ପ୍ରାର୍ଥୀଙ୍କ ପାଇଁ ନିର୍ବାଚନ ମଇଦାନରେ ବିଧାୟକ

ଛତ୍ରପୁର,୧୦ା୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧ୍ୟକ୍ଷ ଏମ. ଧନଞ୍ଜୟ ରେଡ୍ଡୀ ଏହି ବ୍ଲକ ଅନ୍ତର୍ଗତ ୨୦ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟ ପାଇଁ ବିଜେଡିରୁ ପ୍ରାର୍ଥୀ ହୋଇଛନ୍ତି। ତେବେ ତାଙ୍କ ପକ୍ଷରୁ ପ୍ରଚାର ଜୋର୍‌ଦାର ହୋଇଛି। ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ନିର୍ବାଚନ ପ୍ରଚାରର ମଙ୍ଗ ଧରିଥିବା ବେଳେ ପୂର୍ବତନ ଉପବାଚସ୍ପତି ରାମ ଚନ୍ଦ୍ର ପଣ୍ଡା, ପୂର୍ବତନ ଏମ୍‌ପି ପ୍ରତିନିଧି ଜି. ପାପା ରାଓ, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷା ଜି. ଆରତି, ପୂର୍ବତନ ଉପାଧ୍ୟକ୍ଷ ପ୍ରଦୋଷ ବେହେରା ପ୍ରମୁଖ ପ୍ରଚାରରେ ସାମିଲ ହୋଇଛନ୍ତି। ନବୀନ ସରକାରଙ୍କ ବିକାଶ ମୂଳକ କାର୍ଯ୍ୟକୁ ଆଧାର କରି ଭୋଟ୍‌ଭିକ୍ଷା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋ ଭାଇ ଡାକୁଛି, ମୁଁ ପଳେଇବି…୬ ମାସ ଭିତରେ ଡକାଡକି ହୋଇ ଚାଲିଗଲେ ୩ ଭାଇ, ଜାଣନ୍ତୁ ଚାଞ୍ଚଲ୍ୟକର ଘଟଣା

କାନପୁର,୧୩।୧୦: ଉତ୍ତରପ୍ରଦେଶର କାନପୁର ଜିଲାର ୱାଜିଦପୁର ଅଞ୍ଚଳରେ ଗୋଟିଏ ପରିବାରର ତିନି ଜଣ ଭାଇଙ୍କ ମୃତ୍ୟୁ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ମାତ୍ର ୬ ମାସ ମଧ୍ୟରେ…

ବାର୍‌ହା ପାଇଁ ବିଛା ଯାଇଥିବା ତାରରେ ଫଶିଗଲେ ଚାଷୀ; ଚାଲିଗଲା ଜୀବନ, ଗ୍ରାମରେ ଶୋକାକୂଳ ପରିବେଶ

ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ପ୍ରତାପଗିରି ଗ୍ରାମ ନିକଟ ଚାଷଜମିରେ କେହି ଶିକାରୀ ବନ୍ୟଜନ୍ତୁ ବାରହା ଶିକାର ପାଇଁ ବିଦ୍ୟୁତ…

ଇଂଲଣ୍ଡକୁ ବଡ଼ ଝଟକା: ଦୀର୍ଘ ସମୟ ପାଇଁ ଦଳରୁ ବାଦ ପଡ଼ିବେ ଜୋସ ବଟଲର୍‌? ହସ୍ପିଟାଲରୁ ଫଟୋ ଶେୟାର କରି କହିଲେ

ନୂଆଦିଲ୍ଲୀ,୧୩।୧୦: ବାମ ଗୋଡ଼ର ହ୍ୟାମଷ୍ଟ୍ରିଂ (hamstring) ଅସ୍ତ୍ରୋପଚାର ପରେ ଜୋସ ବଟଲର ଦୀର୍ଘ ସମୟ ପାଇଁ କ୍ରିକେଟରୁ ଦୂରେଇ ରହିବାର ସମ୍ଭାବନା ରହିଛି। ଇଂଲଣ୍ଡର ଏହି ୱିକେଟକିପର-ବ୍ୟାଟର…

ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ

ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ…

ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌: ଭାଙ୍ଗିଲେ କୋହଲିଙ୍କ ରେକର୍ଡ

ନୂଆଦିଲ୍ଲୀ,୧୩।୧୦: କୌଣସି ଖେଳାଳିଙ୍କ ପାଇଁ ପ୍ରଥମ ଥର ଟେଷ୍ଟ ଦଳର ଅଧିନାୟକ ହେବା ଏକ ବଡ଼ ଆହ୍ବାନ। କିନ୍ତୁ ଆଫଗାନିସ୍ତାନର ରହମତ ଶାହ ଏହି ଦାୟିତ୍ୱକୁ ସ୍ମରଣୀୟ…

ଅକ୍ଟୋବର ୨୯ ପର୍ଯ୍ୟନ୍ତ ସାବଧାନ: ମେଷ ସମେତ ୩ ରାଶିଙ୍କ ଉପରେ ମାଡିଆସୁଛି ବଡ଼ ବିପଦ! ପାଖରୁ ପଳାଇବ ଧନ

ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହଙ୍କୁ ପ୍ରେମ, ସୁଖ-ସମୃଦ୍ଧି, ଐଶ୍ୱର୍ଯ୍ୟ ଓ ଆର୍ଥିକ ସ୍ଥିତିର କାରକ ଭାବେ ବିବେଚନା କରାଯାଏ। ବର୍ତ୍ତମାନ ଶୁକ୍ର ନିଜ ରାଶି ତୁଳାରେ…

୭୭ ବର୍ଷରେ ହେମାଙ୍କ ଜବରଦସ୍ତ ଡ୍ୟାନ୍ସ! ମନ ଜିଣିଲେ ଡ୍ରିମ୍‌ ଗର୍ଲ

ମୁମ୍ବାଇ,୧୩।୧୦: ବୟସ ମାତ୍ର ଏକ ସଂଖ୍ୟା! ୭୭ ବର୍ଷ ବୟସରେ ବି ନିଜ ନୃତ୍ୟର ଯାଦୁରେ ଦର୍ଶକଙ୍କ ହୃଦୟ ଜିଣୁଛନ୍ତି ବଲିଉଡ୍‌ର ଡ୍ରିମ୍‌ ଗର୍ଲ ହେମା ମାଳିନୀ…

ବୈଭବଙ୍କ ରହସ୍ୟମୟ ପୋଷ୍ଟକୁ ନେଇ ହଇଚଇ: ଦେଲେ ଏଭଳି ସଙ୍କେତ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ, ୧୩।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ T20I ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ଖେଳିବାର ସୁଯୋଗ ମିଳିନାହିଁ। ଟିମ ଇଣ୍ଡିଆର ମ୍ୟାନେଜମେଣ୍ଟ ସଞ୍ଜୁ ସାମସନଙ୍କ ଉପରେ ଭରସା ଦେଖାଇଛି। ତେବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?