ଇଡି କାର୍ଯ୍ୟାଳୟରେ ବିଧାୟକଙ୍କ ଝିଅ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ ଶ୍ରୁତି ପାଣିଗ୍ରାହୀ ଶୁକ୍ରବାର ଇଡି କାର୍ଯ୍ୟାଳୟରେ ହାଜର ହୋଇଛନ୍ତି। ଅଭୟକାନ୍ତ ପାଠକ ଓ ଆକାଶ ପାଠକଙ୍କୁ ଜେରା ବେଳେ ଶ୍ରୁତିଙ୍କ ଆକାଉଣ୍ଟକୁ ବାରମ୍ବାର ଟ୍ରାଞ୍ଜେକ୍ସନ ହୋଇଥିବା ଜଣା ପଡିଥିଲା । ଏ ନେଇ ଇଡି ପକ୍ଷରୁ ଶ୍ରୁତିଙ୍କୁ କାର୍ଯ୍ୟାଳୟରେ ହାଜର ହେବାକୁ ନୋଟିସ୍‌ ଜାରି କରାଯାଇଥିଲା। ।

ସୂଚନାନୁସାରେ, ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ ଶ୍ରୁତି ପାଣିଗ୍ରାହୀଙ୍କ ବିବାହ ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କ ସହ ହେବା ପାଇଁ  ସ୍ଥିର ହୋଇ ସାରିଥିଲା। ହେଲେ ଏହା ପୂର୍ବରୁ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗ ଓ ଠକେଇ ମାମଲାରେ  ଉଭୟ ବାପା, ପୁଅ ଓ ପରେ ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କରାଯାଇଥିଲା। ଏହାପରେ ଖୋଳତାଳ ବେଳେ ବିଧାୟକ ପାଣିଗ୍ରାହୀଙ୍କ ଝିଅ ଆକାଉଣ୍ଟକୁ ଖୋଳତାଳ କରାଯାଇଥିଲା। ସେହି ସମୟରେ ତାଙ୍କ ଆକାଉଣ୍ଟରେ ବହୁ କାରବାର ହୋଇଥିବା ଜଣାପଡିଥିଲା। ଏହି ମାମଲାର ତଦନ୍ତ ପାଇଁ ଇଡି ଶ୍ରୁତିଙ୍କୁ ପଚରାଉଚରା ପାଇଁ ଡାକିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri