍ତି
ଚଳିତ ବର୍ଷ ବଜେଟରେ ୨ଲକ୍ଷ ୯୦ହଜାର କୋଟିର ବ୍ୟୟ ଅଟକଳ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ

ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri