ବିଧାୟକ ପ୍ରଦୀପ ପାଣିଗ୍ରାହୀ ବିଜେଡିରୁ ବହିଷ୍କୃତ

ଭୁବନେଶ୍ୱର,୨୯।୧୧(ବ୍ୟୁରୋ): ବିଜେଡିରୁ ବହିଷ୍କୃତ ହେଲେ ଗଞ୍ଜାମ ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀ। ତାଙ୍କୁ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ କରାଯାଇଛି। ଜନ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ତାଙ୍କୁ ବହିଷ୍କାର କରାଯାଇଛି। ତେବେ ଆଇଏଫଏସ୍‌ ଅଫିସର ପାଠକ ଏବଂ ତାଙ୍କ ପୁଅଙ୍କ ସହ ସମ୍ପର୍କକୁ ନେଇ ସେ ବିବାଦରେ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍‌ଲକ୍‌ ୨.୦ ଗାଇଡ୍‌ଲାଇନ୍‌ ଜାରି

ନୂଆଦିଲ୍ଲୀ,୨୯ା୬: ଅନ୍‌ଲକ୍‌ ୧.୦ ସମୟସୀମା ମଙ୍ଗଳବାର ଶେଷ ହେଉଥିବା ବେଳେ ଏହାର ଦିନକ ପୂର୍ବରୁ କେନ୍ଦ୍ର ସରକାର ଦ୍ୱିତୀୟ ପର୍ଯ୍ୟାୟ ଅନ୍‌ଲକ୍‌ (ଅନ୍‌ଲକ୍‌ ୨.୦) ପାଇଁ...

ଏଣିକି ଏକସଙ୍ଗେ ଗର୍ଭବତୀଙ୍କ ଏଚ୍‌ଆଇଭି, ସିଫିଲ୍ସ ପରୀକ୍ଷଣ

ଭୁବନେଶ୍ୱର, ୨।୧୨(ବ୍ୟୁରୋ): ଏଣିକି ଗର୍ଭବତୀ ମହିଳାଙ୍କର ଏଚ୍‌ଆଇଭି ଓ ସିଫିଲ୍ସ ଦ୍ୱୈତ ପରୀକ୍ଷଣ ଏକାସଙ୍ଗେ ହୋଇପାରିବ। ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ମିଶନ ସହଯୋଗରେ ବିକଶିତ ଏଚ୍‌ଆଇଭି ଓ...

ଓଡ଼ିଶାରେ କରୋନା ସଂକ୍ରମଣ ଭୟ: ୪ ନମୁନା ନେଗେଟିଭ୍‌

ଭୁବନେଶ୍ୱର, ୨ା୨(ବ୍ୟୁରୋ) – ଚାଇନାର ଉହାନ ସହରରୁ ବ୍ୟାପିଥିବା କରୋନାକୁ ନେଇ ଏବେ ବିଶ୍ୱରେ ଭୟ ଓ ଆତଙ୍କ ବଢ଼ିବାରେ ଲାଗିଛି। ଏହି ମାରାତ୍ମକ ଭୂତାଣୁ...

କଟକଣା କୋହଳରୁ ବଢ଼ୁଛି କରୋନା

ଅନୁଗୋଳ ଅଫିସ, ୨୯ା୫ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଗତ ୫ ତାରିଖରୁ ସରକାର ରାଜ୍ୟକୁ ଲକ୍‌ଡାଉନ୍‌ରେ ରଖିଛନ୍ତି। ଏଥିସହ ସପ୍ତାହାନ୍ତ ଶଟ୍‌ଡାଉନ୍‌ ମଧ୍ୟ ଜାରି...

CORONAVIRUS UPDATE: ରାଜ୍ୟରେ ୧୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।...

ଗୁରୁତର ସିଂହୀ ସୁପ୍ରିୟାର ମୃତ୍ୟୁ

ବାରଙ୍ଗ,୩୦ା୯(ଡି.ଏନ୍‌.ଏ.):ପ୍ରାଣୀ ଉଦ୍ୟାନ ନନ୍ଦନକାନନର ସିଂହ ସଫାରିରେ ଗୁରୁତର ହୋଇ ଚିକିତ୍ସା ହେଉଥିବା ସିଂହୀ ସୁପ୍ରିୟାର ମଙ୍ଗଳବାର ମୃତ୍ୟୁ ଘଟିଛି। ୨୬ବର୍ଷୀୟ ଏହି ସିଂହୀଟି ଗତ କିଛିଦିନ...

ଆଜିଠୁ ଖୋଲିବ ବୈଷୟିକ ଶିକ୍ଷାନୁଷ୍ଠାନ

ଭୁବନେଶ୍ୱର, ୧୦।୨(ବ୍ୟୁରୋ): ରାଜ୍ୟରେ ବୁଧବାରଠାରୁ ସମସ୍ତ ବୈଷୟିକ ଶିକ୍ଷାନୁଷ୍ଠାନ ଖୋଲିବ। ଇଞ୍ଜିନିୟରିଂ, ଆଇଟିଆଇ, ପଲିଟେକ୍‌ନିକ୍‌ କଲେଜ ଖୋଲିବ। ଏଥିସହିତ ସମସ୍ତ ପ୍ରଫେସନାଲ କୋର୍ସ କଲେଜ ମଧ୍ୟ...

ପର୍ଯ୍ୟଟନସ୍ଥଳରେ ପର୍ଯ୍ୟଟକଙ୍କୁ ଶୋଷଣ ଅଭିଯୋଗ : ପାର୍କିଂ ପାଇଁ ଶତାଧିକ ଟଙ୍କା ଆଦାୟକୁ ବିରୋଧ

ଦାରିଙ୍ଗବାଡ଼ି,୨୪।୧୨(ଡି.ଏନ.ଏ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଜମୁଛି। ତେବେ ପର୍ଯ୍ୟଟନକେନ୍ଦ୍ରଗୁଡ଼ିକରେ ଗାଡ଼ି ପାର୍କିଂ ପାଇଁ ଶହ ଶହ ଟଙ୍କା ଆଦାୟ କରାଯାଉଥିବାରୁ...

Advertisement


Archives

Model This Week