କ୍ୟାନ୍ସର ରୋଗରେ ମୃତ ପରିବାରଙ୍କୁ ଭେଟିଲେ ବିଧାୟକ, ଶେଷ ଦର୍ଶନ କରିବା ସହ…

ଗଞ୍ଜାମ,୨୭।୫(ବିଦ୍ୟାଧର ସାହୁ ): ଅସହାୟ, ଅବହେଳିତ ହେଉ ଘଟଣା କିମ୍ବା ଦୁର୍ଘଟଣା ଖବର ପାଇବା ମାତ୍ରେ ଘଟଣାସ୍ଥଳରେ ପହଞ୍ଚି ଯାଇଥାନ୍ତି ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ। ନିର୍ବାଚିତ ପର ଠାରୁ ଏହି ଭଳି କାର୍ଯ୍ୟ ଧାରା ଜାରି ରଖିଛନ୍ତି ଲୋକପ୍ରିୟ ବିଧାୟକ । ଗଞ୍ଜାମ ଏନଏସି ଅନ୍ତର୍ଗତ ୱାର୍ଡ ନଂ ୧ ପଣ୍ଡାସାହି ଅମର ପଣ୍ଡା କ୍ୟାନ୍ସର ରୋଗରେ ପୀଡିତ ହୋଇ ଛତ୍ରପୁର ମେଡିକାଲରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ବରଣ କରିଥିଲେ । ଖବରପାଇ ବିଧାୟକ ନାୟକ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚି ଶେଷ ଦର୍ଶନ ସହ ମୃତ ପରିବାର ବର୍ଗଙ୍କୁ ଭେଟି ସମବେଦନା ଜଣାଇଛନ୍ତି । ବିଧାୟକଙ୍କ ଏହି ମହତ୍ୱ କାର୍ଯ୍ୟ ଶୈଳୀକୁ ସ୍ଥାନୀୟ ଅଞ୍ଚଳବାସୀ, ବୁଦ୍ଧିଜୀବୀ ଭୂୟାଁସୀ ପ୍ରଶଂସା କରିଛନ୍ତି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପାଟଣାରେ ଗୁରୁଦିବସ: ଅବସରପ୍ରାପ୍ତ ଗୁରୁଙ୍କୁ ମାନପତ୍ର ଓ ଅଙ୍ଗବସ୍ତ୍ର ଦେଇ ସମ୍ବର୍ଦ୍ଧନା

ପାଟଣା,୫।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଓ ଏହାର ଆଖପାଖ ଅଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନରେ ପୂର୍ବତନ ରାଷ୍ଟ୍ରପତି ତଥା ମହାନ ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଆଖି ବୁଜିଛନ୍ତି ଗୁରୁ, ହେଲେ ଆଦର୍ଶକୁ ଭୁଲିନାହାନ୍ତି ଶିଷ୍ୟ: ପ୍ରତିମୂର୍ତ୍ତୀ ଗଢ଼ି ଗୁରୁଦିବସ ପାଳିଲା…

ପୁରୁଷୋତ୍ତମପୁର,୫।୯ (ସବିତା ମିଶ୍ର): ଗୁରୁଙ୍କ ଶରୀର ନ ଥାଇପାରେ, କିନ୍ତୁ ତାଙ୍କ ଆଦର୍ଶ ଆଜି ବି ଜୀବନ୍ତ। ଏହି ବାକ୍ୟକୁ ସତ୍ୟରେ ପରିଣତ କରିଛନ୍ତି ଗଞ୍ଜାମ ଜିଲା…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri