କାରଣ ଦର୍ଶାଅ ନୋଟିସ୍‌ର ଜବାବ ରଖିଲେ ବିଧାୟକ ମୋକିମ

ଭୁବନେଶ୍ୱର,୫।୮(ବ୍ୟୁରୋ): ଦଳୀୟ ଶୃଙ୍ଖଳା ଭଙ୍ଗ କରିବା ଅଭିଯୋଗରେ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଥିବା ବେଳେ ଜବାବ ରଖିଛନ୍ତି ବିଧାୟକ ମହମ୍ମଦ ମୋକିମ । ସେ କହିଛନ୍ତି, ଜାରି ହୋଇଥିବା ନୋଟିସ୍‌ରେ ଜବାବ ରଖିଛି । କ’ଣ ଲେଖିଛି ଏବେ ସ୍ପଷ୍ଟ କରିପାରିବି ନାହିଁ । ତେବେ ମୋକିମଙ୍କ ଜବାବ ପରେ ପିସିସି ସଭାପତି ଶରତ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଏହା ଆମ ଦଳର ଆଭ୍ୟନ୍ତରୀଣ ବ୍ୟାପାର । ମୋକିମ ନିଜ ଉତ୍ତରରେ କ’ଣ କହିଛନ୍ତି ପଢିବା ପରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି ।
ସୂଚନାଯୋଗ୍ୟ, ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ବିଧାୟକ ମହମ୍ମଦ ମୋକିମ ଭୋଟ ଦେଇଥିଲେ। ତେବେ ଦଳ ନିଷ୍ପତ୍ତି ବାହାରକୁ ଯାଇ ମୋକିମଙ୍କ ଏଭଳି କାର୍ଯ୍ୟକୁ ପିସିସି ସଭାପତି ତ୍ରୀବ ବିରୋଧ କରିଥିଲେ। ତାଙ୍କ ବିରୋଧରେ କାର୍ଯ୍ୟନୁଷ୍ଠାନ ହେବା ନେଇ ପୂର୍ବରୁ ପିସିସି ସଭାପତି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା କମିଶନିଂ: ୨୩ରେ ପୋଲିଂ ବୁଥ୍‌କୁ ଯିବ ଇଭିଏମ୍‌

ଭୁବନେଶ୍ୱର,୨୧।୩(ବ୍ୟୁରୋ): ନିର୍ବାଚନ ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଗୁରୁବାରଠାରୁ ଇଭିଏମ୍‌ରେ କମିଶନିଂ ଆରମ୍ଭ ହୋଇଥିବାବେଳେ ଶୁକ୍ରବାର...

ହିନ୍ଦୁ ଦେବଦେବୀଙ୍କୁ ଗାଳି, ଗାଁରେ ତେଜୁଛି ଉତ୍ତେଜନା

ବାଲିଗୁଡ଼ା,୩ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳର ଜଣେ ମୁସଲମାନ ଯୁବକ ହିନ୍ଦୁ ଦେବଦେବୀଙ୍କ ପ୍ରତି ସୋସିଆଲ ମିଡିଆରେ ଅଶ୍ଳୀଳ ମନ୍ତବ୍ୟ ପୋଷ୍ଟ କରିଥିବା ଅଭିଯୋଗ...

ସୋନପୁରରେ ଅଗ୍ନି ବର୍ଷା

ଭୁବନେଶ୍ୱର,୨୦ା୪(ବ୍ୟୁରୋ): ରାଜ୍ୟରେ ଗ୍ରୀଷ୍ମ ପ୍ରକୋପ ବଢ଼ିବାରେ ଲାଗିଛି। ବିଶେଷକରି ପଶ୍ଚିମ ଓଡ଼ିଶାରେ ଯେମିତି ଅଗ୍ନି ବର୍ଷୁଛି। ଏଥିରୁ ସୋନପୁର ଜିଲା ସବୁଠୁ ଊର୍ଦ୍ଧ୍ୱରେ ରହିଛି। ସମଗ୍ର...

ଜେଇଇ ଆଡଭାନ୍ସଡରେ ଓଡିଏମ୍‌ ବିଦ୍ୟାର୍ଥୀଙ୍କ କୃତିତ୍ୱ

ଭୁବନେଶ୍ୱର, ୭ା୧୦(ବ୍ୟୁରୋ):ଆଇଆଇଟି ଦିଲ୍ଲୀ ଏବଂ ଜଏଣ୍ଟ ଆଡମିଶନ୍‌ ବୋର୍ଡ (ଜେ.ଏ.ବି) ଦ୍ୱାରା ପରିଚାଳିତ ସର୍ବଭାରତୀୟ ଜେଇଇ ଆଡଭାନ୍ସଡ-୨୦୨୦ ପରୀକ୍ଷାଫଳ ସୋମବାର ପ୍ରକାଶ ପାଇଛି। ଏଥିରେ ପଟିଆସ୍ଥିତ...

ମାତିଛନ୍ତି ନିଶାଦିଆ ଲୁଟେରା ଗ୍ୟାଙ୍ଗ୍‌: ଯାତ୍ରୀଙ୍କୁ ଖାଦ୍ୟରେ ନିଶାଦେଇ ଲୁଟ୍‌

କଟକ ଅଫିସ,୨୦ା୭: ଟ୍ରେନରେ ମାତିଛନ୍ତି ନିଶାଦିଆ ଲୁଟେରା ଗ୍ୟାଙ୍ଗ। ରାଜ୍ୟ ବାହାରୁ ଟ୍ରେନରେ ଓଡ଼ିଶା ଆସୁଥିବା ଯାତ୍ରୀମାନଙ୍କୁ ଏହି ଗ୍ୟାଙ୍ଗର ସଦସ୍ୟମାନେ ଟାର୍ଗେଟ କରୁଛନ୍ତି। ଟ୍ରେନ୍‌ରେ...

ଚାପରେ ନିର୍ଦ୍ଦେଶ ବଦଳିଲା

ଢେଙ୍କାନାଳ ଅଫିସ୍‌, ୧୨ା୭:ବିଦ୍ୟାଳୟ ପରିସରକୁ ଗଣମାଧ୍ୟମ ପ୍ରତିନିଧିମାନେ କ୍ୟାମେରା ନେଇ ଯାଇପାରିବେ ନାହିଁ। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ଶିକ୍ଷାଧିକାରୀଙ୍କ ପକ୍ଷରୁ ଏଭଳି ଏକ ବିବାଦୀୟ...

ଏସ୍‌ପି ଅଫିସ ପରିସରରେ ମା’ଙ୍କ ଆତ୍ମାହୁତି ଉଦ୍ୟମ

କେନ୍ଦୁଝର,୧୮।୬(ସ୍ବ.ପ୍ର.): ଅପହୃତ ନାବାଳିକା ଝିଅକୁ ଉଦ୍ଧାର କରିବାରେ ପୋଲିସ ବିଳମ୍ବ କରୁଛି। ଏହାର ପ୍ରତିବାଦରେ ନାବାଳିକାଙ୍କ ମା’ ଶୁକ୍ରବାର ମଧ୍ୟାହ୍ନରେ କେନ୍ଦୁଝର ଜିଲା ଆରକ୍ଷୀ ଅଧୀକ୍ଷକଙ୍କ...

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୧୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ୨୫୫ ମଧ୍ୟରେ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୪ ଜଣ ପିଲା ଅଛନ୍ତି। ଯେଉଁମାନଙ୍କ...

Advertisement
Archives

Model This Week