ପାଲଲହଡା ବିଧାୟକ ମୁକେଶ ପାଲଙ୍କୁ କରୋନା

ଭୁବନେଶ୍ୱର,୨୦।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ପାଲଲହଡା ବିଧାୟକ ମୁକେଶ କୁମାର ପାଲ। ଏ ନେଇ ସୋସିଆଲ ମିଡିଆରେ ସେ ସୂଚନା ଦେଇଛନ୍ତି। କୌଣସି ଲକ୍ଷଣ ନ ଥାଇ ମୋର ରିପୋର୍ଟ ପଜିଟିଭ ଆସିଛି। ବର୍ତ୍ତମାନ ଆସୋଲେଶନରେ ରହିଛି। ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକେ ଖୁବଶିଘ୍ର କୋଭିଡ ଟେଷ୍ଟ କରିବାକୁ ସେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲଙ୍କ ପରଲୋକ, ସେଉଲ ଅଲିମ୍ପିକ୍ସରେ କରିଥିଲେ ପ୍ରତିନିଧିତ୍ୱ

ନୂଆଦିଲ୍ଲୀ, ୨୬ା୫: ଭରତର ପୂର୍ବତନ ତୀରନ୍ଦାଜ ଶ୍ୟାମ ଲାଲ ମୀନାଙ୍କ ପରଲୋକ ଘଟିଛି। ସେ ୧୯୮୮ ସେଉଲ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ…

ମମତାଙ୍କ ବିରୋଧରେ FIR; ବଢ଼ିଲା ଅଡୁଆ!

କୋଲକାତା,୨୬।୫: ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ପଶ୍ଚିମବଙ୍ଗର ପୂର୍ୱତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଥରେ ବିବାଦରେ ଫସିଛନ୍ତି। ତାଙ୍କ ବିରୋଧରେ ସିଲିଗୁଡ଼ି ସାଇବର ପୋଲିସ…

ନିର୍ଦ୍ୱନ୍ଦରେ ଅଧ୍ୟକ୍ଷ ଭାବରେ ନିର୍ବାଚିତ ହେଲେ ଅରୁଣ କୁମାର ପଣ୍ଡା, କହିଲେ କୃଷକ ସମସ୍ତ…

ପୁରୁଷୋତ୍ତମପୁର,୨୬।୫ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଆତ୍ମା (କୃଷିବୈଷୟିକ କମିଟି)ର ନିର୍ବାଚନ ମଙ୍ଗଳବାର କୃଷି କାର୍ଯ୍ୟାଳୟ ପରିଷରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୨୨…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ମଣିଷ ଶରୀରରେ ଆଜି ବି ଅଛି ତୃତୀୟ ଆଖି! ବୈଜ୍ଞାନିକ କଲେ ଚମକାଇଦେଲା ଭଳି ଖୁଲାସା

ଆପଣ ଭଗବାନ ଶିବଙ୍କର ତୃତୀୟ ନୟନ ବା ତ୍ରିନେତ୍ର ବିଷୟରେ ନିଶ୍ଚୟ ଶୁଣିଥିବେ, କିନ୍ତୁ ଆପଣ କେବେ ମଣିଷର ତୃତୀୟ ଆଖି ବିଷୟରେ ଶୁଣିଛନ୍ତି କି? ଆଜ୍ଞା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri