Posted inଜାତୀୟ

ଭୋଟରଙ୍କ ଜୋତା ପଲିସ କଲେ ବିଧାୟକ, ସୋସିିଆଲ ମିଡ଼ିଆରେ ଭାଇରାଲ…

ଜୟପୁର,୩।୧୦ : ରାଜସ୍ଥାନର ଦୌସା ଜିଲାର ମହୁଆ ବିଧାନସଭା ନିର୍ବାଚନମଣ୍ଡଳୀର ନିର୍ଦ୍ଦଳୀୟ ବିଧାୟକ ଓମ ପ୍ରକାଶ ହୁଡଲା ତାଙ୍କର ଅଜବ କାର୍ଯ୍ୟ ଯୋଗୁ ସବୁବେଳେ ଖବରରେ ରହିଥାନ୍ତି। କିନ୍ତୁ ଏଥର ତାଙ୍କର ଏକ ଭିନ୍ନ ଅବତାର ଦେଖିବାକୁ ମିଳିଛି। ବିଧାୟକ ଓମପ୍ରକାଶଙ୍କର ଏକ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ସେ ତାଙ୍କ ବିଧାନସଭା ନିର୍ବାଚନମଣ୍ଡଳୀ ଭୋଟରଙ୍କ ଜୋତାକୁ ପଲିସ କରୁଥିବା ଦେଖିବାକୁ ମିଳୁଛି।

ସୂଚନାନୁସାରେ, ଗାନ୍ଧୀ ଜୟନ୍ତୀ ଅବସରରେ ହୁଡଲା ମହୁଆ ପୋଲିସ ଷ୍ଟେଶନ ସମ୍ମୁଖରେ ତମ୍ବୁ ଓ ବ୍ୟାନର ଲଗାଇ ଜୋତା ପଲିସ କରିଥିଲେ। ଏହା ପରେ ସେ ତାଙ୍କ ଅଞ୍ଚଳର ଭୋଟର ଏବଂ କର୍ମୀଙ୍କ ଜୋତାକୁ ପଲିସ କରୁଥିବା ଦେଖିବାକୁ ମିଳିଥିଲା।

ଭୋଟରଙ୍କ ଜୋତାକୁ ପଲିସ କରୁଥିବା ମହୁଆ ବିଧାୟକଙ୍କ ଫଟୋ ଭାଇରାଲ ହେବା ପରେ ରାଜନୈତିକ ମହଲରେ ଆଲୋଚନା ତୀବ୍ର ହୋଇଛି। ଲୋକମାନେ ତାଙ୍କ ଶୈଳୀକୁ ବିଭିନ୍ନ ଦୃଷ୍ଟିକୋଣରୁ ଦେଖୁଛନ୍ତି । ତେବେ ଏହି ସମଗ୍ର ପ୍ରସଙ୍ଗରେ ବିଧାୟକଙ୍କ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି। ସେ କହିଛନ୍ତି ଜୋତା ପଲିସର ମୂଳ ଉଦ୍ଦେଶ୍ୟ ହେଉଛି ଭୋଟର ଏବଂ କର୍ମୀମାନଙ୍କୁ ବୁଝିବା। ପ୍ରକୃତରେ ବିଧାୟକ ଛୋଟ। ଭୋଟର ଏବଂ କର୍ମୀମାନେ ମୋ ଦଳ ପାଇଁ ବଡ଼।

 


Enter your email to get our daily news in your inbox.

All Right Reserved By Dharitri.Com

୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଜାହାଜ ନିଖୋଜ; ସର୍ଚ୍ଚ ଅପରେଶନ ଆରମ୍ଭ

ଜାକର୍ତ୍ତା,୧୩।୯: ଜାଭା ସାଗରରେ ରବିବାର ୨୪୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଜାହାଜ ନିଖୋଜ ହୋଇଯାଇଛି। ଅଧିକାରୀଙ୍କ କହିବାନୁସାରେ, ବୋର୍ଣ୍ଣିଓ ଦ୍ୱୀପର ପୂର୍ବ ଜାଭାରୁ ଦକ୍ଷିଣ…

ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି

ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?